୪୦ ଡିଗ୍ରି ଉପରେ ରାଜ୍ୟର ୨୨ ସହର; ୪୬ ଡିଗ୍ରି ସହ ସମ୍ବଲପୁର ଉତ୍ତପ୍ତ
ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଠାରୁ ପଶ୍ଚିମ ଓଡ଼ିଶା ଯାଏଁ ତାତିରୁ ନିସ୍ତାର ନାହିଁ। ଲୋକେ ପ୍ରବଳ ଖରା ଯୋଗୁଁ ଗରମରେ ଛଟପଟ ହେଉଛନ୍ତି। ଅତି ଆବଶ୍ୟକ ନହେଲେ ବାହାରକୁ ଯିବା ପାଇଁ ମନ ହେଉନାହିଁ। ଫଳରେ…