ବିଜେପି-ବିଜେଡି ଗୋଟେ: ନରସିଂହ

ଭୁବନେଶ୍ୱର: ବିଜେଡି-ବିଜେପିକୁ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ କଟାକ୍ଷ । ବିଜେଡି ସମଦୂରତା କଥା କହୁଛି,କାର୍ଯ୍ୟରେ ବିଜେପି ସହ ଅଛି । ବିଜେପି ଓଡିଶାରେ ୫ଟି ସଚିବଙ୍କ ବିରୋଧରେ କହୁଛି । କେନ୍ଦ୍ରରେ ବିଜେପି ସରକାର ଚାହିଁଲେ କେନ୍ଦ୍ରକୁ ଡାକି…

ଧନୀ ହେଉଛି ଓଡ଼ିଶା; ତଥାପି ମାଲକାନଗିିରିରେ ଦାରିଦ୍ର୍ୟ ହାର ୪୫%

ଧନୀ ହେଉଛି ଓଡ଼ିଶା । ରାଜ୍ୟରେ ଗରିବୀ ହାର କମୁଛି । ୫ବର୍ଷ ଭିତରେ ଆସିଛି ବଡ ପରିବର୍ତ୍ତନ । ୫ବର୍ଷର୍ରେ ଓଡ଼ିଶାରେ ୬୨.୬୨ ଲକ୍ଷ ହୋଇଛନ୍ତି ଦାରିଦ୍ର‌୍ୟମୁକ୍ତ । ଏମିତି ରିପୋର୍ଟ ଦେଇଛି ନୀତି ଆୟୋଗ । ସେତିକୁ ନୁହେଁ,…

ଏନଡିଏ ବୈଠକରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିରୋଧୀ ମେଣ୍ଟକୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ନିର୍ବାଚନ ପୂର୍ବରୁ ଶାସକ ଓ ବିରୋଧୀ ଦଳମାନେ ନିଜକୁ ଏକଜୁଟି କରିବା ସହ ଶକ୍ତିପ୍ରଦର୍ଶନ କରିବାରେ ଲାଗିଛନ୍ତି । ମଙ୍ଗଳବାରଦିନ ବେଙ୍ଗାଲୁରୁରେ ବିରୋଧୀ ଦଳମାନଙ୍କ ବୈଠକ ପରେ ସଂଧ୍ୟାରେ ଦିଲ୍ଲୀରେ ଏନଡିଏର…

ଗ୍ୟାଙ୍ଗଷ୍ଟାରକୁ ଅପହରଣ ପରେ ହତ୍ୟା ଅଭିଯୋଗ, ୬ ଗିରଫ

କେନ୍ଦ୍ରାପଡା: ଗ୍ୟାଙ୍ଗଷ୍ଟର ବିଭୁ ପ୍ରସାଦ ସାହୁଙ୍କୁ ଅପହରଣ ଓ ହତ୍ୟା ଘଟଣାରେ ପୁଲିସ ୬ ଜଣଙ୍କୁ ଗିରଫ କରିଛି। ସୋମବାର ଗଣମାଧ୍ୟମକୁ ସୂଚନା ଦେଇ କେନ୍ଦ୍ରାପଡା ଏସପି ସନ୍ଦୀପ ସମ୍ପତ ମଡକର କହିଛନ୍ତି ଯେ ଏହି ୬ ଜଣ ବ୍ୟକ୍ତି ଗତ…

୯ ବର୍ଷରେ ଭାରତର ଆକାଶ-ପାତାଳ ବିକିସାରିଲେଣି ମୋଦୀ : କେଜ୍ରିଓ୍ବାଲ

ବେଙ୍ଗାଲୁରୁ : ବେଙ୍ଗାଲୁରୁଠାରେ ମଙ୍ଗଳବାର ଅନୁଷ୍ଠିତ ବିରୋଧୀ ଦଳ ବୈଠକକୁ ନେଇ ସାରା ଦେଶରେ ଚର୍ଚ୍ଚା ଲାଗି ରହିଛି । ଏହି ବୈଠକ ପରେ ଆମ ଆଦମୀ ପାର୍ଟି (ଆପ୍)ର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ ପ୍ରଧାନମନ୍ତ୍ରୀ…

ଅନୁସନ୍ଧାନ: ମାନବ ଶରୀରରେ ରହିଛି କରୋନା ଭୂତାଣୁ ବିନାଶକାରୀ ଏସିଡ୍

ନୂଆଦିଲ୍ଲୀ : ଆଗକୁ ଆଉ କରୋନା ଲୋକଙ୍କୁ ଡରାଇ ନପାରେ। କାରଣ ବୈଜ୍ଞାନିକମାନେ ମାନବ ଶରୀରେ ଏପରି ଏକ ଏସିଡର ପତ୍ତା ପାଇଛନ୍ତି, ଯାହା SARS-CoV-2 ଏବଂ ଇନଫ୍ଲୁଏଞ୍ଜା-ଏ ଭଳି ଭୂତାଣୁ ସଂକ୍ରମଣକୁ ରୋକିପାରିବ। ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ(IISc।) ର…

ଯୌନ ଉତ୍ପୀଡ଼ନ ମାମଲାରେ ବ୍ରିଜ ଭୂଷଣ ଶରଣ ସିଂହଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦେଶର ଷ୍ଟାର ରେସଲମାନେ ଆଣିଥିବା ଯୌନ ଉତ୍ପୀଡ଼ନ ମାମଲାରେ ବିଜେପି ସାଂସଦ ତଥା ବିଦାୟ ନେବାକୁ ଥିବା କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ଆଜି ଦିଲ୍ଲୀର ଗୋଟିଏ କୋର୍ଟ ତାଙ୍କୁ…

ବିରୋଧୀ ମେଣ୍ଟର ନାଁ INDIA ରହିବା ପରେ ବିଜେପିକୁ ଚ୍ୟାଲେଞ୍ଜ ଦେଲେ ରାହୁଲ ଓ ମମତା

ବେଙ୍ଗାଲୁରୁ : ବେଙ୍ଗାଲୁରୁରେ ବସିଥିବା ବିରୋଧୀଙ୍କ ମହାବୈଠକରେ ୨୬ଟି ଦଳ ମିଳିତ ଭାବେ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିରୋଧୀଙ୍କ ଏହି ମହାମେଣ୍ଟର ନାଁ INDIA ରଖିବାକୁ ବୈଠକରେ ସହମତି ହୋଇଛି। ଏହାର ଅର୍ଥ ୨୦୨୪ରେ INDIA ବନାମ NDA ଲଢ଼େଇ ହେବ।…

କଂଗ୍ରେସ କ୍ଷମତା କିମ୍ବା ପ୍ରଧାନମନ୍ତ୍ରୀ ପଦ ପାଇଁ ଆଦୌ ଇଚ୍ଛା ରଖି ନାହିଁ

ବେଙ୍ଗାଲୁରୁ : ବିଜେପିକୁ ୨୦୨୪ ସାଧାରଣ ନିର୍ବାଚନରେ ଚେକ୍‌ ଦେବାକୁ ୨୬ଟି ବିରୋଧୀ ଦଳ ବେଙ୍ଗାଲୁରୁରେ ମହାବୈଠକ କରୁଛନ୍ତି। ୨୬ଟି ଦଳ ଏକାଠି ହୋଇଥିବା ବେଳେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କିଏ ହେବେ, ତା’କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏସବୁ ଭିତରେ…

ଭୁବନେଶ୍ୱରରେ ଖୋଲିଲା NCB ର ଅଫିସ

ଭୁବନେଶ୍ୱରରେ ଖୋଲିଲା ନାର୍କୋଟିକସ କଣ୍ଟ୍ରୋଲ ବ୍ୟୁରୋ-NCBର ଅଫିସ। ଭିଡ଼ିଓ କନଫରେନସିଂ ଜରିଆରେ ଏହାକୁ ଉଦଘାଟନ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ରାଜ୍ୟରେ ଡ୍ରଗସ୍ କାରବାର ଓ ଗଞ୍ଜେଇ ଚାଷ ନିୟନ୍ତ୍ରଣ ପାଇଁ ଏହା ସହାୟକ ହେବ ବୋଲି ଆଶା କରାଯାଉଛି।…