କର୍ଣ୍ଣାଟକରୁ ରାଜ୍ୟସଭାକୁ ଯିବେ ସୋନିଆ
ନୂଆଦିଲ୍ଲୀ : ସମ୍ପ୍ରତି ଲୋକସଭା ସଦସ୍ୟା ଥିବା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆଗକୁ ପ୍ରତ୍ୟକ୍ଷ ନିର୍ବାଚନ ନ ଲଢ଼ି ରାଜ୍ୟସଭାକୁ ଯାଇପାରନ୍ତି । ସୋନିଆ ଯଦି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଅନୁରୋଧ ରକ୍ଷା କରନ୍ତି; ତେବେ ଏହା ସମ୍ଭବ ହେବ।…
ନୂଆଦିଲ୍ଲୀ : ସମ୍ପ୍ରତି ଲୋକସଭା ସଦସ୍ୟା ଥିବା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଆଗକୁ ପ୍ରତ୍ୟକ୍ଷ ନିର୍ବାଚନ ନ ଲଢ଼ି ରାଜ୍ୟସଭାକୁ ଯାଇପାରନ୍ତି । ସୋନିଆ ଯଦି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟାଙ୍କ ଅନୁରୋଧ ରକ୍ଷା କରନ୍ତି; ତେବେ ଏହା ସମ୍ଭବ ହେବ।…
ମଣିପୁର ଘଟଣା ସମଗ୍ର ଦେଶକୁ ବିଚଳିତ କରିଛି । ମଣିପୁରରେ ୨ଜଣ ମହିଳାଙ୍କୁ ଉଲଗ୍ନ କରାଇ ରାସ୍ତାରେ ଚଲାଇବା ଘଟଣାରେ ସମ୍ପୃକ୍ତ ଥିବା ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ପୋଲିସ କହିଛି । ଗତକାଲି ୪ ଜଣଙ୍କୁ ଗିରଫ କରାଯାଇ…
ମହାରାଷ୍ଟ୍ର ରାୟଗଡ଼ ଭୂସ୍ଖଳନ ମୃତ୍ୟୁ ସଂଖ୍ୟା ୨୨ରେ ପହଞ୍ଚିଲା । ମାଟି ତଳୁ ଆଉ ୬ ମୃତହେଦ ଉଦ୍ଧାର କରିଛନ୍ତି ଏନଡିଆରଏଫ ଟିମ। ଆଜି ରାତିରେ ସର୍ଚ୍ଚ ଅପରେସନ୍ ବନ୍ଦ ରଖାଯାଇଛି। ଆସନ୍ତାକାଲି ସକାଳେ ପୁଣି ଆରମ୍ଭ ହେବ। ଗତକାଲି ଠାରୁ…
ଦୁଇ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ନେବା ଭିଡିଓ ଭାଇରାଲ ହେବା ପରେ ପୁଣି ଥରେ ଅଶାନ୍ତ ହୋଇ ଉଠିଛି ମଣିପୁର । ରାଜ୍ୟ ସାରା ଲୋକେ ରାସ୍ତାକୁ ଓହ୍ଲାଇ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ଏବେ ପୁଣି…
ପୁଣି ଚର୍ଚ୍ଚାରେ ଚୀନ । ଏଥର ଚୀନ ବୈଦେଶିକ ମନ୍ତ୍ରୀ ନିଖୋଜକୁ ନେଇ। ତିନି ସପ୍ତାହ ଧରି ନିଖୋଜ ଅଛନ୍ତି କିନ୍ ଗାଙ୍ଗ। ଶେଷଥର ପାଇଁ ଜୁନ ୨୫ ତାରିଖରେ ତାଙ୍କୁ ଦେଖାଯାଇଥିବା ନେଇ ବିଦେଶ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।…
ନୂଆଦିଲ୍ଲୀ : ଆସନ୍ତା ଅଗଷ୍ଟ ୧୨ ତାରିଖରେ ଭାରତୀୟ ରେସଲିଂ ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ମହାସଂଘ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି । ତେବେ ଏହି ନିର୍ବାଚନ ପ୍ରକ୍ରିୟାରେ ମତଦାନରୁ ମହାରାଷ୍ଟ୍ର ବଞ୍ଚିତ ହେବ ବୋଲି…
ହରଦୋଇ: ଉତ୍ତର ପ୍ରଦେଶର ହରଦୋଇ ଜିଲ୍ଲାର ମଦ୍ରାସାଗୁଡ଼ିକରେ ପଢ଼ୁଥିବା ଛାତ୍ରଙ୍କ ନାମାଙ୍କନ ସହିତ ଆଧାର ବାଧ୍ୟତାମୂଳକ କରାଯିବା ପରେ ମଦ୍ରାସାରେ ଜାଲିଆତିର ପର୍ଦ୍ଦାଫାସ୍ ହୋଇଛି । ଆଧାର ଅନିବାର୍ଯ୍ୟ ହେବାପରେ ଗତବର୍ଷ ସୁଦ୍ଧା ଜିଲ୍ଲାର ମଦ୍ରାସାଗୁଡ଼ିକରେ ପଞ୍ଜୀକୃତ ୧୦ ହଜାର ୧୮୫…
କିଏଭ୍ : ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଗୁରୁବାର ବନ୍ଦର ସହର ଓଡେସା ଉପରେ ରୁଷ୍ ଆକ୍ରମଣରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଆକ୍ରମଣରେ ଚୀନ୍ କନ୍ସୁଲେଟ୍ ଅଫିସ୍ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । ଏହା ବ୍ୟତୀତ ବୁଧବାର ୟୁକ୍ରେନ୍…
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକରେ ୧୭ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଆଜି ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍ ଗୁରୁତ୍ୱପୂର୍ଣ୍ଣ ବୈଠକ। ଏହି ବୈଠକରେ ମିଶନ ଶକ୍ତି, କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା,…
ଭୁବନେଶ୍ବର: ସ୍ପେଶାଲ ଓଜେଇଇ ରେଜଲ୍ଟ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶିତ ହୋଇଛି। ଉଚ୍ଚଶିକ୍ଷା ପାଇଁ ଆଶାୟୀ ଛାତ୍ରଛାତ୍ରୀମାନେ ସେମାନଙ୍କର ରାଙ୍କ କାର୍ଡ ଓଜେଇଇ ୱେବସାଇଟ୍ www.ojee.nic ରୁ ଡାଉନ୍ଲୋଡ କରିପାରିବେ। ଏହି ପରୀକ୍ଷାର ବିଟେକ୍ରେ ୮,୬୫୫ ଜଣଙ୍କୁ ରାଙ୍କ କାର୍ଡ ମିଳିଛି। ଲାଟେରାଲ ଏଣ୍ଟ୍ରି ଟେକ୍ନିକାଲ…