ବ୍ୟାପୁଛି ଆଖିଧରା ରୋଗ : ଚଳିତ ମାସ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟରେ ବର୍ତ୍ତମାନ ଆଖି ଧାରା ରୋଗ ଅସ୍ବାଭାବିକ ଭାବେ ବଢ଼ିବାରେ ଲାଗିଛି । ଭୁବନେଶ୍ବର, କଟକ ସମେତ ଯାଜପୁର, ବାଲେଶ୍ବର ସମେତ ଅନ୍ୟ ଜିଲ୍ଲାରେ ବହୁ ସଂଖ୍ୟାରେ ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ନଜରକୁ ଆସିଛି । ଭୟରେ ଲୋକମାନେ…

ରାଜଧାନୀରୁ ପୁଣି ଜଣେ ଛାତ୍ର ନିଖୋଜ

ଭୁବନେଶ୍ୱର: ରାଜଧାନୀରୁ ପୁଣି ଜଣେ ଛାତ୍ର ନିଖୋଜ ।  ଛାତ୍ର ଜଣକ ରାଗି ଘରୁ କୁଆଡେ ପଳାଇଥିବା ଜଣାପଡିଛି । ଏ ନେଇ ପରିବାର ଲାେକେ ମୈତ୍ରୀ ବିହାର ଥାନାରେ ଅଭିଯୋଗ କରିଛନ୍ତି । ନିଖୋଜ ଛାତ୍ରଙ୍କ ନାଁ  ଯୋଗେଶ ବାଲାଜ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କ ସହ ଶାରିରୀକ ସଂପର୍କ ରଖିବା ଦୁଷ୍କର୍ମ ନୁହେଁ : ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର: ଉତ୍ତମ ସମ୍ପର୍କରେ ରହି ବିବାହ ପ୍ରତିଶୃତି ଦେଇ ଶାରୀରିକ ସମ୍ପର୍କ ରଖିବା ଦୁଷ୍କର୍ମ ନୁହେଁ । ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଘଟିଥିବା ଏକ ଘଟଣାକୁ ନେଇ ଦାୟର ମାମଲାର ଶୁଣାଣି କରି ଏହି ରାୟ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ ।…

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ: ୩ ଜଣଙ୍କର ଦରମା ଓ ୬ ଜଣଙ୍କର ପେନସନ ବନ୍ଦ

ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି  ରଖିଛନ୍ତି ।  ଏ ପର୍ଯ୍ୟନ୍ତ ୧୯୭ ଜଣ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ସାରିଲେଣି । ଏବେ ପୁଣି ୯ ଜଣଙ୍କ ବିରୋଧରେ କାାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । …

ଆଜିଠୁ+୨ ନାମଲେଖା, ପ୍ରଥମ ଦିନରେ ନାମ ପଞ୍ଜୀକରଣ କଲେ ୪ ଲକ୍ଷ ୧୨ ହଜାର ୩୬୮ଜଣ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଆଜିଠାରୁ +୨ ନାମଲେଖା। ୧୩ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ୧୪ ତାରିଖ ଯାଏ ପିଲାଙ୍କ ସ୍ଲାଇଡ୍‌ଅପ୍‌ ପ୍ରକ୍ରିୟା ଚାଲିବ। ପ୍ରଥମ ପର୍ଯ୍ୟାୟରେ ୪ ଲକ୍ଷ ୧୨ ହଜାର ୩୬୮ଜଣ ଛାତ୍ରଛାତ୍ରୀ ନାମଲେଖା ପାଇଁ ମନୋନୀତ ହୋଇଛନ୍ତି…

ପ୍ରଧାନମନ୍ତ୍ରୀ ଯିଏ ବି ହେଉ ଚଳିବ, ହେଲେ ତାଙ୍କର ପତ୍ନୀ ରହିଥିବା ଜରୁରୀ: ଲାଲୁ ଯାଦବ

ପଟନା: ପ୍ରଧାନମନ୍ତ୍ରୀ ଯିଏ ବି ହେଉ ଚଳିବ, ହେଲେ ତାଙ୍କର ପତ୍ନୀ ରହିଥିବା ଜରୁରୀ। ଏହି ବୟାନ ଦେଇ ଏବେ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି ଆରଜେଡି ସୁପ୍ରିମୋ ଲାଲୁ ଯାଦବ। ନିଜର ସ୍ୱାସ୍ଥ୍ୟାବସ୍ଥାର ଯାଞ୍ଚ ପାଇଁ ଆରଜେଡି ସୁପ୍ରିମୋ ଲାଲୁ…

ବିଷାକ୍ତ ଗ୍ୟାସ ଲିକ୍‌, ଛୋଟ ପିଲାଙ୍କ ସମେତ ୧୬ ମୃତ

ଜୋହାନ୍ସବର୍ଗ : ଦକ୍ଷିଣ ଆଫ୍ରିକାର ରାଜଧାନୀ ଜୋହାନ୍ସବର୍ଗ ପୂର୍ବ ପ୍ରାନ୍ତରେ ଥିବା ଗୋଟିଏ ବସ୍ତିରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ ଯୋଗୁ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କିଛି ମହିଳା ଓ ଛୋଟ ପିଲା ମଧ୍ୟ ରହିଛନ୍ତି। ପ୍ରଥମେ ଗ୍ୟାସ୍‌…

‘Twitter’ କୁ ଟକ୍କର ଦେବ ‘Threads ’, ଶହେରୁ ଅଧିକ ଦେଶରେ ଉପଲବ୍ଧ

ନୂଆଦିଲ୍ଲୀ : ଏଲନ ମସ୍କ ମୁଖିଆ ହେବା ପରଠୁ ସବୁବେଳେ ଟେନସନ୍‌ ବଢ଼ାଉଛି ‘Twitter’ । ‘Twitter’ର ଅଜବ ନିୟମ ୟୁଜର୍ସଙ୍କୁ ନାକେଦମ କରୁଛି। କେତେବଳେ ବ୍ଲୁ ଟିକ୍‌ ପାଇଁ ଟେନସନ୍‌ ଦେଉଛି ତ କେତେବେଳେ ପୋଷ୍ଟିଂ ଉପରେ ଲଗାଉଛି କଟକଣା।…

ଇ-ସାଇକେଲ ୪ଟଙ୍କାର ଚାର୍ଜରେ ଯିବ ୧୦୦ କିମି; ଚଢ଼ି ପାରିବ ପାହାଡ଼

ନୂଆଦିଲ୍ଲୀ:ଦେଶରେ ଇଲେକ୍ଟ୍ରିକ୍ ସାଇକେଲ ବା ଇ-ସାଇକେଲର ଚାହିଦା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏପରି ଏକ ଇଲେକ୍ଟ୍ରିକ୍ ସାଇକେଲ୍ ଭୋଲ୍ଟ୍ରନ୍ ମୋଟର୍ସ ଦ୍ୱାରା ଆରମ୍ଭ କରାଯାଇଛି। ଯାହାର ସମ୍ପୂର୍ଣ୍ଣ ଚାର୍ଜ ପାଇଁ ମାତ୍ର ୪ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରିବାକୁ ପଡୁଛି।…

ଛତୁ ଖାଇ ଗୋଟିଏ ପରିବାରର ୬ ଜଣ ଡାକ୍ତରଖାନାରେ ଭର୍ତ୍ତି

ଭଦ୍ରକ: ଛତୁ ତରକାରୀ ଖାଇ ଦୁଇ ପରିବାରର ୬ ଜଣ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ୪ ଶିଶୁଙ୍କ ସହ ୬ ଜଣ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ଭଦ୍ରକ ଜିଲ୍ଲା ରାହଞ୍ଜ ଗାଁରୁ ଏମିତି ଘଟଣା ସାମ୍ନାକୁ ଆସିଛି ।…