ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବ ‘ଇଣ୍ଡିଆ’!
ନୂଆଦିଲ୍ଲୀ : ମଣିପୁର ହିଂସା ଘଟଣାରେ ସରକାରଙ୍କୁ ଘେରୁଥିବା ବିରୋଧୀ ଏବେ ବଡ଼ ପଦକ୍ଷେପ ନେବାକୁ ଯୋଜନା କରିଛନ୍ତି। ସଂସଦର ମୌସୁମୀ ଅଧିବେଶନକୁ ୪ ଦିନ ପୂରିଥିଲେ ହେଁ ଏଯାଏ ଗୃହ କାର୍ଯ୍ୟ ମଣିପୁର ହିଂସା ପାଇଁ ଠପ ହୋଇ ରହିଛି।…
ନୂଆଦିଲ୍ଲୀ : ମଣିପୁର ହିଂସା ଘଟଣାରେ ସରକାରଙ୍କୁ ଘେରୁଥିବା ବିରୋଧୀ ଏବେ ବଡ଼ ପଦକ୍ଷେପ ନେବାକୁ ଯୋଜନା କରିଛନ୍ତି। ସଂସଦର ମୌସୁମୀ ଅଧିବେଶନକୁ ୪ ଦିନ ପୂରିଥିଲେ ହେଁ ଏଯାଏ ଗୃହ କାର୍ଯ୍ୟ ମଣିପୁର ହିଂସା ପାଇଁ ଠପ ହୋଇ ରହିଛି।…
ଯାଜପୁର : ବିଦ୍ୟାଳୟରେ ବିଧାୟକଙ୍କ ଜନ୍ମଦିନ ପାଳନ ଘଟଣା । ପ୍ରାଥମିକ ତଦନ୍ତ ଆରମ୍ଭ କଲେ ଧର୍ମଶାଳା ବ୍ଲକ ଶିକ୍ଷା ଅଧିକାରୀ । ସମ୍ପୃକ୍ତ ସ୍କୁଲ ଦାୟିତ୍ୱରେ ଥିବା ସିଆରସି ଓ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି…
ଭୁବନେଶ୍ୱର: ନୂଆ ରୂପ ପାଇବ ରାମେଶ୍ବର ମନ୍ଦିର। ଏବେ ମନ୍ଦିର ଚତୁର୍ପାର୍ଶ୍ବର ସୌନ୍ଦର୍ଯ୍ୟୀକରଣ ଚାଲିଛି। ଭାଙ୍ଗିପଡ଼ିଥିବା ଦଧିନଉତି ନୂଆ ତିଆରି ହେବ। ତେବେ ଦଧିନଉତିକୁ ରାଜସ୍ଥାନରୁ ଆସିବାକୁ ଥିବା ଖଣ୍ଡୋଲାଇଟ୍ ପଥରରେ ନିର୍ମାଣ କରାଯିବ। ଏଥର ଦଧିନଉତିର ଆକାର ବଡ଼ ହେବ…
ବ୍ରହ୍ମପୁର : ପାରିବାରିକ କଳହକୁ ନେଇ ନେଇ ବାପା, ମାଆ, ଭଉଣୀ ଓ ଭାଇ ବୋହୂକୁ ହାଣିଲା ପୁଅ । ପୋଲସରା, କବିସୂର୍ଯ୍ୟନଗର ଗୁଡ଼ିଆଳି ଗାଁରେ ଅଘଟଣ । ରାତିରେ ଶୋଥିବାବେଳେ ପରିବାରର ୪ଜଣଙ୍କୁ ଭୂଜାଲି ଧରି ହାଣିଲା ପୁଅ ।…
ବେଙ୍ଗାଲୁରୁ : ଜନତା ଦଳ ସେକ୍ୟୁଲାର (ଜେଡିଏସ୍) ଆସନ୍ତା ଲୋକସଭା ନିର୍ବାଚନ ଏକାକୀ ଲଢ଼ିବ। ଦଳ କାହା ସହ ମେଣ୍ଟ କରିବ ନାହିଁ ବୋଲି ଆଜି ଜେଡିଏସ୍ ସୁପ୍ରିମୋ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ଡି ଦେବଗୌଡ଼ା କହିଛନ୍ତି। କଂଗ୍ରେସ ଠାରୁ ଅଲଗା…
ଉଦଳା: ସାପ କାମୁଡ଼ାରେ ଗଲା ଶିଶୁ ପୁତ୍ରର ଜୀବନ। ଗୁରୁତର ଅବସ୍ଥାରେ ମା ମିନତୀ ମହାକୁଡ଼ଙ୍କୁ ବାରିପଦା ମେଡିକାଲରେ ଭର୍ତ୍ତି କରାଯାଇଛି। ଉଦଳା ଶରତ ଥାନା କଟୁରିଆ ଗାଁରେ ଏହି ଅଘଟଣ ଘଟିଛି। ଗତକାଲି ରାତିରେ ମିନତୀ ନିଜ ଦେଢ ବର୍ଷର…
ପ୍ରାଗ୍: ଦୁଇ ଥର ୱିମ୍ବଲଡନ୍ ଓପନ୍ ବିଜୟିନୀ ତଥା ଚେକ୍ ରିପବ୍ଲିକ୍ର ଟେନିସ୍ କୁଇନ୍ ପେଟ୍ରା କ୍ବିତୋଭା ଦୀର୍ଘ ଦିନର ପ୍ରେମୀ ତଥା ପ୍ରଶିକ୍ଷକ ଜିରି ଭାନେକଙ୍କୁ ଜୀବନ ସାଥୀ ଭାବେ ବାଛିଛନ୍ତି। ଚେକ୍ ରିପବ୍ଲିକ୍ର ରାଜଧାନୀ ପ୍ରାଗ୍ ଉପକଣ୍ଠରେ ଥିବା…
ନୂଆଦିଲ୍ଲୀ: ମଣିପୁରରେ ସୃଷ୍ଟି ହୋଇଥିବା ହିଂସା ଓ ବିପଜ୍ଜନକ ସ୍ଥିତି ବିରୋଧରେ ଆମ୍ ଆଦମୀ ପାର୍ଟି (ଆପ୍) ମଙ୍ଗଳବାର ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରିବ ବୋଲି ଦଳୀୟ ଅଧିକାରୀମାନେ କହିଛନ୍ତି। ଦିଲ୍ଲୀରେ ଏହି ବିକ୍ଷୋଭରେ ଜନ୍ତରମନ୍ତରରେ ଦଳର ଶୀର୍ଷ ନେତାମାନେ…
ତୁରା: ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ୍ ସାଙ୍ଗମାଙ୍କ କାର୍ଯ୍ୟାଳୟରେ ଆଜି ଉତ୍ତ୍ୟକ୍ତ ଜନତା ପଣି ଗଣ୍ଡଗୋଳ କରିଛନ୍ତି। ବହୁସଂଖ୍ୟକ ଲୋକଙ୍କ ଦ୍ୱାରା ହୋଇଥିବା ଆକ୍ରମଣରେ ମୁଖ୍ୟମନ୍ତ୍ରୀ କନରାଡ୍ ସାଙ୍ଗମାଙ୍କ କାର୍ଯ୍ୟାଳୟର ୫ ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି। ତେବେ, ମୁଖ୍ୟମନ୍ତ୍ରୀ ସାଙ୍ଗମା ସୁରକ୍ଷିତ…
ଇସ୍ଲାମ୍ବାଦ୍: ପ୍ରେମ ପାଇଁ ଭାରତରେ ନିଜ ସ୍ବାମୀ ଓ ଛୁଆଙ୍କୁ ଛାଡ଼ି ପାକିସ୍ତାନ ଯାଇଥିବା ଅଞ୍ଜୁଙ୍କ ଚର୍ଚ୍ଚା ଏବେ ଚାରିଅାଡ଼େ ହେଉଛି। ତାଙ୍କୁ ନେଇ ନୂଆ ନୂଆ କଥା ସବୁ ଶୁଣିବାକୁ ମିଳୁଛି। ଭାରତରୁ ଅଞ୍ଜୁ ନିଜ ପ୍ରେମିକ ନାସରୁଲ୍ଲାଙ୍କୁ ଭେଟିବା…