July 2023

ଦୁର୍ଘଟଣା ପୀଡିତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କଲେ ଗଞ୍ଜାମ ଏସପି

ଗଞ୍ଜାମ: ମାନବିକତା ଦେଖାଇଲେ ଗଞ୍ଜାମ ଜିଲ୍ଲା ଏସପି ଜଗମୋହନ ମୀନା। ଦୁର୍ଘଟଣାଗ୍ରସ୍ତ ପୀଡିତଙ୍କୁ ଉଦ୍ଧାର କରି ନିଜ ଗାଡିରେ ନେଇ ଡାକ୍ତରଖାନାରେ କଲେ ଭର୍ତ୍ତି। ସରକାରୀ କାର୍ଯ୍ୟରେ ଭଞ୍ଜାନଗରରୁ ଆସିକା ଯାଉଥିବାବେଳେ ରାସ୍ତାରେ ଜଣେ ଯୁବକ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିଥିଲେ।…

ଆକାଉଣ୍ଟ ଅଫିସରଙ୍କ ସଂପତ୍ତି ୮ କୋଟି

ଭୁବନେଶ୍ୱର: ରିଆମାଳ ବ୍ଲକର ପୂର୍ବତନ ଆକାଉଣ୍ଟଓ ଅଫିସରଙ୍କ କୁବେର ସଂପତ୍ତି । ପୂର୍ବତନ ଆକାଉଣ୍ଟଓ ଅଫିସର ରାଜେନ୍ଦ୍ର ଦାସଙ୍କ ୮ କୋଟିର ସଂପତ୍ତି । ମୋଟ ୮ କୋଟି ୪ ଲକ୍ଷର ସଂପତ୍ତି ଠାବ କଲା ଭିଜିଲାନ୍ତ୍ର ଟିମ । ରାଜେନ୍ଦ୍ରଙ୍କ…

ଶିଶୁ ପୁତ୍ର ସହ କୂଅକୁ ଡେଇଁପଡ଼ିଲା ମା’

କଟକ: ଅସହ୍ୟ ହେଲା ପାରିବାରିକ କଳହ । ଏପଟେ ଜୀବନ ବୋଝ ସେପଟେ ସନ୍ତାନର ମୋହ । ତା ଭିତରେ ପେଶି ହୋଇ ନେଲେ ଚରମ ନିଷ୍ପତ୍ତି । ୯ ମାସର ଶିଶୁ ପୁତ୍ରକୁ ଧରି କୂଅକୁ ଡେଇଁପଡିଲା ମା’ ।…

NH-୧୬ରେ ଭୁଶୁଡ଼ିଲା ବ୍ରିଜ୍, ଯାତାୟାତ ବଧାପ୍ରାପ୍ତ

ଯାଜପୁର: ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ୍‌ ନିକଟ NH-୧୬ରେ ଥିବା ବ୍ରିଜ୍‌ ଭୁଶୁଡ଼ି ପଡ଼ିଛି। ବ୍ରିଜ୍‌ ଭୁଶୁଡିବା ଯୋଗୁ ଜାତୀୟ ରାଜପଥରେ ଗାଡି ଚଳାଚଳ ବନ୍ଦ ରହିଛି। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ଅଟକି ରହିଛି। ସୂଚନା ଅନୁଯାୟୀ,…

ବିପଦରେ ଚିତା, ମୋଦୀ ଡାକିଲେ ସମୀକ୍ଷା ବୈଠକ

ନୂଆଦିଲ୍ଲୀ : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ କୁନୋ ଚିତା ପ୍ରକଳ୍ପ ବିଫଳ ହେବାର ଆଶଙ୍କା ଦେଖାଦେଇଛି । ଗତ ୧୦ ମାସ ମଧ୍ୟରେ ଗୋଟିଏ ପରେ ଗୋଟିଏ ୮ଟି ଚିତା ମୃତ୍ୟୁ ଘଟଣା କୁନୋ ଜାତୀୟ ଉଦ୍ୟାନରେ ଚିତା…

ଭୁଲ ଇଞ୍ଜେକସନ ନେଲା ଛୋଟ ଛୁଆର ଜୀବନ

ଯାଜପୁର: ମଙ୍ଗଳବାର ଜଣେ ଛଅ ବର୍ଷର ଶିଶୁକୁ ଭୁଲ୍ ଇଞ୍ଜେକସନ୍ ଦିଆଯାଇଥିବା ଅଭିଯୋଗ ହୋଇଛି। ଯେଉଁଥି ପାଇଁ ଯାଜପୁର ଜିଲ୍ଲା ଦଶରଥପୁର ଥାନା ମନ୍ଦାରଖଣ୍ଡା ଗାଁର ସୁରେନ୍ଦ୍ର ମଲ୍ଲିକଙ୍କ ପୁଅ ଓମ୍ ମଲ୍ଲିକ ପ୍ରାଣ ହରାଇଥିବା ତାର ପରିବାର ଲୋକେ ଅଭିଯୋଗ…

ଯୁବତୀଙ୍କ ଅର୍ଦ୍ଧ ଉଲଗ୍ନ କ୍ଷତବିକ୍ଷତ ମୃତଦେହ ଠାବ, ଦୁ‌ଷ୍କର୍ମ ପରେ ହତ୍ୟା ସନ୍ଦେହ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ମୁଷଳ ନଦୀ କୂଳରେ ଅଚିହ୍ନା ଯୁବତୀଙ୍କର ମୃତଦେହ ପଡ଼ିଥିବାର ଦେଖିବାକୁ ମିଳିଛି। ଯୁବତୀଙ୍କୁ ଦୁ‌ଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରୁଛି ପୁଲିସ। ଘଟଣାସ୍ଥଳରେ ପୁଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ…

ସାହାରା ଜମାକାରୀଙ୍କ ପାଇଁ ନୂଆ ଆଶା, ମିଳିବ ଜମା ଟଙ୍କା

ନୂଆଦିଲ୍ଲୀ : ସାହାରା ଇଣ୍ଡିଆରେ ଟଙ୍କା ଜମା କରି ସମସ୍ୟାରେ ପଡ଼ିଥିବା ନିବେଶକଙ୍କ ପାଇଁ ଏକ ଆଶ୍ବସ୍ତିଭରା ଖବର । ଜମାକାରୀଙ୍କୁ ଟଙ୍କା ଫେରସ୍ତ ପାଇଁ କେନ୍ଦ୍ର ସରକାର ଏକ ରିଫଣ୍ଡ ପୋର୍ଟାଲ ଆରମ୍ଭ କରିଛନ୍ତି । ଏହାର ନାଁ ରହିଛି…

ରାତିରେ ଚଡ଼ି, ଗଞ୍ଜି ପିନ୍ଧି ଚୋରି କରୁଥିଲେ; ୧୧ ଆନ୍ତଃରାଜ୍ୟ ଲୁଟେରାଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର: ଭୁବନେଶ୍ୱରର ଧଉଳି, ବଡ଼ଗଡ଼, ଲକ୍ଷ୍ମୀସାଗର, ଏୟାରପୋର୍ଟ ଓ ଏୟାରଫିଲ୍ଡ ଥାନା ଅଞ୍ଚଳରେ ଚୋରିରେ ସାମିଲ୍ ଏକ ଗ୍ୟାଙ୍ଗକୁ ଧରିଛି କମିଶନରେଟ୍ ପୋଲିସ । ୧୧ ଲୁଟେରାଙ୍କୁ ଗିରଫ କରିବା ସହ ପୋଲିସ୍ ଲୁଟରେ ବ୍ୟବହୃତ ସାମଗ୍ରୀ ଜବତ କରିଛି ।…

ୟୁଟ୍ୟୁବ ଦେଖି ଭାରତ ଆସିବାର ବାଟ ପାଇଥିଲି; ସୀମାଙ୍କ ବୟାନ ପରେ ବଢ଼ିଲା ଏଟିଏସର ସନ୍ଦେହ

ନୂଆଦିଲ୍ଲୀ: ସୀମା ହାଇଦରଙ୍କ ପାଇଁ ଉତ୍ତେଜନା ବଢ଼ିବାର ଆଶଙ୍କା ଥିବାରୁ ପୁଣି ଥରେ ପଚରାଉଚରା ପାଇଁ ଅଜଣା ସ୍ଥାନକୁ ନେଇଛି ୟୁପି ଏଟିଏସ୍। ପାକିସ୍ତାନରୁ ସଚିନଙ୍କ ପ୍ରେମରେ ପଡ଼ି ଭାରତ ଚାଲିଆସିଥିବା ସୀମା ହାଇଦରଙ୍କ ପ୍ରେମ କାହାଣୀ ଏବେ ସାରା ବିଶ୍ୱରେ…