ବନ୍ଧୁକ ମୁନରେ ଅପହରଣ: ଦୁଇ ଭାଇଙ୍କୁ ଉଠାଇ ନେଲେ ଦୁର୍ବୃତ୍ତ

ଗଞ୍ଜାମ: ବନ୍ଧୁକ ମୁନରେ ୨ ଭାଇଙ୍କୁ ଅପହରଣ । ଛତ୍ରପୁର ପୁଇଁତୋଳା ଜାତୀୟ ରାଜପଥ ନିକଟରେ ଘଟିଛି ଏପରି ଘଟଣା । ଦୁଇ ଭାଇ ଦୋକାନରେ ଥିବା ବେଳେ ହଠାତ ଦୁଇଟି କାରରେ କିଛି ଦୁର୍ବୃତ୍ତ ଆସି ଦୁଇ ଭାଇଙ୍କୁ ଧମକ…

ପୁଣି ମଣିପୁରରେ ହିଂସା, ଟାୟାର ଜାଳି ବିକ୍ଷୋଭ

ଥମିବାର ନାଁ ନେଉନି ମଣିପୁର ହିଂସା। ଆଜି ପୁଣି ଇମ୍ଫାଲରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ମହିଳା। ଘାରୀ ଅଞ୍ଚଳରେ ଏକ ମୁଖ୍ୟ ରାସ୍ତାର ଉଭୟ ପାର୍ଶ୍ୱକୁ ଅବରୋଧ କରିଛନ୍ତି ଆନ୍ଦୋଳନକାରୀ। ରାସ୍ତାରେ ଟାୟାର୍ ଜାଳି ବିକ୍ଷୋବ ପ୍ରଦର୍ଶନ କରାଯାଉଥିବା ଦେଖିବାକୁ ମିଳିଛି। ମଣିପୁର…

ଜ୍ୟୋତି ବସୁଙ୍କ ରେକର୍ଡ ସମକକ୍ଷ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଉ ଏକ ରେକର୍ଡ। ସେବା ଓ ସମର୍ପଣର ୨୫ ବର୍ଷ ପୂର୍ଣ୍ଣ କରିଥିବା ମୁଖ୍ୟମନ୍ତ୍ରୀ ଭାବରେ ନବୀନ ପଟ୍ଟନାୟକ ଏବେ ଏକ ନୂଆ ରେକର୍ଡ଼ର ଅଧିକାରୀ ହୋଇଛନ୍ତି। ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ…

ଦିବ୍ୟାଙ୍ଗ ଅଶୀଚାଳନା ଖେଳାଳି ମଧୁସ୍ମିତାଙ୍କୁ ୩.୭ ଲକ୍ଷ ଟଙ୍କାର କ୍ରୀଡ଼ା ସାମଗ୍ରୀ ଉପହାର ଦେଲେ ଦିବ୍ୟାଙ୍ଗ ତାନୟା

ଭୁବନେଶ୍ୱର: ଜଣେ ଦିବ୍ୟାଙ୍ଗକୁ ସହାୟତାର ହାତ ବଢ଼ାଇଛନ୍ତି ଆଉ ଜଣେ ଦିବ୍ୟାଙ୍ଗ। ମାନସିକ ଦିବ୍ୟାଙ୍ଗ ଲୀଲା ତାନୟା ଚୌଧୁରୀ ନିଜର ବଦାନ୍ୟତା ବଳରେ ସମସ୍ତଙ୍କ ହୃଦୟ ଜିଣିଛନ୍ତି । ସେ ଦିବ୍ୟାଙ୍ଗ ଅଶୀଚାଳନା ଖେଳାଳି ମଧୁସ୍ମିତା ସାହୁଙ୍କ ଅସୁବିଧା ଦୂର କରିବା…

ଓଡ଼ିଶାରୁ ଏଫସିଆଇର ଚାଉଳ ସଂଗ୍ରହ ସମ୍ପର୍କରେ ତଥ୍ୟ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର: ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ) ୨୦୨୨-୨୩ ଖରିଫ ବିପଣନ ଋତୁରେ ୧୩ ଜୁଲାଇ, ୨୦୨୩ ସୁଦ୍ଧା ଓଡ଼ିଶାରୁ ୧୩ ଲକ୍ଷ ୫୩ ହଜାର ୨୩୯ ମେଟ୍ରିକ୍‌ ଟନ୍‌ ଚାଉଳ ସଂଗ୍ରହ କରିଥିବା କେନ୍ଦ୍ର ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ…

ଝାଉଁ ନଦୀରୁ ମୃତଦେହ ଉଦ୍ଧାର

ରେଙ୍ଗାଲିକ୍ୟାମ୍ପ : ଅତାବିରା ବ୍ଲକ ଅନ୍ତର୍ଗତ ଟୋପ ପଞ୍ଚାୟତ ଅଧିନରେ ଥିବା ଖଲିଆପାଲି ଆନ୍ଧ୍ର ପଡ଼ାର କରି ଭେଙ୍କଟ ରେଡ୍ଡୀ (୪୪) ଙ୍କ ମୃତଦେହ ସନ୍ଧ୍ୟାରେ ଅଗ୍ନିଶମ ବିଭାଗ ଉଦ୍ଧାର କରିଛି। ଘଟଣା ସୂତ୍ରରୁ ଜଣା ପଡ଼ିଛି, ଖଲିଆପାଲି ଆନ୍ଧ୍ର ପଡ଼ାର…

ବେଆଇନ ବାଣ ତିଆରି କାରଖାନାରେ ପୁଲିସର ଚଢଉ

କଣ୍ଟାବାଞ୍ଜି : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅଧିନସ୍ଥ ବୁରୋମାଲ ପଂଚାୟତ ଅଧିନସ୍ଥ ପଖନମୁଣ୍ଡା ଗାଁରେ ଜିଲ୍ଲା ପୁଲିସ ଦ୍ୱାରା ବେଆଇନ ବାଣ ତିଆରି କାରଖାନାରେ ଚଢଉ କରିଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ ବେଆଇନ ବାଣ ତିଆରିକୁ ନେଇ ବଲାଙ୍ଗିର…

ସିଂହବାହିନୀ ବସକୁ ୪ ଲକ୍ଷ ୯୮ ହଜାର ଜରିମନା

ତାଳଚେର: ଘରୋଇ ବସବୁ ୪ ଲକ୍ଷ ୯୮ ହଜାର ଜରିମନା । ଦୀର୍ଘଦିନ ଧରି ବିନା ପରମିଟ୍ ନ ଥାଇ ଗାଡ଼ି ଚଳାଇବା ଓ ଟ୍ୟାକ୍ସ ଖିଲାପ କରି ଗାଡ଼ି ଚଳାଇବା ଆଦି ନିୟମ ଉଲ୍ଲଂଘନ ଅଭିଯୋଗରେ ଏହି ଜରିମାନା କରିଛନ୍ତି…

ଦଳ ବିରୋଧୀ ମନ୍ତବ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ ଚିରଞ୍ଜୀବଙ୍କ ସମର୍ଥକ

ଭୁବନେଶ୍ୱର: କଂଗ୍ରେସରୁ ବହିଷ୍କୃତ ହେଲେ ପିସିସି ସାଧାରଣ ସମ୍ପାଦକ ନାରାୟଣ ଜେନା। ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ କଂଗ୍ରେସ ତାଙ୍କୁ ବହିଷ୍କାର କରିଛି। ଆଜି ଶୃଙ୍ଖଳା କମିଟିର ବୈଠକ ବସିଥିଲା। ଏହି ବୈଠକର ଅଧ୍ୟକ୍ଷ ଏବଂ ଅନ୍ୟ ସଦସ୍ୟଙ୍କ ଉପସ୍ଥିତିରେ ନାରାୟଣ…

ଜୋହାନ୍ସବର୍ଗରେ ଫୁଟିଲା ରାସ୍ତା, ପବନରେ ଉଡିଲା ଗାଡି ; ୯ ଜଣ ଗୁରୁତର

ପ୍ରକୃତି ଯେତିକି ସୁନ୍ଦର, ସେତିକି ଭୟଙ୍କର ମଧ୍ୟ । ପ୍ରକୃତିର ତାଣ୍ଡବ ବିଷୟରେ ଅନୁମାନ କରିବା ଅସମ୍ଭବ । ସୋସିଆଲ ମିଡିଆରେ ଏମିତି କେତେକ ଭିଡିଓ ନିଶ୍ଚିତ ଦେଖିଥିବେ । କିନ୍ତୁ ସାଉଥ ଆଫ୍ରିକାର ଜୋହାନ୍ସବର୍ଗରେ ଏମିତି ଏକ ଭିଡିଓ ରେକର୍ଡ…