କଶ୍ମୀରର କୁଲଗାମରେ ଯବାନ ଅପହରଣ: କାରରୁ ମିଳିଲା ରକ୍ତ ଛିଟା

ଜାମ୍ମୁ କାଶ୍ମୀର: ଜାମ୍ମୁ କାଶ୍ମୀରର କୁଲଗାମରେ ଜଣେ ୨୫ ବର୍ଷିୟ ସେନା ଯବାନଙ୍କୁ ଅପହରଣ କରାଯାଇଥିବା ସୂଚନା ମିଳିଛି । ଯବାନଙ୍କ କାରରେ ରକ୍ତ ଛିଟା ଦେଖିବାକୁ ମିଳିଛି ।  ଏନେଇ ଭାରତୀୟ ସେନା ଓ ପୋଲିସ ପକ୍ଷରୁ ଜୋରଦାର ସର୍ଚ୍ଚ…

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପ୍ରତିଦ୍ବନ୍ଦ୍ବିତାରେ ସାମିଲ ହେଲେ ଭାରତୀୟ-ଆମେରିକୀୟ ହର୍ଷବର୍ଦ୍ଧନ ସିଂହ

ୱାସିଂଟନ୍‌: ୨୦୨୪ ଆମେରିକା ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ଭାରତୀୟ-ଆମେରିକୀୟ ଇଞ୍ଜିନିୟର ହର୍ଷବର୍ଦ୍ଧନ ସିଂହ ପ୍ରତିଦ୍ବନ୍ଦିତା କରିବେ ବୋଲି ଘୋଷଣା କରିଛନ୍ତି। ଟୁଇଟର୍‌ରେ ପୋଷ୍ଟ୍‌ କରିଥିବା ଭିଡିଓ ବାର୍ତ୍ତାରେ ୩୮ ବର୍ଷିୟ ସିଂହ କହିଛନ୍ତି ଯେ, ସେ ହେଉଛନ୍ତି ‘ଲାଇଫ୍‌ଲଙ୍ଗ୍‌ ରିପବ୍ଲିକାନ୍‌’ ଏବଂ…

୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ କରିବା ପରେ ତଣ୍ଟି ଚିପି ହତ୍ୟା, ଅଭିଯୁକ୍ତ ଗିରଫ

ହୀନ ମାନସିକତାର ଚରମ ସୀମରେ ପହଞ୍ଚିଛି ମଣିଷ । ଆଉ ଭୁଲିଯାଉଛି ସବୁକିଛି । ୫ ବର୍ଷର କୁନି ଶିଶୁକୁ ଦୁଷ୍କର୍ମ କରିବା ପରେ ହତ୍ୟା କରିବା ଘଟଣା ସମସ୍ତଙ୍କୁ ବିଚଳିତ କରିଛି । ଏମିତି ଘଟଣା କେରଳରେ ଘଟିଛି ।…

ୟୁକ୍ରେନ୍‌ ଡ୍ରୋନ୍‌ ଆକ୍ରମଣରେ ନଷ୍ଟ ହୋଇଗଲା ୨ଟି କୋଠା

ମସ୍କୋ: ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨ଟି କୋଠା ନଷ୍ଟ ହୋଇଯିବାରୁ ଗତରାତିରେ ମସ୍କୋସ୍ଥିତ ଏକ ଆନ୍ତର୍ଜାତିକ ବିମାନ ବନ୍ଦରକୁ ସ୍ବଳ୍ପ ସମୟ ପାଇଁ ବନ୍ଦ ରଖାଯାଇଥିବା କଥା ରୁଷ୍‌ ପ୍ରତିରକ୍ଷା ମନ୍ତ୍ରାଳୟ କହିଛି। ପ୍ରତିରକ୍ଷା ମନ୍ତ୍ରାଳୟ କହିବା ଅନୁସାରେ, ମସ୍କୋ ଆକାଶରେ…

ଅହମଦାବାଦର ଏକ ହସପିଟାଲରେ ଭୟଙ୍କର ନିଆଁ, ଅଳ୍ପକେ ବର୍ତ୍ତିଲା ୧୦୦ ରୋଗୀଙ୍କ ଜୀବନ

ଗୁଜରାଟର ଅହମଦାବାଦ ସହରରେ ଥିବା ଏକ ହସପିଟାଲରେ ନିଆଁ ଲାଗିଛି । ନିଆଁ ଲାଗିବା ପରେ ହସପିଟାଲରୁ ୧୦୦ ଜଣ ରୋଗୀଙ୍କୁ ସୁରକ୍ଷିତ ବାହାରେ ବାହାର କରାଯାଇଛି । ତେବେ ନିଆଁ ସକାଳ ୪.୩୦ ମିନିଟରେ ହସପିଟାଲର ବେସମେଣ୍ଟରେ ନିଆଁ ଲାଗିଥିବା…

କୂଳ ଖାଉଛି ମଙ୍ଗଳା ନଈ, ବଦଳୁଛି ଗତିପଥ

ପୁରୀ: ପୁଣି ଅସ୍ବାଭାବିକ ରୂପ ନେଉଛି ମଙ୍ଗଳା ମୁହାଣ। ଗତିପଥ ବଦଳାଇଲାଣି। ତଥାପି କୁମ୍ଭକର୍ଣ୍ଣ ନିଦ୍ରାରେ ଜଳସମ୍ପଦ ବିଭାଗ ଓ ଜିଲ୍ଲା ପ୍ରଶାସନ। ନା ଏହାର ପ୍ରତିକାର ବ୍ୟବସ୍ଥା କରାଯାଉଛି, ନା ମୁହାଣରୁ ବାଲି ହଟାଯାଉଛି। ଫଳରେ ମଙ୍ଗଳା ନଈର ଜଳ…

ଭ୍ୟାନ୍‌ ଓଲଟି ୧୨ କାଉଡ଼ିଆ ଆହତ, ଜଣେ ଗୁରୁତର

ଆନନ୍ଦପୁର: ପୁଣି ଦୁର୍ଘଟଣାର ଶିକାର ହେଲା କାଉଡ଼ିଆଙ୍କ ଗାଡି଼। ଘଷିପୁରା ଥାନା ଗୋହିରା ନିକଟରେ ଓଲଟିଲା କାଉଡ଼ିଆଙ୍କ ଭ୍ୟାନ୍‌। ଘଟଣାରେ ୧୨ କାଉଡ଼ିଆ ଆହତ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ସୂଚନା ରହିଛି। ସମସ୍ତ ଗୁରୁତର ଓ ଆହତଙ୍କୁ ଉଦ୍ଧାର କରାଯାଇ…

ରାଜ୍ୟର ବିଭିନ୍ନ କାରାଗାରରେ କଏଦୀ ପଢୁଛନ୍ତି ପାଠ, ଅଢ଼େଇ ବର୍ଷରେ ନାମ ଲେଖାଇଲେଣି ୨୪୫

ଭୁବନେଶ୍ବର: ରାଜ୍ୟର ବିଭିନ୍ନ କାରାଗାରରେ ବନ୍ଦ ଥିବା କଏଦୀଙ୍କୁ ପାଠ ପଢିବାକୁ ପ୍ରୋତ୍ସାହିତ କରାଯାଉଛି। ସେମାନଙ୍କୁ ମାଗଣାରେ ନାମଲେଖା ସହ ସମସ୍ତ ପ୍ରକାରର ପାଠ୍ୟ ଉପକରଣ ପ୍ରଦାନ କରାଯାଉଛି। ଦିନକୁ ଦିନ ପାଠପଢା ପ୍ରତି ସେମାନଙ୍କ ଆଗ୍ରହ ବଢିବାରେ ଲାଗିଛି। ବିଗତ…

ଲଘୁଚାପ ପ୍ରଭାବରେ ଅଗଷ୍ଟ ୨ ପର୍ଯ୍ୟନ୍ତ ବର୍ଷା

ଭୁବନେଶ୍ବର: ଉତ୍ତର ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଅଗଷ୍ଟ ୨ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। କିଛି ଅଞ୍ଚଳରେ ପ୍ରବଳରୁ ଅତି…

ଉନ୍ନତ ଗବେଷଣା ଲକ୍ଷ୍ୟ – ୫ ବର୍ଷରେ ଖର୍ଚ୍ଚ ହେବ ୨୧୬ କୋଟି

ଭୁବନେଶ୍ବର: ରାଜ୍ୟରେ ଗବେଷଣା ପରିଦୃଶ୍ୟକୁ ମଜଭୁତ କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବାକୁ ଯାଉଛି ଚିଫ୍ ମିନିଷ୍ଟର ରିସର୍ଚ୍ଚ ଇନୋଭେସନ୍ ଫେଲୋସିପ୍ ପ୍ରୋଗ୍ରାମ (ସିଏମ୍‌ଆରଆଇଏଫ୍‌ପି)। ବିଶ୍ବବିଦ୍ୟାଳୟରେ ଗବେଷଣାକୁ ଆହୁରି ଉନ୍ନତଧରଣର କରିବାକୁ ଲକ୍ଷ୍ୟ ରଖି…