ପୁଣି ବିପଦ ସଙ୍କେତ ଡେଇଁଲା ଯମୁନା, ଦିଲ୍ଲୀକୁ ବିପଦ

ନୂଆଦିଲ୍ଲୀ: ପୁଣିଥରେ ଯମୁନା ନଦୀର ଜଳସ୍ତର ବିପଦ ସଙ୍କେତ ଅତିକ୍ରମ କରିଛି। ହରିଆଣାର ହାତନିଖୁଣ୍ଡ ବ୍ୟାରେଜରୁ ବନ୍ୟା ଜଳ ଛଡ଼ା ଯିବା ପରେ ଯମୁନା ଫୁଲିବା ଆରମ୍ଭ ହୋଇଛି। ଆଜି ଅପରାହ୍ନ ୩ଟା ସୁଦ୍ଧା ଯମୁନା ନଦୀର ଜଳସ୍ତର ୨୦୬.୨୬ ମିଟର…

ସାମ୍ନାକୁ ଆସିଲା ସୀମା ଓ ବସ ମ୍ୟାନେଜରଙ୍କ ହ୍ବାଟସ ଆପ ଚାଟ

ନୂଆଦିଲ୍ଲୀ: ପାକିସ୍ତାନୀ ନାଗରିକ ସୀମା ହାଇଦର ଓ ସଚିନ ମିନାଙ୍କୁ ନେଇ ପ୍ରତିଦିନ ବିଭିନ୍ନ ପ୍ରକାର ଖବର ସାମ୍ନାକୁ ଆସୁଛି। ଏହି କ୍ରମରେ ଦେଖିବାକୁ ଗଲେ ପାକିସ୍ତାନରୁ ନେପାଳ ଆସିବା ସମୟରେ ତାଙ୍କୁ ଜଣେ ପାକିସ୍ତାନୀ ଟ୍ରାଭେଲ ଏଜେନ୍ସି ସାହାଯ୍ୟ କରିଥିଲେ…

ମୁଖ୍ୟମନ୍ତ୍ରୀ ପ୍ରାୟୋଜିତ ପୁରସ୍କାର ଗ୍ରହଣ କରି ପ୍ରଚାର କରୁଛନ୍ତି, କାର୍ଯ୍ୟରେ ନୁହେଁ: ସମୀର ମହାନ୍ତି

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ କେବଳ ନିଜ ପ୍ରାୟୋଜିତ ପୁରସ୍କାର ଗ୍ରହଣ କରି ନିଜକୁ ପ୍ରମାଣିତ କରନ୍ତି, କାର୍ଯ୍ୟରେ ନୁହେଁ। ପ୍ରାୟୋଜିତ ପୁରସ୍କାର ଗ୍ରହଣ କରିବାର ରେକର୍ଡ ସୃଷ୍ଟି କରିଛନ୍ତି। ତାଙ୍କ ଶାସନ କାଳରେ ଯଦି କିଛି ରେକର୍ଡ ସୃଷ୍ଟି ହୁଏ, ତାହା ହେଉଛି…

ଜୋର ଧରିଲା ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ଦାବି

ପୁରୀ: ଜୋର ଧରିଲା ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ଦାବି। ସ୍ଥାନୀୟ ବାସିନ୍ଦାଙ୍କ ପାଇଁ ତୁରନ୍ତ ଶ୍ରୀମନ୍ଦିରର ଅନ୍ୟୁନ ଗୋଟିଏ ଦ୍ୱାର ଖୋଲିବାକୁ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦାବି କରିଛନ୍ତି । ଏନେଇ ପୁରୀ ପ୍ରଶାସନକୁ ଅନୁରୋଧ କରିଛନ୍ତି…

ମୁମ୍ବାଇ ପୁଲିସ୍କୁ ଧମକ ପୂର୍ଣ୍ଣ ଟେଲିଫୋନ : ଆରଡିଏକ୍ସ ଭର୍ତ୍ତି ଟ୍ୟାଙ୍କର ନେଇ ଗୋଆ ଯାଉଛନ୍ତି ୨ପାକିସ୍ତାନୀ

ମୁମ୍ବାଇ: ଆରଡିଏକ୍ସ ଭର୍ତ୍ତି ଟ୍ୟାଙ୍କର ନେଇ ଗୋଆ ଯାଉଛନ୍ତି ୨ପାକିସ୍ତାନୀ। ଆଜି ମୁମ୍ବାଇ ପୁଲିସ ପାଖକୁ ଏଭଳି ଥ୍ରେଟ୍ କଲ୍ ଆସିଥିବା ଜଣାପଡ଼ିଛି। କଲ୍ କରିଥିବା ବ୍ୟକ୍ତି ପୁଲିସକୁ କହିଛନ୍ତି ଯେ, ୨ଜଣ ପାକିସ୍ତାନୀ ନାଗରିକ ଆରଡିଏକ୍ସ ଭର୍ତ୍ତି ଟ୍ୟାଙ୍କର ନେଇ…

ବନ୍ଦ ଘରୁ ଡାକ୍ତରଙ୍କ ମୃତଦେହ ଉଦ୍ଧାର

କଟକ: କଟକ ଚାଉଳିଆଗଞ୍ଜରେ ଡାକ୍ତରଙ୍କ ମୃତଦେହ ଉଦ୍ଧାର । ବନ୍ଦ ଘରୁ ଡାକ୍ତର ଭେଙ୍କଟେଶ୍ୱର ରାଓଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେ ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟ ସେବା କେନ୍ଦ୍ରର ଡାକ୍ତର । ତେବେ ୪ ବର୍ଷ ହେବା ଭଡା ଘରେ…

ଶ୍ରୀନଗରରେ ଧାରୁଆ ଅସ୍ତ୍ର ବିକ୍ରି ନିଷିଦ୍ଧ

ଶ୍ରୀନଗର : ଶ୍ରୀନଗରରେ ଆଜିକାଲି ଛୁରାମାଡ଼ ଘଟଣା ବୃଦ୍ଧି ପାଉଥିବାରୁ କର୍ତ୍ତୃପକ୍ଷ ଶୁକ୍ରବାର କୌଣସି ପ୍ରକାର ଧାରୁଆ ଅସ୍ତ୍ରର କିଣାବିକା ଓ ସର୍ବସାଧାରଣ ସ୍ଥାନକୁ ନେବା ଉପରେ ନିଷେଧାଦେଶ ଜାରି କରିଛନ୍ତି। ଶ୍ରୀନଗର ଜିଲ୍ଲା ମାଜିଷ୍ଟ୍ରେଟ୍ ମହମ୍ମଦ ଆଇଜାଜ ଆସାଦ ଏହି…

କଂଗ୍ରେସରେ ମିଶିଲେ ଚାରି ପୂର୍ବତନ ପ୍ରଶାସନିକ ଅଧିକାରୀ

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପୂର୍ବରୁ ବଳ ଯୋଗଡୁଛି କଂଗ୍ରେସ । ଆଜି କଂଗ୍ରେସରେ ସାମିଲ ହୋଇଛନ୍ତି ଚାରି ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ । ସେମାନେ ହେଲେ ଅବସରପ୍ରାପ୍ତ ପୂର୍ବତନ ଆଇଏଏସ୍ ଅଧିକାରୀ ପଞ୍ଚାନନ ଦାଶ ଏବଂ ବିଶ୍ୱନାଥ ଆଚାର‌୍ୟ୍ୟ, ପୂର୍ବତନ ଓଏଏସ୍…

ଯଦି ଦଳ ଜିତେ, ତେବେ ମୁଖ୍ୟମନ୍ତ୍ରୀ ପଦ ପାଇଁ ବଘେଲଙ୍କ ନାମ ପ୍ରଥମେ ବିବେଚନା କରାଯିବ: ଟି.ଏସ୍ ସିଂହଦେଓ

ନୂଆଦିଲ୍ଲୀ: ଚଳିତ ବର୍ଷ ଛତିଶଗଡରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ କଂଗ୍ରେସ-ବିଜେପି ଏବେଠାରୁ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଛି। ଏଥି ସହ ଉପମୁଖ୍ୟମନ୍ତ୍ରୀ ଟି.ଏସ୍ ସିଂହଦେଓ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ଭୂପେଶ…

ହୀରାକୁଦରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟା ଜଳ, ୫ଟି ଗେଟ୍‌ ଦେଇ ୨୫ ହଜାର କ୍ୟୁସେକ୍‌ ଜଳ ନିଷ୍କାସିତ

ସମ୍ବଲପୁର: ହୀରାକୁଦରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟା ଜଳ । ୫ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ପୂଜାର୍ଚ୍ଚନା ପରେ ପ୍ରଥମେ ୭ନଂ ଗେଟ୍‌ ଦେଇ ଛଡ଼ା ଯାଇଥିଲା ବନ୍ୟାଜଳ। ଏହାପରେ ପର୍ଯ୍ୟାୟକ୍ରମେ ଆଉ ୪ଟି ଗେଟ୍‌ ଖୋଲାଯାଇଛି। ବାମ…