୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ଵର: ଆସନ୍ତାକାଲି ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶ୍ରୀମତୀ ମୁର୍ମୁ ନୂଆ ଦିଲ୍ଲୀରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରେ ମହାମହିମଙ୍କୁ ଗାର୍ଡଅଫ ଅନର ପ୍ରଦାନ କରାଯିବ । ପରେ ସେଠାରୁ…
