ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଆରମ୍ଭ ହେଲା ଜିଓ ଟେକ୍ନିକାଲ୍ ଇନଭେଷ୍ଟିଗେସନ୍
ଭୁବନେଶ୍ୱର: ଆଉ ପାଦେ ଆଗେଇଲା ମେଟ୍ରୋ ପ୍ରକଳ୍ପ । ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଆରମ୍ଭ ହୋଇଛି ଜିଓ ଟେକ୍ନିକାଲ୍ ଇନଭେଷ୍ଟିଗେସନ୍ । ପ୍ରଥମ ପର୍ଯ୍ୟାୟରେ ତ୍ରିଶୁଳିଆରୁ ନନ୍ଦନକାନନ ମଧ୍ୟରେ ଚାଲିଛିି ଯାଞ୍ଚ । ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ୍…
