ଆଉ ଜଣେ ନକଲି ଡାକ୍ତରକୁ ଖୋଜୁଛି ପୋଲିସ

କଟକ: ନିକଟରେ ନକଲି ଡାକ୍ତରଙ୍କ ଖୁଲାସା ପରେ କଟକରେ ଦ୍ୱିତୀୟ ନକଲି ଡାକ୍ତରଙ୍କ ବିରୋଧରେ ତଦନ୍ତ ଆରମ୍ଭ ହୋଇଛି। ବର୍ତ୍ତମାନ ଡାକ୍ତର ଜଣକ ଫେରାର ଥିବା ବେଳେ ତାଙ୍କ ମୋବାଇଲ୍ ଫୋନ୍ ବନ୍ଦ ଥିବାରୁ ଯୋଗାଯୋଗ ହୋଇପାରିନାହିଁ। ରିପୋର୍ଟରେ ଦର୍ଶାଯାଇଛି ଯେ…

ଶିକ୍ଷୟତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଅଭିଯୁକ୍ତ ମହିଳା ଗିରଫ

ବସ୍ତା: ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ ଅନ୍ତର୍ଗତ ସଗଡାଶୁଳା ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ଜଣେ ମହିଳା ଶିକ୍ଷୟିତ୍ରୀ ଅଞ୍ଜଳି ମହାନ୍ତିଙ୍କୁ ମାଡ଼ ମାରିବା ଅଭିଯୋଗରେ ହରପ୍ରିୟା ମହାନ୍ତି ନାମକ ଜଣେ ମହିଳାଙ୍କୁ ପୁଲିସ ଗିରଫ କରିଛି। ଏହି ହିଂସାତ୍ମକ ଘଟଣା ସେତେବେଳେ…

ମଣିପୁରରେ ମହିଳାଙ୍କୁ ନିର୍ଯାତନାର ଏକାଧିକ ଲୋମହର୍ଷଣକାରୀ ଘଟଣା

ଇମ୍ଫାଲ : ମଣିପୁରରେ ଦୁଇ ଯୁବତୀଙ୍କୁ ଉଲଗ୍ନ କରି ସର୍ବ ସମ୍ମୁଖରେ ବୁଲାଇବା ଏବଂ ନିର୍ଯାତନା ଦେବା ଭିଡିଓ ଭାଇରାଲକୁ ନେଇ ସବୁଠି ନିନ୍ଦା କରାଯାଉଛି। ଏପରି ଘଟଣା ଦେଶ ପାଇଁ ଲଜ୍ଜାକର ବୋଲି କୁହାଯାଉ ଥିବାବେଳେ ସେହି ମଣିପୁରରୁ ଆସିଛି…

ବିଦେଶକୁ ଚାଉଳ ରପ୍ତାନୀ ଉପରେ ରୋକ୍‌ ଲଗାଇଲେ ଭାରତ ସରକାର

ନୂଆଦିଲ୍ଲୀ : ବିଶ୍ୱର ସର୍ବବୃହତ୍ତ ଚାଉଳ ରପ୍ତାନୀକାରୀ ରାଷ୍ଟ୍ର ଭାରତ ନେଇଛି ବଡ଼ ନିଷ୍ପତ୍ତି। ବିଦେଶକୁ ଚାଉଳ ରପ୍ତାନୀ ଉପରେ ଭାରତ ସରକାର ତତ୍କାଳ ବ୍ୟାନ୍ ଲଗାଇଛନ୍ତି। ଏନେଇ ଖାଦ୍ୟ ଯୋଗାଣ ଓ ଗ୍ରାହକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ…

ବିବାଦୀୟ ଅଂଶକୁ ବାଦ୍‌ ଦେଇ ଜ୍ଞାନବାପୀ ମସ୍‌ଜିଦରେ ଯାଞ୍ଚ କରିବ ଏଏସ୍‌ଆଇ

ବାରଣାସୀ : ଜ୍ଞାନବାପୀ ମସଜିଦ୍‌ରେ ବୈଜ୍ଞାନିକ ସର୍ଭେ(କାରବନ ଡେଟିଂ) ନେଇ ହିନ୍ଦୁତ୍ୱବାଦୀମାନେ କରିଥିବା ଆବେଦନ ଉପରେ ବାରଣାସୀ ଜିଲ୍ଲା ଜଜ୍‌ଙ୍କ କୋର୍ଟ ଶୁଣାଣି କରିଛନ୍ତି। ସିଲ ହୋଇଥିବା ବିବାଦୀୟ ଅଂଶ ବା ଭାଜୁ ଟ୍ୟାଙ୍କକୁ ବାଦ ଦେଇ ପୂରା ଜ୍ଞାନବାପୀ ମସ୍‌ଜିଦ…

ଦିଲ୍ଲୀ ସରକାରଙ୍କୁ ଝଟ୍‌କା : କେନ୍ଦ୍ର ଅଧ୍ୟାଦେଶ ରୋକିବା ଲାଗି ହୋଇଥିବା ଆବେଦନ ଖାରଜ

ଦିଲ୍ଲୀ ସରକାରଙ୍କୁ ମିଳିଲାନି ଆଶ୍ୱସ୍ତି। ଅଫିସରଙ୍କ ଟ୍ରାନ୍ସଫର ଓ ପୋଷ୍ଟି ଅଧିକାର ଉପରେ କେନ୍ଦ୍ର ସରକାର ଜାରି କରିଥିବା ଅଧ୍ୟାଦେଶକୁ ରୋକିବା ନିମନ୍ତେ ଦିଲ୍ଲୀ ସରକାର କରିଥିବା ଆବେଦନକୁ ସୁପ୍ରିମ୍‌କୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ ୩ ଜଣିଆ ଖଣ୍ଡପୀଠ ଆଇନ୍‌ ଲାଗୁ…

ସମ୍ବଲପୁରରେ ବର୍ଷେ ପାଇଁ ସମସ୍ତ ଧାର୍ମିକ ଶୋଭାଯାତ୍ରା ବନ୍ଦ

ସମ୍ବଲପୁରରେ ବର୍ଷେ ପାଇଁ ସମସ୍ତ ଧାର୍ମିକ ଶୋଭାଯାତ୍ରାକୁ ବନ୍ଦ କରାଯାଇଛି। ଶାନ୍ତି କମିଟି ବୈଠକରେ ହୋଇଛି ଏହି ନିଷ୍ପତ୍ତି। ସମ୍ବଲପୁର ଏସପି ମୁକେଶ ଭାମୁ ଏହି ସୂଚନା ଦେଇଛନ୍ତି। ସମ୍ବଲପୁର ସହରରେ ହନୁମାନ ଜୟନ୍ତୀ ଓ ମହରମ ଅବସରରେ ବିଶାଳ ଶୋଭାଯାତ୍ରାର ଆୟୋଜନ…

ଘର ଦେବା ନାଁରେ ୧୫ କୋଟି ଠକେଇ, ରିଅଲ୍ ଇଷ୍ଟେଟ କମ୍ପାନୀର ଅତିରିକ୍ତ ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର: ଗୁରୁବାର ଅର୍ଥନୈତିକ ଅପରାଧ ଶାଖା (EOW)  ମିଶ୍ର କ୍ରିଏସନ୍ ପ୍ରାଇଭେଟ୍ ଲିମିଟେଡର ଅତିରିକ୍ତ ନିର୍ଦ୍ଦେଶକଙ୍କୁ ଗିରଫ କରିଛି । ଏକାଧିକ ବ୍ୟକ୍ତିଙ୍କ ଠାରୁ ଘର ଦେବା ନାଁରେ ୧୫ କୋଟି ଟଙ୍କା ଠକେଇ ଅଭିଯୋଗରେ ଗିରଫ କରିଛି ଇଓଡବ୍ଲୁ । ଗିରଫ…

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ସଦସ୍ୟ ହେଲେ ସାଂସଦ ସୁଲତା ଦେଓ

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ସଦସ୍ୟ ହେଲେ ସୁଲତା ଦେଓ। ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି। ସୁଲତା ଦେଓଙ୍କୁ ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲର ସଦସ୍ୟ ଭାବେ ରାଜ୍ୟସଭା ଅଧ୍ୟକ୍ଷ ନିଯୁକ୍ତି ଦେଇଛନ୍ତି। ସୂଚନାଯୋଗ୍ୟ, ଯାଜପୁର ଜିଲ୍ଲା…

ମହିଳା ସଶକ୍ତିକରଣ ଉପରେ ପ୍ରଶ୍ନ ଉଠାଇଲା କଂଗ୍ରେସ

ଭୁବନେଶ୍ୱର- ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସର ମୁଖପାତ୍ର ଶ୍ରୀମତୀ ରଶ୍ମି ମହାପାତ୍ର ସାମ୍ବାଦିକ ମାନଙ୍କୁ ସମ୍ବୋଦ୍ଧିତ କରି କହିଲେ ଯେ ଦୀର୍ଘ ୨୪ ବର୍ଷର ବିଜେଡ଼ି ସରକାର ନିରନ୍ତର ଶାସନ ବ୍ୟବସ୍ଥାରେ ରହିଲାପରେ ମଧ୍ୟ…