ଦୁଇ ଭାଇଙ୍କୁ କରାଯାଇନାହିଁ ଅପହରଣ,ଟେକି ନେଇଛି କର୍ଣ୍ଣାଟକ ପୁଲିସ

ବନ୍ଧୁକ ମୁନରେ ୨ ଭାଇଙ୍କୁ ଅପହରଣ କରିବା ଅଭିଯୋଗରେ ଆସିଛି ନୂଆ ଟ୍ୱିଷ୍ଟ। ଦୁଇ ଭାଇଙ୍କୁ ଅପହରଣ କରାଯାଇନାହିଁ। ବରଂ ଏକ ମାମଲାରେ ଉଠାଇ ନେଇଛି କର୍ଣ୍ଣାଟକ ପୁଲିସ। ଦୁଇ ଭାଇଙ୍କୁ ବିଶାଖାପାଟଣାର ଏକ ହୋଟେଲରେ ରଖାଯାଇଛି ବୋଲି ଗଞ୍ଜାମ ଏସ୍‌ପି…

ଥାନାରୁ ଫେରାର ଅଭିଯୁକ୍ତଙ୍କ ମୃତଦେହ ମହାନଦୀରୁ ଉଦ୍ଧାର

କଟକ:  କଟକ କ୍ୟାଣ୍ଟନମେଣ୍ଟ ଥାନାରୁ ଗତକାଲି ଭୋରୁ ଚମ୍ପଟ ମାରିଥିବା ଶଙ୍କର୍ଷଣ ବେହେରା ଓରଫ ବବୁଲୁଙ୍କ ମୃତଦେହ ଆଜି ମହାନଦୀରୁ ଉଦ୍ଧାର ହୋଇଛି। ପୁଲିସ୍‌ର ଅତ୍ୟଧିକ ଶାରୀରିକ ଓ ମାନସିକ ନିର୍ଯାତନା ସହି ନ ପାରି ବବୁଲୁ ଜୀବନ ବିକଳରେ ମହାନଦୀରେ…

ଜବରଦଖଲ ହଟାଇବାକୁ ଦିଲ୍ଲୀର ଦୁଇ ପ୍ରତିଷ୍ଠିତ ମସଜିଦକୁ ନୋଟିସ୍

ଜବରଦଖଲ ହଟାଇବା ପାଇଁ ଦିଲ୍ଲୀର ଦୁଇ ପ୍ରତିଷ୍ଠିତ ମସଜିଦକୁ ନୋଟିସ୍। ଉତ୍ତର ରେଲୱେ ପ୍ରଶାସନ ଏହି ନୋଟିସ୍ ଜାରି କରିଛି। ଦିଲ୍ଲୀର ଦୁଇଟି ପ୍ରତିଷ୍ଠିତ ମସଜିଦ- ବଙ୍ଗାଳୀ ମାର୍କେଟ ମସଜିଦ ଏବଂ ବାବର ଶାହା ଟକିୟା ମସଜିଦକୁ 15 ଦିନ ମଧ୍ୟରେ ଜବରଦଖଲ…

ସେପ୍ଟେମ୍ବରରୁ ଭୁବନେଶ୍ବରରେ ଆରମ୍ଭ ହେବ ଏୟାର କାର୍ଗୋ ସେବା

ଭୁବନେଶ୍ବର : ଚଳିତ ବର୍ଷ ସେପ୍ଟେମ୍ବର ସୁଦ୍ଧା ଭୁବନେଶ୍ବର ବିମାନବନ୍ଦରରୁ ଏୟାର କାର୍ଗୋ ସେବା ଆରମ୍ଭ ହେବ। ସେଥିପାଇଁ ବିମାନବନ୍ଦରରେ ଭିତ୍ତିଭୂମି ବିକାଶ କାର୍ଯ୍ୟ ଜୋର୍‌ସୋରରେ ଆଗେଇ ଚାଲିଛି। ଖୁବ୍‌ଶୀଘ୍ର କାର୍ଯ୍ୟ ଶେଷ ହେବ। ଏହାପରେ ବ୍ୟୁରୋ ଅଫ୍‌ ସିଭିଲ୍ ଆଭିଏସନ୍‌ର…

ପାରିବାରିକ କଳହରୁ ନିର୍ମମ ହତ୍ୟା, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ

ବୌଦ୍ଧ: ପାରିବାରିକ କଳହରୁ ନିର୍ମମ ହତ୍ୟା । ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଗଣ୍ଡାପାଜୁ ଗାଁରେ ଅଭାବନୀୟ ଘଟଣା । ମୃତକ ଦୁଲ୍ଲଭା ନାଏକ । ସ୍ତ୍ରୀକୁ ହତ୍ୟା ପରେ ଅଭିଯୁକ୍ତ ସ୍ୱାମୀ…

୩ କଲରାପତରିଆ ଛାଲ ଓ ୩ ହରିଣ ଛାଲ ଜବତ, ଜଣଙ୍କୁ ଗିରଫ କଲା ଏସଟିଏଫ୍

କଳାହାଣ୍ଡି: କଲରାପତରିଆ ବାଘ ଛାଲ ଡ଼ିଲ ବେଳେ ମାଡିବସିଲା ଏସଟିଏଫ | ଗତକାଲି ସନ୍ଧ୍ୟାରେ କଳାହାଣ୍ଡି ଏମ୍ ରାମପୁର-ନର୍ଲାର ଶ୍ରୀପଲ୍ଲୀ ଛକରେ ଏସଟିଏଫ୍ ଚଢାଉ କରି ଖଗେଶ୍ୱର ପୁଟେଲ ନାମକ ବ୍ୟକ୍ତିଙ୍କୁ ଗିରଫ କରିଛି । ସମ୍ପୁକ୍ତ ବ୍ୟକ୍ତିଙ୍କ ପାଖରୁ ୩ଟି…

ପଶ୍ଚିମବଙ୍ଗରେ ମଣିପୁର ଘଟଣା, ଦୁଇ ଜଣ ମହିଳା ଅର୍ଦ୍ଧନଗ୍ନ ଅବସ୍ତାରେ ରାସ୍ତାରେ ଦୌଡୁଥିବାର ଭିଡିଓ ଭାଇରାଲ୍

ଦିନକୁ ଦିନ ଦୋହଲି ଯାଉଛି ଦେଶର ସୁରକ୍ଷା ବ୍ୟବସ୍ଥା। ନାରୀ ସୁରକ୍ଷାକୁ ନେଇ ସୃଷ୍ଟି ହୋଇଛି ଏକ ବିରାଟ ପ୍ରଶ୍ନବାଚୀ। ମଣିପୁର ଭଳି ପଶ୍ଚିମବଙ୍ଗରେ ବି ନାରୀ ନିର୍ଯାତନାର ପାଶବୀୟ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ଦୁଇ ଜଣ ମହିଳା ଅର୍ଦ୍ଧନଗ୍ନ…

ପୁଣି ୱାଗନ୍ ଛାଡ଼ି ପଳାଇଲା ମାଲବାହୀ ଇଞ୍ଜିନ୍

ବାଲେଶ୍ୱର: ଏକ କୋଇଲା ବୋଝେଇ ମାଲବାହୀ ଗାଡ଼ିର ଇଞ୍ଜିନ୍ ୱାଗନକୁ ଛାଡ଼ି ପଳାଇଛି । ସପ୍ତାହକ ମଧ୍ୟରେ ଏଭଳି ଦ୍ୱିତୀୟ ଘଟଣା ଦେଖିବାକୁ ମିଳିଛି । ବାଲେଶ୍ୱର ଜିଲ୍ଲା ସୋର ରେଲୱେ ଷ୍ଟେସନରେ ଏକ କୋଇଲା ବୋଝେଇ ମାଲବାହୀ ଗାଡ଼଼ି ୱାଗନକୁ ଛାଡ଼ି…

ପ୍ରଧାନମନ୍ତ୍ରୀ ରୋଜଗାର ମେଳା, ୭୦ ହଜାର ଯୁବପିଢିଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପ୍ରାୟତଃ ୭୦,୦୦୦ ଯୁବକଙ୍କୁ ଭିଡିଓ କନଫରେନ୍ସିଙ୍ଗ ଜରିଆରେ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଏହି ଅବସରରେ ମୋଦି ସମସ୍ତ ନୂଆ ସରକାରୀ ଚାକିରି ପାଇଥିବା ଲୋକଙ୍କୁ ସମ୍ବୋଧନ ମଧ୍ୟ କରିଛନ୍ତି । ରୋଜଗାର ମେଳା…

ଗଞ୍ଜେଇ ଜବତ କରିବାକୁ ଯାଇ ଖଣ୍ଡାଚୋଟ ଖାଇଲେ ଅବକାରୀ ଅଧିକାରୀ

କୋରାପୁଟ: ଗଞ୍ଜେଇ ମାଫିଆଙ୍କୁ ଧରିବାକୁ ଜାଲ ବିଛାଇଥିଲା ଅବକାରୀ ବିଭାଗ । ହେଲେ ସେହି ଜାଲରେ ପଡ଼ିଗଲେ ଖୋଦ୍ ଅବକାରୀ ଅଧିକାରୀ । ଗଞ୍ଜେଇ ମାଫିଆଙ୍କ ଆକ୍ରମଣରେ ଗୁରୁତର ହେଲେ ଅବକାରୀ ବିଭାଗ ଆଇଆଇସି ଦୁର୍ବଦଳ ବିଶ୍ୱାଳ ଓ କନେଷ୍ଟବଳ ମେଘନାଦ…