କ୍ୟାବିନେଟ ବୈଠକରେ ୧୫ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାବିନେଟ ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ ଅନୁମୋଦନ…

ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ଜାତୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ୱର: ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା । ୨୨ତାରିଖ ଅପରାହ୍ନ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ ପହଂଚିବା ପରେ ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟକୁ ସିଧାସଳଖ ଗସ୍ତ କରିବେ…

ଖୋଲିଲା ବାହାନଗା ଉଚ୍ଚବିଦ୍ୟାଳୟ

ବାହାନଗା : ବାହାନଗା ଦୁର୍ଘଟଣା ପରେ ଖୋଲିଲା ବାହାନଗା ଉଚ୍ଚବିଦ୍ୟାଳୟ। ବହୁ ବାଦ ବିବାଦ ପରେ ବାହାନଗା ସ୍କୁଲ ଘର ଭଙ୍ଗା ଯାଇଥିଲା। ଏହି ବିଦ୍ୟାଳୟ ପରିସରରେ ୧୦୦ରୁ ଊର୍ଦ୍ଧ୍ବ ଶବ ରହିଥିଲା। ପିଲାମାନେ ଭୟ କରୁଥିବାରୁ ସ୍କୁଲ ଘର ଭଙ୍ଗା…

ଆଇସିସି, ବିସିସିଆଇ ଦେଲେ ପାକିସ୍ତାନକୁ ବଡ଼ ଝଟକା, ବିଶ୍ବକପ- ମ୍ୟାଚ ସ୍ଥାନ ପରିବର୍ତ୍ତନ ଅନୁରୋଧକୁ ପ୍ରତ୍ୟାଖ୍ୟାନ

ମୁମ୍ବାଇ : ପାକିସ୍ତାନ କ୍ରିକେଟ ବୋର୍ଡକୁ ଏକ ବଡ଼ ଝଟକା ଦେଇଛନ୍ତି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଓ ଭାରତର ବିସିସିଆଇ । ଆଇସିସି ଓ ବିସିସିଆଇ ଆଗରେ ପାକିସ୍ତାନ କ୍ରିକେଟ୍ ବୋର୍ଡ ଦାବି କରିଥିଲା ଯେ, ୨୦୨୩ ବିଶ୍ବକପ୍ ମ୍ୟାଚ୍ ଚେନ୍ନାଇ…

ଭାରତ ଆସିବାକୁ ମନ ବଳାଇଲେ ମସ୍କ, କହିଲେ- ମୁଁ ମୋଦିଙ୍କ ଫ୍ୟାନ୍‌

ନିୟୁର୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତକାଲିଠୁ ୩ ଦିନିଆ ରାଜକୀୟ ଆମେରିକା ଗସ୍ତରେ ଯାଇଥିବା ବେଳେ ଟ୍ୱିଟରର ମାଲିକ ଏଲନ ମସ୍କଙ୍କ ସହ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ପରେ ମସ୍କ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇବା…

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଜଣେ ମହିଳା କନିଷ୍ଠ ଯନ୍ତ୍ରୀ। ତାଙ୍କ ନାଁ ପ୍ରଣତି ସାହୁ। ସେ ସମ୍ବଲପୁର ଜିଲ୍ଲା ମାନେଶ୍ୱର ବ୍ଲକରେ ନିଯୁକ୍ତ ହୋଇଛନ୍ତି। ବିଲ୍ ପାସ୍ କରାଇ ଦେବା ପାଇଁ କନିଷ୍ଠ ଯନ୍ତ୍ରୀ ପ୍ରଣତି ସାହୁ ଜଣେ…

ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ବିହାର ମୁଖ୍ୟମନ୍ତ୍ରୀ ନୀତୀଶଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ହତ୍ୟା କରିବେ ବୋଲି ଜଣେ ବ୍ୟକ୍ତି ଆଜି ଦିଲ୍ଲୀ ପୁଲିସର ‘ଆଉଟର୍‌ ଡିଷ୍ଟ୍ରିକ୍ଟ୍‌’ ପୁଲିସକୁ ଦୁଇଟି ‘ପିସିଆର୍‌’ କଲ୍‌ କରିଥିବା କଥା ‘ଇଣ୍ଡିଆ ଟିଭି’…

ସୌରିନ ଭଟ୍ଟଙ୍କୁ ଖୋଜିବାକୁ କୋଲକାତା ଗଲା କଟକ କମିଶନରେଟ ପୋଲିସ ଟିମ୍‌

କଟକ: ଯୁବତୀଙ୍କୁ ଶୋଷଣ ଅଭିଯୋଗରେ ବଢ଼ିଲା ଜଣାଶୁଣା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ । ତାଙ୍କୁ ଖୋଜିବାକୁ କୋଲକାତା ଗଲା କଟକ କମିଶନରେଟ ପୋଲିସ ଟିମ୍‌ । ପୋଲିସର ଏକ ୫ ଜଣିଆ ଟିମ୍‌ କୋଲକାତା ଯାଇଛି । ଜଣେ ମହିଳା…

ଅଯୋଧ୍ୟା ରାମ ମନ୍ଦିର: ମକର ସଂକ୍ରାନ୍ତିରେ ହେବ ପ୍ରାଣ ପ୍ରତିଷ୍ଠା

ଅଯୋଧ୍ୟା : ମକର ସଂକ୍ରାନ୍ତି ଅବସରରେ ଅର୍ଥାତ ଆସନ୍ତା ବର୍ଷ ଜାନୁୟାରୀ ୧୪ ତାରିଖରେ ଉତ୍ତର ପ୍ରଦେଶର ଅଯୋଧ୍ୟାରେ ନିର୍ମିତ ରାମ ମନ୍ଦିରର ହେବ ପ୍ରାଣ ପ୍ରତିଷ୍ଠା। ଏହି ଉତ୍ସବ ୧୦ ଦିନ ପର୍ଯ୍ୟନ୍ତ ଖୁବ୍‌ ଜାକଜମକରେ ପାଳନ ହେବ ।…

ଦିନେ ଦୁଇ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର: ଓଡିଶା ଛୁଇଁବ ମୌସୁମୀ। ଆଗାମୀ ଦୁଇ ଦିନରେ ଓଡ଼ିଶା ଛୁଇଁବା ନେଇ ପୂର୍ବାନୁମାନ କରାଯାଉଛି। ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି। ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ସେ କହିଛନ୍ତି, ଦକ୍ଷିଣ ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ…