July 2023

ମଣିପୁରରେ ଆଂଶିକ ଭାବେ ଫେରିଲା ଇଣ୍ଟରନେଟ୍‌: ବ୍ରଡବ୍ୟାଣ୍ଡକୁ ମିଳିଲା ଅନୁମତି; ସାମାଜିକ ଗଣମାଧ୍ୟମକୁ ନା

ନୂଆଦିଲ୍ଲୀ: ମଣିପୁର ସରକାର ଜାତିଗତ ହିଂସା ପ୍ରଭାବିତ ରାଜ୍ୟରେ ଇଣ୍ଟରନେଟ୍‌ ସେବାକୁ ଆଂଶିକ ଭାବେ ପୁନରୁଦ୍ଧାର କରିଛନ୍ତି। ଉପତ୍ୟକା ବହୁଳ ମେଇତେଇ ସଂପ୍ରଦାୟ ଏବଂ ପାହାଡ ବହୁଳ କୁକି ଜନଜାତି ମଧ୍ୟରେ ଜାତିଗତ ସଂଘର୍ଷ ଆରମ୍ଭ ହେବା ପରେ ରାଜ୍ୟରେ ଇଣ୍ଟରନେଟ୍‌…

ଲଦାଖରେ ଶାନ୍ତି ରଖ, ସଂପର୍କ ସୁଧୁରିବ : ଚୀନର ନୂଆ ବିଦେଶମନ୍ତ୍ରୀଙ୍କୁ କହିଲେ ଡୋଭାଲ୍

ଜୋହାନ୍ସବର୍ଗ: ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଚୀନର ନବ ନିଯୁକ୍ତ ବିଦେଶ ମନ୍ତ୍ରୀ ଓ୍ବାଙ୍ଗ ୟିଙ୍କୁ ସାକ୍ଷାତ କରିଛନ୍ତି । ଭାରତ ଓ ଚୀନ୍ ମଧ୍ୟରେ ସମ୍ପର୍କ ସ୍ବାଭାବିକ କରିବାକୁ ହେଲେ ଲଦାଖ ଭଳି…

ପାକିସ୍ତାନ ଚାଲି ଯାଇଥିବା ଝିଅ ଅଞ୍ଜୁକୁ ନେଇ ବାପାଙ୍କ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ: ଭାରତର ରାଜସ୍ଥାନରୁ ପାକିସ୍ତାନ ଯାଇଥିବା ଅଞ୍ଜୁଙ୍କୁ ତାଙ୍କ ପ୍ରେମିକ ନସରୁଲ୍ଳା ବିବାହ କରିବାରକୁ ରାଜି ଥିବା କଥା ଗଣାମଧ୍ୟମରେ ପ୍ରକାଶ କରିଛନ୍ତି। ଖାଲି ସେତିକି ନୁହେଁ, ସେ ଅଞ୍ଜୁଙ୍କୁ ବିବାହ କରିବା ସହ ତାଙ୍କ ପିଲାମାନଙ୍କୁ ବି ଗ୍ରହଣ କରିବାକୁ…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ସଂଧ୍ୟା ୫ଟା ୫୯ ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ। ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବାକୁ ବିମାନନ୍ଦରରେ ପୂର୍ବରୁ ରାଜ୍ୟପାଳ…

୧କୋଟିର ‌ଲ୍ୟାଣ୍ଡ ରୋଭର ଡିଫେଣ୍ଡର ଚଳାଇଲେ ବାବା ରାମଦେବ, ଭାଇରାଲ ହେଲା ଭିଡିଓ

ନୂଆଦିଲ୍ଲୀ: ୧କୋଟିର ‌ଲ୍ୟାଣ୍ଡ ରୋଭର ଡିଫେଣ୍ଡର ଚଳାଇଲେ ବାବା ରାମଦେବ। ଭାଇରାଲ ହେଲା ଭିଡିଓ। ଯୋଗ ଗୁରୁ ବାବା ରାମଦେବ ଉତ୍ତରାଖଣ୍ଡର ହରିଦ୍ୱାରରେ ଏକ ଲ୍ୟାଣ୍ଡ ରୋଭର ଡିଫେଣ୍ଡର ୧୩୦ ଚଳାଉଥିବାର ନଜର ଆସିଛନ୍ତି। ଭାଇରାଲ ହେଉଥିବା ଭିଡିଓରେ ସେ ଏକ…

ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଗତକାଲିର ଲଘୁଚାପ କ୍ଷେତ୍ର ଆଜି (ମଙ୍ଗଳବାର) ଆହୁରି ଘନୀଭୂତ ହୋଇ ପଶ୍ଚିମ- କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆଗାମୀ ୨୪…

ବିଚ୍‌ ରାସ୍ତାରୁ ଯୁବତୀଙ୍କୁ କାରରେ ଉଠାଇ ନେଲେ ୫ ଦୁର୍ବୃତ୍ତ

କଟକ: ମଝି ରାସ୍ତାରୁ ଯୁବତୀଙ୍କୁ ଉଠାଇନେଲେ ୫ ଦୁର୍ବୃତ୍ତ। ଆଠଗଡ଼ ମଣ୍ଡଳୀ ରାସ୍ତା ଛତାବର ହୋଟେଲ ନିକଟରୁ ଜଣେ ଯୁବତୀଙ୍କୁ ୫ ଜଣ ଯୁବକ ଅପହରଣ କରିଥିବା ଅଭିଯୋଗ ହୋଇଛି। ମଙ୍ଗଳବାର ସକାଳୁ ଯୁବତୀ ଜଣଙ୍କ ସ୍କୁଟିରେ ଯାଉଥିବା ବେଳେ ଯୁବକମାନେ…

ନୋଇଡା : ବେଆଇନ ପାର୍କିଂରେ ପଶିଲା ବନ୍ୟାପାଣି, ବୁଡ଼ିଗଲା ଶହ ଶହ ଗାଡ଼ି

ନୋଇଡା : ପ୍ରବଳ ବର୍ଷା ଯୋଗୁଁ ହିଣ୍ଡନ୍ ନଦୀରେ ଏବେ ଏକ ବଡ଼ ଧରଣର ବନ୍ୟା ଆସିଛି । ଏହା ଫଳରେ ନୋଇଡାରର ଏକ ବଡ଼ ଅଂଚଳ ଜଳମଗ୍ନ ହୋଇଛି । ନୋଇଡାର ଗୌତମ ବୁଦ୍ଧ ନଗର ଚିଜାରାସୀ ଗ୍ରାମରୁ ମୋମନାଥଲ…

ପ୍ରଶ୍ନପତ୍ର ପ୍ରଘଟ ମାମଲା, ମାଷ୍ଟରମାଇଣ୍ଡକୁ ଖୋଜିବାକୁ ୨ ରାଜ୍ୟକୁ ଗଲା ପୋଲିସ ଟିମ୍

ବାଲେଶ୍ୱର: ରାଜ୍ୟ ବାହାରକୁ ଗଲା ୫ଟି ପୋଲିସ ଟିମ୍ । ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ ଦ୍ୱାରା ପରିଚାଳିତ ଜେଇ (ସିଭିଲ୍) ମେନ୍ ପ୍ରଶ୍ନପତ୍ର ପ୍ରଘଟ ମାମଲାର ମାଷ୍ଟରମାଇଣ୍ଡକୁ ଧରିବା ଲାଗି ଓଡ଼ିଶା ପୋଲିସର ୫ଟି ଟିମ୍ ୨ଟି ରାଜ୍ୟକୁ ଯାଇଛନ୍ତି ।…

ସ୍ୱଚ୍ଛ ସର୍ବେକ୍ଷଣ ତାଲିକାରେ ଭୁବନେଶ୍ୱରକୁ ଶୀର୍ଷରେ ରଖିବା ପାଇଁ ଅପିଲ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ୱଚ୍ଛ ସର୍ବେକ୍ଷଣ-୨୦୨୩ରେ ଭୁବନେଶ୍ୱର ସହର ଭାଗ ନେଇଛି । ଏହି ସର୍ବେକ୍ଷଣରେ ସମସ୍ତେ ସିଟିଜେନ ଫିଡବ୍ୟାକ ଦେଇ ଭୁବନେଶ୍ୱରକୁ ୧ ନମ୍ବର କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏକ ଭିଡିଓ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ସମସ୍ତ…