July 2023

ଓଡିଶା ସିଭିଲ ସର୍ଭିସ ୨୦୨୧ର ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ, ସେପ୍ଟେମ୍ବରରେ ପରବର୍ତ୍ତୀ ଶୁଣାଣି

କଟକ: ଓଡିଶା ସିଭିଲ ସର୍ଭିସ ୨୦୨୧ ର ଫଳ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ। ହାଇକୋର୍ଟଙ୍କ ବିନା ଅନୁମତିରେ ଫଳ ପ୍ରକାଶ ନକରିବାକୁ ନିର୍ଦ୍ଦେଶ। ଓଡ଼ିଶା ଲୋକସେବା ଆୟୋଗକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ଜଣେ ଦିବ୍ୟାଙ୍ଗ ପ୍ରାର୍ଥୀ ସତୀଶ କୁମାର ପାଣିଗ୍ରାହୀଙ୍କ…

ଇଂରେଜ ବି ଇଷ୍ଟ ଇଣ୍ଡିଆ ନାମ ନେଇ ଆସିଥିଲେ : ମୋଦି

ନୂଆଦିଲ୍ଲୀ : ସଂସଦର ମୌସୁମୀ ଅଧିବେଶନ ଚତୁର୍ଥ ଦିନରେ ବିପକ୍ଷଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଟାକ୍ଷ। ମଙ୍ଗଳବାର(ଜୁଲାଇ ୨୫) ବିରୋଧୀ ଦଳର ମିଳିତ ମଞ୍ଚ I.N.D.I.Aକୁ ଇଷ୍ଟ ଇଣ୍ଡିଆ କମ୍ପାନୀ ଏବଂ ଇଣ୍ଡିଆନ୍ ମୁଜାହିଦ୍ଦିନ ସହ ତୁଳନା କରି କଟାକ୍ଷ କରିଛନ୍ତି…

ରାଜ୍ୟରେ କମୁଛି ମୁଣ୍ଡପିଛା ଋଣବୋଝ: ଓଡିଶାର ଶୃଙ୍ଖଳିତ ବିତ୍ତୀୟ ପରିଚାଳନାକୁ କେନ୍ଦ୍ରର ପ୍ରଶଂସା

ଭୁବନେଶ୍ୱର: କମୁଛି ମୁଣ୍ଡପିଛା ଋଣବୋଝ । ଓଡିଶାର ଶୃଙ୍ଖଳିତ ବିତ୍ତୀୟ ପରିଚାଳନାକୁ କେନ୍ଦ୍ରର ସ୍ବୀକୃତି । ରାଜ୍ୟ ସରକାରଙ୍କ ଶୃଙ୍ଖଳିତ ବିତ୍ତୀୟ ପରିଚାଳନା ଲଗାତାର ଭାବେ ଜାତୀୟସ୍ତରରେ ଚର୍ଚ୍ଚିତ ହୋଇଛି । ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ହେଉଛି ମୁଣ୍ଡପିଛା ଋଣଭାର ହ୍ରାସ କ୍ଷେତ୍ରରେ…

ସାପ କାମୁଡାରେ ୪ଛାତ୍ରଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପ୍ରଶାସନ : ଯାଞ୍ଚ ହେବ ସମସ୍ତ ଶିକ୍ଷାନୁଷ୍ଠାନ ଓ ହଷ୍ଟେଲ ଭିତ୍ତିଭୂମି

କେନ୍ଦୁଝର: କେନ୍ଦୁଝରରେ ୭ଦିନ ମଧ୍ୟରେ ସାପ କାମୁଡାରେ ୪ଛାତ୍ରଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପ୍ରଶାସନ । ପ୍ରତି ତହସିଲଦାରଙ୍କ ନେତୃତ୍ୱରେ ଭିତ୍ତିଭୂମି ଯାଞ୍ଚ ପାଇଁ ଗଠନ ହେଲା ଟିମ୍ । ୨ଟି ଭିନ୍ନ ଭିନ୍ନ ଘଟଣାରେ ୪ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଓ…

ଆଇଆଇଟି, ଆଇଆଇଏମ୍‌ରେ ନପଢ଼ି ମଧ୍ୟ ଆମାଜନରେ ବାର୍ଷିକ ୧.୨୫ କୋଟି ଦରମାରେ ଚାକିରି ପାଇଲେ ଛାତ୍ର

ନୂଆଦିଲ୍ଲୀ : ଇଣ୍ଡିଆନ ଏଜୁକେସନାଲ୍ ଇନଷ୍ଟିଚ୍ୟୁସନ୍ସର ପ୍ରସିଦ୍ଧ ଆଇଆଇଟି, ଆଇଆଇଏମ୍ ଏବଂ ଏନଆଇଟି ପ୍ରାୟତଃ ପ୍ଲେସମେଣ୍ଟ ସମୟରେ ରେକର୍ଡ କରିଥାନ୍ତି। ଏହି ଶିକ୍ଷାନୁଷ୍ଠାନରୁ କିଛି ପିଲା କୋଟି କୋଟି ଟଙ୍କା ପ୍ୟାକେଜରେ ପ୍ଲେସମେଣ୍ଟ ପାଇଥାନ୍ତି, ଯାହାକୁ ନେଇ ସାରା ଦେଶ ଗର୍ବିତ…

ବିଜେପିର ‘ଡେଙ୍ଗୁ’ ପ୍ରତିବାଦ, ବିଏମସି ଅଫିସ୍ ସମ୍ମୁଖ ରାସ୍ତା ଉପରେ ମଶାରୀ ଟାଣିଲେ

ଭୁବନେଶ୍ୱର: ଡେଙ୍ଗୁ ଜରରେ କମ୍ପୁଛି ଭୁବନେଶ୍ୱର । ଗଲାଣି ୨ ଜୀବନ । ରାଜଧାନୀରେ ଡେଙ୍ଗୁ କାୟା ବିସ୍ତା କରି ଚାଲିଥିବା ବେଳେ ପ୍ରଶାସନର ଅପାରଗତାକୁ ନେଇ ପ୍ରତିବାଦ କରିଛି ବିଜେପି । ମଙ୍ଗଳବାର ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଥିଲେ,…

ଆଉ ୪ଟି ଗେଟ ଖୋଲିଲା ହୀରାକୁଦ, ମୋଟ୍‌ ୧୨ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି

ସମ୍ବଲପୁର : ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇଛି । ଫୁଲିଛି ମହାନଦୀ । ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌। ଏବେ ମୋଟ୍‌ ୧୨ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବାମ ପାର୍ଶ୍ୱର ୮ଟି ଓ…

ଋଣ ଆଦାୟ ବେଳେ ନିର୍ଦ୍ଦୟ ନ ହେବାକୁ ସବୁ ବ୍ୟାଙ୍କକୁ ନିର୍ଦ୍ଦେଶ ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ : ଲୋକଙ୍କ ଠାରୁ ଋଣ ବାବଦ ଅର୍ଥ ଆଦାୟ ବେଳେ ସମସ୍ତ ସରକାରୀ ଓ ଘରୋଇ ବ୍ୟାଙ୍କ ଗୁଡ଼ିକ ବେଶ ସମ୍ବେଦନଶୀଳ ବ୍ୟବହାର କରନ୍ତୁ। ସେମାନେ ଆଦୌ ନିର୍ଦ୍ଦୟ କିମ୍ବା କଠୋର ଆଚରଣ ପ୍ରଦର୍ଶନ କରନ୍ତୁ ନାହିଁ ବୋଲି ଖୋଦ…

ସାପ ନେଇଗଲା ଦୁଇ ପୁଅଙ୍କ ଜୀବନ

ଦେବଗଡ: ଖାଇପିଇ ରାତିରେ ଶୋଇବାକୁ ଯାଇଥିଲେ ଦୁଇଭାଇ । ହେଲେ କିଏ ଜାଣିଥିଲା ଏ ରାତି ତାଙ୍କ ଜୀବନର ଶେଷ ରାତି ଥିଲା ବୋଲି ? କେତେ ଦୁଃଖସୁଖ ହୋଇ ଶୋଇଥିବେ..ସକାଳ ପାଇଁ କେତେ କଥା ଭାବିଥିବେ..ହେଲେ ସକାଳକୁ ଆଉ କିଛି…

ଆମେରିକାର ସିଲିକନ୍ ଭ୍ୟାଲିରେ ପ୍ରତିଷ୍ଠା ହେବ ଗ୍ରାଣ୍ଡ ଶ୍ରୀଜଗନ୍ନାଥ ମନ୍ଦିର କମ୍ପ୍ଲେକ୍ସ

ଭୁବନେଶ୍ୱର: ଆମେରିକାର ସିଲିକନ୍ ଭ୍ୟାଲିରେ ପ୍ରତିଷ୍ଠା ହେବ ଶ୍ରୀଜଗନ୍ନାଥ ମନ୍ଦିର। ବିଦେଶରେ ଆହୁରି ପରିବ୍ୟାପ୍ତ ହେବ ଜଗନ୍ନାଥ ସଂସ୍କୃତି। ସିଲିକନ୍ ଭ୍ୟାଲିରେ ଗ୍ରାଣ୍ଡ ଜଗନ୍ନାଥ ମନ୍ଦିର କମ୍ପ୍ଲେକ୍ସ ଓ ସାଂସ୍କୃତିକ କେନ୍ଦ୍ରର ପ୍ରତିଷ୍ଠା କରାଯିବ। ବିଶ୍ୱର ଆଇଟି ହବ ଭାବେ ପରିଚିତ…