ଓଡ଼ିଶାର ୪୪ ପ୍ରତିଶତ ବିଧାୟକଙ୍କ ନାଁରେ ରହିଛି ଅପରାଧିକ ମାମଲା, ବିଜେଡିରେ ସର୍ବାଧିକ: ଏଡିଆର୍

ଭୁବନେଶ୍ୱର: ଓଡ଼ିଶାର ୪୪ ପ୍ରତିଶତ ବିଧାୟକଙ୍କ ନାଁରେ ଅପରାଧିକ ମାମଲା ରହିଛି । ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମ୍ସ (ADR) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ, ଓଡ଼ିଶାର ୧୪୫ ବିଧାୟକଙ୍କ ମଧ୍ୟରୁ ୬୪ ଜଣ ସେମାନଙ୍କ ନାଁରେ ଅପରାଧିକ ମାମଲା ଥିବା ସତ୍ୟପାଠ…

ପୁରୀ ସମୁଦ୍ରରେ ବୁଡ଼ିଯାଉଥି ବେଳେ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ : ପୁରୀ ସମୁଦ୍ରରେ ଆଜି ବୁଡ଼ିଯାଉଥି ବେଳେ ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ ପୁରୀ ସମୁଦ୍ରର ୭ ନମ୍ବର ସେକ୍ଟରରେ ଆଜି ଅପରାହ୍ନରେ ଉକ୍ତ ପର୍ଯ୍ୟଟକ ଗାଧୋଉଥିଲେ । ହଠାତ୍‌ ସେ ଲହଡିରେ ଭାସିଯାଇ ବୁଡ଼ି ଯାଉଥିବା…

ସୃଷ୍ଟି ହେଲା ଲଘୁଚାପ, ୫ ଦିନ ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଓ ଝାଡଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ…

ଦାଦାବଟି ପାଇଁ ବୋମାମାଡ଼ ଘଟଣା, ଗ୍ୟାଙ୍ଗ ମୁଖ୍ୟ ସହ ୫ ଗିରଫ

ପୁରୀ: ଆକ୍ସନ ମୋଡରେ ପୁରୀ ପୋଲିସ । ବୋମାମାଡ଼ର ୨୪ ଘଣ୍ଟାରେ ପୁରୀ ପୋଲିସ ବୋମାମାଡ଼ କରିଥିବା ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି । ଗ୍ୟାଙ୍ଗର ମୁଖ୍ୟ ରାଜା ମଲ୍ଲିକଙ୍କ ସହ ୫ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ସେମାନଙ୍କ ଠାରୁ…

CGL ପ୍ରଶ୍ନପତ୍ର ଡିଲ ବେଳେ ପୋଲିସର ରେଡ: ୧୦ ଦଲାଲ ଗିରଫ

ଜଳେଶ୍ୱର: ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା ଆୟୋଜିତ କମ୍ବାଇନ ଗ୍ରାଜୁଏଟ ଲେଭଲ ପ୍ରଶ୍ନପତ୍ର ଡିଲ ବେଳେ ଚଢ଼ାଉ । ସାଇବର ପୋଲିସ ଓ ତାଳସୀରରେ ମେରାଇନ ପୋଲିସର ୨୦ ଜଣିଆ ଟିମ ଦୀଘାର ଏକ ଘରୋଇ ହୋଟେଲରେ ଚଢାଉ କରିଥିଲା ।…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ଆର୍‌ଡି ଜୁନିୟର କଲେଜ

ଭୁବନେଶ୍ୱର: ୟୁନିଟ ୯ ବାଳିକା ସ୍କୁଲରେ ଚାଲିବ ରମାଦେବୀ ଜୁନିୟର କଲେଜ। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ରମାଦେବୀ ଜୁନିୟର କଲେଜ। ବିଶ୍ୱବିଦ୍ୟାଳୟ କୁଳପତିଙ୍କ ଅନୁରୋଧ କ୍ରମେ ଏପରି ନିଷ୍ପତ୍ତି ନିଆଯାଇଛି। ଏନେଇ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ସଚିବଙ୍କୁ ଚିଠି ଲେଖି…

ବିଜେପିରେ ମିଶିଲେ ଚିଲିକାର ବିଜେଡି ନେତା ଓ ଶତାଧିକ କର୍ମୀ

ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି ବିଜେପିର ମିଶ୍ରଣ ପର୍ବ। ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ମୁଖପାତ୍ର ଡା.ସମ୍ବିତ ପାତ୍ର, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି…

୪ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ବିଜେପି ଏବେ ତତ୍ପର ହୋଇଛି। ଏଥିଲାଗି ସାରାଦେଶରେ ବିଜେପିର ପ୍ରବାସ କାର୍ଯ୍ୟକ୍ରମ ଜାରି ରହିଛି। ଯେଉଁ ସବୁ ସ୍ଥାନରେ ଗତ ଥର ଦଳ ହାରିଥିଲ, ସେହି ସ୍ଥାନରେ ବିଜେପି କିପରି ବୁଥ୍…

ଚନ୍ଦ୍ରୟାନ-୩ ଟିମ୍‌ରେ ଓଡ଼ିଆ ପୁଅ ଶୁଭାଶିଷ

କେନ୍ଦ୍ରାପଡ଼ା: ଚନ୍ଦ୍ରୟାନ-୩ ଟିମ୍‌ରେ ଓଡ଼ିଆ ପୁଅ । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ ମୁକୁନ୍ଦପୁର ଗାଁର ଯୁବକ ଶୁଭାଶିଷ ସାମଲ ଚନ୍ଦ୍ରୟାନ-୩ରେ ସାମିଲ ହୋଇ ଚର୍ଚ୍ଚାକୁ ଆସିଛନ୍ତି । ଶୁଭାଶିଷ ଦୋହଳିସ୍ଥିତ ବିବି ମଡେଲ୍‌ ହାଇସ୍କୁଲରୁ ୨୦୦୯ରେ ମାଟ୍ରିକ୍‌ ପାସ କରିଥିଲେ…

ସମ୍ବଲପୁର ଗସ୍ତରେ ୫ଟି ସଚିବ, ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବା ସହ ସମେଲେଇ ପ୍ରକଳ୍ପର କଲେ ସମୀକ୍ଷା

ସମ୍ବଲପୁର : ସମ୍ବଲପୁର ଗସ୍ତରେ ୫ ଟି ସଚିବ ଭିକେ ପାଣ୍ଡିଆନ୍ । ସମ୍ବଲପୁର ଗସ୍ତର ୨ୟ ଦିନରେ ଆଜି ସକାଳୁ ସମଲେଇ ମନ୍ଦିରରେ ପହଞ୍ଚି ମା’ ସମଲେଇଙ୍କୁ ଦର୍ଶନ କରିଛନ୍ତି । ଏହାସହ ସମଲେଇ ପ୍ରକଳ୍ପର ସମୀକ୍ଷା ମଧ୍ୟ କରିଛନ୍ତି…