ସରକାର ଆଣିବେ ଜନବିଶ୍ବାସ ବିଲ୍, ଅପରାଧ ତାଲିକାରୁ ହଟିବ ୩୪୦୦ଟି ଅପରାଧ

ନୂଆଦିଲ୍ଲୀ : ନୂଆଦିଲ୍ଲୀ : ୨୦ ତାରିଖରୁ ଆରମ୍ଭ ହେଉଥିବା ସଂସଦର ମୌସୁମୀ ଅଧିବେଶନ ପାଇଁ କେନ୍ଦ୍ର ସରକାର ବ୍ୟାପକ ପ୍ରସ୍ତୁତ ଚଳାଇଛନ୍ତି । ଏହି ଅଧିବେଶନରେ କେତେକ ଗୁରୁତ୍ବପୂର୍ଣ୍ଣ ବିଲ୍ ଆଗତ ହେବାର କାର୍ଯ୍ୟକ୍ରମ ରହିଛି । ଦିଲ୍ଲୀ ସର୍ଭିସ,…

ବିରୋଧୀଙ୍କ ବୈଠକ ପୂର୍ବରୁ କଂଗ୍ରେସର ବଡ଼ ନିଷ୍ପତ୍ତି, ଆପ୍‌କୁ କରିବ ସମର୍ଥନ

ନୂଆଦିଲ୍ଲୀ : ସବୁ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଲା କଂଗ୍ରେସ। ଦିଲ୍ଲୀରେ ପ୍ରଶାସନିକ ଅଧିକାରୀଙ୍କ ପୋଷ୍ଟିଂ ଓ ବଦଳି ନେଇ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶ ବିରୋଧରେ ଆପ୍‌ ଯେଉଁ ଲଢ଼େଇ କରୁଛି, ତାକୁ ସମର୍ଥନ କରିବ କଂଗ୍ରେସ। ସୋମବାର (ଆସନ୍ତାକାଲି) ବିରୋଧୀ…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୫ କାଉଡ଼ିଆ ମୃତ, ୫ ଗୁରୁତର

ଲକ୍ଷ୍ନୌ : ଉତ୍ତର ପ୍ରଦେଶର ମେରଠ ଜିଲ୍ଲାର ରାଲି ଚୌହାନ ଗାଁରେ ଶନିବାର ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୫ ଜଣ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ଆଉ ୫ ଜଣ କାଉଡ଼ିଆ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ…

ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମପୀଠର ବିକାଶ ଲାଗି ୬ କୋଟି ୪୧ ଲକ୍ଷ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖୀଣ୍ଡାର ବିକାଶ ସହ, ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬ କୋଟି ୪୧ ଲକ୍ଷ…

୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା, ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ SRCଙ୍କ ଚିଠି

ଭୁବନେଶ୍ୱର: ଓଡ଼ିଶାରେ ୧୫ରୁ ୧୯ ତାରିଖ ଯାଏ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ପରେ ସ୍ବତନ୍ତ୍ର ରିଲିଫ୍ କମିସନର  ଜିଲ୍ଲାପାଳ ଓ ପୌର କମିସନରମାନଙ୍କୁ ବର୍ଷା ସତର୍କତାନେଇ ଚିଠି ଲେଖିଛନ୍ତି।…

ରାଜ୍ୟରେ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ୩ଶହ ପାର୍

ଭୁବନେଶ୍ବର : ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୩ଶହ ପାର୍ କରିଛି। ଗତକାଲି ସୁଦ୍ଧା ରାଜ୍ୟରେ ୩୦୭ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ଏବେ ଧୀରେ ଧୀରେ ବର୍ଷା ଆରମ୍ଭ ହୋଇ ଯାଇଥିବା ବେଳେ ଆଗକୁ ଏହି ସଂଖ୍ୟା ଅହୁରି ବଢ଼ିପାରେ…

ମାଟି ତଳୁ ନାବାଳକର ମୃତଦେହ ଉଦ୍ଧାର, ଦୁଇ ଦିନ ଆଗରୁ ପୋତିଥିଲା ଜିଆରପି

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳରେ ଶନିବାର ଜଣେ ନାବାଳକର ମୃତଦେହ ମାତିତଳୁ ଉଦ୍ଧାର କରା ଯାଇଛି।  ନାବାଳକ ଜଣକ ହେଲେ କଣ୍ଟାବାଞ୍ଜିର ଲଳିତ ଜୈନ (୧୩)। ସୂଚନା ଅନୁସାରେ ଲଳିତ ଗତ ଗୁରୁବାର ସକାଳୁ ଘରୁ କୁଆଠେ ଚାଲିଯାଇଥିଲେ। ହେଲେ ପରିବାର…

ୟୁପିଆଇ ମାଧ୍ୟମରେ ଦୁବାଇ ପଠାଇ ହେବ ଟଙ୍କା

ଆବୁଧାବି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୟୁଏଇ ଗସ୍ତ କାଳରେ ଭାରତର ରିଜର୍ଭ ବ୍ୟାଙ୍କ ଓ ୟୁଏଇର କେନ୍ଦ୍ରୀୟ ବ୍ୟାଙ୍କ ମଧ୍ୟରେ ଦୁଇଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି । ଗୋଟିଏ ବୁଝାମଣାପତ୍ର ଫଳରେ ଦୁଇ ଦେଶ ପରସ୍ପର ସହ ନିଜସ୍ବ ମୁଦ୍ରାରେ…

ନୌସେନାରେ ସାମିଲ ହେବେ ୨୬ ରାଫେଲ, ଗୁରୁତ୍ୱପୂର୍ଣ୍ଣ ଡିଲକୁ ମଞ୍ଜୁରୀ

ନୂଆଦିଲ୍ଲୀ: ଭାରତୀୟ ନୌସେନାକୁ ନୂଆ ଜ୍ଞାନକୌଶଳରେ ନିର୍ମିତ ଲଢୁଆ ବିମାନ ରାଫେଲ କିଣିବାକୁ ହୋଇଥିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଯାଇଛି । ଏହି ଆଧାରରେ ନୌସେନାକୁ ୨୬ଟି ରାଫେଲ ମିଳିବ । ଡସାଲ୍ଟ ଏଭିଏସନର ଅଧ୍ୟକ୍ଷ ଓ ସିଇଓ ଏରିକ୍ ଟ୍ରେପିୟର କହିଛନ୍ତି…

କଟାମୁଣ୍ଡ ଯୋଡିଦେଲେ ଡାକ୍ତର, ଦୁର୍ଘଟଣାରେ କଟିଯାଇଥିଲା ନାବାଳକର ମୁଣ୍ଡ

ନୂଆଦିଲ୍ଲୀ: ବିଶ୍ୱର ଆଉ ଏକ ବିରଳ ଅପରେସନ୍, ଯାହାକୁ ସମ୍ଭବ କରି ଦେଖାଇଛନ୍ତି ଇସ୍ରାଏଲର ଏକ ଡାକ୍ତରୀ ଟିମ୍ । ଏକ କାର ଦୁର୍ଘଟଣାରେ ୧୨ ବର୍ଷର ପୁଅ ସୁଲେମାନ୍ ହସନର ମୁଣ୍ଡ ଶରୀରଠାରୁ କକଟି ସାମାନ୍ୟ ଲାଗିଥିଲା । ହେଲେ…