ବଙ୍ଗ ନିର୍ବାଚନୀ ହିଂସାରେ ପୁଣି ୨ଜଣ ‘ତୃଣମୂଳ କଂଗ୍ରେସ’ କର୍ମୀଙ୍କୁ ହତ୍ୟା; ୨୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
କୋଲ୍କାତା: ଆଉ ୨ଜଣ ‘ତୃଣମୂଳ କଂଗ୍ରେସ କର୍ମୀ’ଙ୍କୁ ହତ୍ୟା କରାଯିବା ପରେ ଆଜି ସକାଳସୁଦ୍ଧା ପଶ୍ଚିମବଙ୍ଗ ନିର୍ବାଚନୀ ହିଂସାକାଣ୍ଡଜନିତ ମୃତ୍ୟୁସଂଖ୍ୟା ୨୦କୁ ବୃଦ୍ଧି ପାଇଥିବା କଥା ‘ଇଣ୍ଡିଆ ଟୁଡେ’ ରିପୋର୍ଟ କରିଛି। ବିଶେଷସୂତ୍ରରୁ ପ୍ରାପ୍ତ ସୂଚନା ଅନୁସାରେ, ଶନିବାର ରାତିରେ ମାଲ୍ଦାର…
