ତାତିଲେ ଗ୍ରାମବାସୀ, ପୁଲିସ ଗାଡିକୁ ଅଟକାଇଲେ
ପିପିଲି: ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଜୟପୁରଶାସନ ଗ୍ରାମର ମେଳଣ ପଡ଼ିଆ ଠାରେ ଶନିବାର ରାତିରେ ପୁଲିସ ଭ୍ୟାନ୍କୁ କେତେକ ମହିଳା ଓ ପୁରୁଷ ମାନେ ଏକ ଘଣ୍ଟାରୁ ଅଧିକ ସମୟ କାଳ ଅଟକାଇ ରଖିଥିଲେ। ପିପିଲି ଥାନା ଅଧିକାରୀ ଦୀପକ କୁମାର…
ପିପିଲି: ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଜୟପୁରଶାସନ ଗ୍ରାମର ମେଳଣ ପଡ଼ିଆ ଠାରେ ଶନିବାର ରାତିରେ ପୁଲିସ ଭ୍ୟାନ୍କୁ କେତେକ ମହିଳା ଓ ପୁରୁଷ ମାନେ ଏକ ଘଣ୍ଟାରୁ ଅଧିକ ସମୟ କାଳ ଅଟକାଇ ରଖିଥିଲେ। ପିପିଲି ଥାନା ଅଧିକାରୀ ଦୀପକ କୁମାର…
ନୂଆଦିଲ୍ଳୀ : ମଣିପୁର ହିଂସା ପଛରେ ଥାଇପାରେ ବିଦେଶୀ ଶକ୍ତିର ଭୂମିକା। ଏହାକୁ ଅସ୍ୱୀକାର କରାଯାଇ ପାରିବ ନାହିଁ ବୋଲି ଆଶଙ୍କା କରାଯାଇଛି। ଚୀନ୍ ଆଡ଼କୁ ଅଙ୍ଗୁଳି ଦେଖାଇଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନର୍ଭାଣେ। ବିଭିନ୍ନ ଉଗ୍ରବାଦୀ ସଂସ୍ଥାଙ୍କୁ…
କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲାରେ ପୁଣି ଫୁଟିଲା ଗୁଳି । ଗୁଳିମାଡ଼ରେ ଗୁରୁତର ହୋଇପଡ଼ିଛନ୍ତି ଜଣେ ଯୁବକ । ମାର୍ଶାଘାଇ ଥାନା ମଙ୍ଗଳା ଛକରେ ଆଜି ଏହି ଗୁଳିମାଡ଼ ହୋଇଛି । ଗୁଳିମାଡ଼ର ଶିକାର ଯୁବକଙ୍କ ନାଁ ଶକ୍ତି ଚନ୍ଦନ ମହାନ୍ତି…
ଭଦ୍ରକ: ଭଦ୍ରକ ଦୋଳସାହିରେ ଅଘଟଣ । ମାଛ ଧରୁଥିବା ବେଳେ ନଦୀରେ ଭାସି ଯାଇଛନ୍ତି ୨ ସାଙ୍ଗ । ଜଣଙ୍କର ମୃତଦେହ ମିଳିଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଆଜି ୨ ସାଙ୍ଗ…
କରଞ୍ଜିଆ: ରକ୍ତ ରଞ୍ଜିତ ଶିମିଳିପାଳ ଅଭୟାରଣ୍ୟ ହେବ ଶିକାରୀ ମୁକ୍ତ। ସେଥିପାଇଁ ଚାଲିଛି ସର୍ଚ୍ଚ ଅପରେଶନ। ଶିମିଳିପାଳ ଅଭୟାରଣ୍ୟ ପାଦଦେଶରେ ଥିବା ଗାଁରେ ପୁଲିସ୍ ଚଢ଼ଉ କରି ଶିକାର ଉଦ୍ଦେଶ୍ୟରେ ବ୍ୟବହାର ହେଉଥିବା ୯ ବନ୍ଧୁକ ଜବତ କରିଛି। ଏନେଇ ସୂଚନା…
ଭୁବନେଶ୍ବର: ଉତ୍ତରପ୍ରଦେଶର ଗ୍ରେଟର୍ ନୋଏଡ଼ାରେ ଚାଲିଥିବା ଏସୀୟ ଯୁବ ଭାରୋତ୍ତୋଳନ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଛନ୍ତି ଓଡ଼ିଆ ଝିଅ ଜ୍ୟୋତ୍ସ୍ନା ସବର। ୪୦ କିଲୋଗ୍ରାମ ଓଜନ୍ ବର୍ଗରେ ଜ୍ୟୋତ୍ସ୍ନା ସ୍ନାଚ୍ରେ ୫୫ କିଲୋଗ୍ରାମ, କ୍ଲିନ୍ ଆଣ୍ଡ୍ ଜର୍କରେ ୬୪ କିଲୋଗ୍ରାମ ସହ…
ତନ୍ତ୍ର ସାଧନା ପାଇଁ ଜଣେ ବାବାଙ୍କ ଜୀବନ ନେଲେ ଅନ୍ୟ ଜଣେ ବାବା। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଘଟଣାଟି ସତ୍ୟ। ଜଣେ ବାବାଙ୍କ କାଠଫାଳିଆ ମାଡ଼ରେ ଜଣେ ବାବାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଘଟଣା…
ରାଜ୍ୟରେ କମିଛି ବାଘ ସଂଖ୍ୟା। ଓଡିଶାରେ ବର୍ତ୍ତମାନ ୨୦ଟି ବାଘ ରହିଛି। ୨୦୧୮ରେ ରାଜ୍ୟରେ ଏହି ସଂଖ୍ୟା ୨୮ ଥିଲା। ତେବେ ଶିମିଳିପାଳ ଅଭୟାରଣ୍ୟରେ ବାଘ ସଂଖ୍ୟା ସାମାନ୍ୟ ବୃଦ୍ଧିପାଇଛି। ୨୦୧୮ରେ ଏହା ୮ ଥିବା ବେଳେ ବର୍ତ୍ତମାନ ଏହା ୧୬କୁ…
ଗଞ୍ଜାମ: ସମ୍ପତ୍ତି ପାଇଁ ତୁଚ୍ଛ ହେଲା ରକ୍ତ ସମ୍ପର୍କ। ଭାଇକୁ ଶାବଳରେ ପିଟି ଜଣେ ଯୁବକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗୀ ପଞ୍ଚାୟକ ବାସୁଦେବପୁର ଗାଁରେ। ମୃତ ଯୁବକ ଜଣକ…
ଯାଜପୁର : ନିଲମ୍ବିତ ହେଲେ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଅଧିକାରୀ ରମାକାନ୍ତ ମଲିକ। ଯୁବତୀଙ୍କୁ ବ୍ଲାକମେଲ କରି ଅଡ଼ୁଆରେ ପଡ଼ିଥିଲେ ଅଧିକାରୀ। ଯୁବତୀଙ୍କ ସହ ତାଙ୍କର ଅଶ୍ଳୀଳ ବାର୍ତ୍ତାଳପର ଅଡିଓ ଭାଇରାଲ ପରେ ଚର୍ଚ୍ଚାକୁ ଆସିଥିଲେ ରମାକାନ୍ତ। କଟକ ସେଣ୍ଟ୍ରାଲ ରେଞ୍ଜ ଅଗ୍ନିଶମ…