ସୋନିଆଙ୍କ ପାଖକୁ ଯାଇ ସ୍ୱାସ୍ଥ୍ୟାବସ୍ଥା କଥା ବୁଝିଲେ ମୋଦି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସଂସଦ ଭିତରେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧିଙ୍କ ପାଖକୁ ଯାଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ପଚାରି ବୁଝିଛନ୍ତି। ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ଓ ସୋନିଆ…
