ଶିବସେନା ପରେ ଏନସପି ଦି’ ଫାଳ, ଏବେ କଂଗ୍ରେସ ପାଳି!

ମୁମ୍ବାଇ : ମହାରାଷ୍ଟ୍ର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟିବାରେ ଲାଗିଛି। ଗତବର୍ଷ ସରକାରରେ ଥିବା ଶିବସେନା ଦି’ ଭାଗ ହୋଇଥିବା ବେଳେ ରବିବାର ଅଜିତ ପାୱାରଙ୍କ ବିଦ୍ରୋହ ଯୋଗୁ ଏନସିପି ସମ ଦଶା ଭୋଗିଛି। ଶିବସେନାର ବିଦ୍ରୋହ ଯୋଗୁ ଉଦ୍ଧବ ଠାକରେ…

ବାହାନଗା ଟ୍ରେନ୍‌ ଟ୍ରାଜେଡି: ଷ୍ଟେସନ୍‌ ମାଷ୍ଟରଙ୍କ ଅବହେଳା ହିଁ ଦୁର୍ଘଟଣାର କାରଣ

ବାଲେଶ୍ବର: ବାହାନଗା ରେଳ ଦୁର୍ଘଟଣା ପାଇଁ ଷ୍ଟେସନ୍‌ ମାଷ୍ଟର ହିଁ ଦାୟୀ । ଏଭଳି ସାଂଘାତିକ ତଥ୍ୟ ଆସିଛି ସିଆରଏସ୍‌ ରିପୋର୍ଟରୁ । ସିଗନାଲିଂ ତ୍ରୁଟିରୁ ଦୁର୍ଘଟଣା ଘଟିଥିବା ସ୍ପଷ୍ଟ ହୋଇଛି । ରେଲୱେ ସେଫଟି କମିଶନର ରିପୋର୍ଟରେ ଏହା କୁହାଯାଇଛି ।…

ସ୍ୱାମୀର କୋଦାଳ ମାଡରେ ସ୍ତ୍ରୀ ମୃତ

ବଲାଙ୍ଗୀର: ପାରିବାରିକ କଲହରୁ ସ୍ବୀ କୁ ହତ୍ୟା କଲା ଜହ୍ଲାଦ ସ୍ୱାମୀ.. ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନା ଟିକ୍ରାପଡା ଫାଣ୍ଡି ଝରବାହାଲି ଗାଁରେ…. ସ୍ୱାମୀର ଫାଉଡ଼ା ମାଡ଼ରେ ସ୍ତ୍ରୀ ମୃତ..ସୂଚନା ଅନୁଯାଇ ଆଜି ସକାଳୁ…

ଏସସିଓ ମଞ୍ଚରେ କଶ୍ମୀର ପ୍ରସଙ୍ଗ ଉଠାଇଲେ ଶେହବାଜ୍ ସରିଫ

ନୂଆଦିଲ୍ଲୀ : ଭାରତ ପକ୍ଷରୁ ମଙ୍ଗଳବାର ଭର୍ଚୁଆଲ ମାଧ୍ୟମରେ ସାଂଘାଇ ସହଯୋଗ ସଂଗଠନ (ଏସସିଓ)ର ଆୟୋଜନ କରାଯାଇଛି । ଏହି ବୈଠକରେ ଭାରତ, ପାକିସ୍ତାନ, ଚୀନ, ରୁଷିଆ ଏବଂ ଅନ୍ୟାନ୍ୟ ଦେଶର ରାଷ୍ଟ୍ରପତିମାନେ ଯୋଗ ଦେଇଥିଲେ । କିନ୍ତୁ ଏହି ମଞ୍ଚରେ…

ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ୟୁସିସି ବୟାନ ପରେ ଆପ୍‌ର ଆଭିମୁଖ୍ୟକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ : ୟୁନିଫର୍ମ ସିଭିଲ କୋର୍ଡ(ୟୁସିସି) ପ୍ରସଙ୍ଗରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ବୟାନ ଦେବା ପରେ ନୂଆ ଟ୍ୱିଷ୍ଟ ଆସିଛି। ଦିଲ୍ଲୀ ଓ ପଞ୍ଜାବରେ କ୍ଷମତାସୀନ ଆପ୍‌ର ଆଭିମୁଖ୍ୟ ୟୁସିସିକୁ ନେଇ କ’ଣ, ତା’ ଉପରେ ପ୍ରଶ୍ନ ବି ଉଠିବାକ…

ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ୱସ୍ତି

ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ୱସ୍ତି। ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀଙ୍କୁ ଆଶ୍ୱସ୍ତି। ଗିରଫ ପାଇଁ ହାଇକୋର୍ଟରେ ଜାରି NBW ଉପରେ ରୋକ୍‌। ଜାମିନ୍‌ ବିହୀନ ଗିରଫ ପରୱାନା କାର୍ଯ୍ୟକାରୀ ନକରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଆସନ୍ତା…

ସୁବର୍ଣ୍ଣପୁରରେ ୫ଟି ସଚିବଙ୍କୁ ବିରୋଧ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲାରେ ଆଜି ୫ଟି ସଚିବଙ୍କ ଗସ୍ତକୁ ବିରୋଧ । ଏହି ଗସ୍ତକୁ ବିରୋଧ କରି ଧାରଣା ସହ ସଚିବଙ୍କ ଗାଡିକୁ ଅଣ୍ଡାମାଡ କଲେ ଲାେକେ । ୫ଟି ସଚିବଙ୍କର ସୁବର୍ଣ୍ଣପୁର ଜିଲ୍ଲା ଗସ୍ତକୁ ବିଜେପି ସହ ବିରୋଧ କରିଛି…

ଭାରତ ଉପରେ ପ୍ରତିଶୋଧ ନେବାକୁ ଯୋଜନା କରୁଛନ୍ତି ଖଲିସ୍ତାନୀ, ସତର୍କ କରାଇଲେ ଗୁଇନ୍ଦା ଏଜେନ୍ସି

ନୂଆଦିଲ୍ଲୀ : ନିଜର ତିନିଜଣ ବରିଷ୍ଠ ନେତାଙ୍କ ମୃତ୍ୟୁ ପରେ ଖଲିସ୍ତାନ ସମର୍ଥକ ସଂସ୍ଥାଗୁଡ଼ିକ ଏବେ ଗଭୀର ଚାପରେ ଅଛନ୍ତି । ଏସବୁ ନେତାଙ୍କ କେବଳ ହତ୍ୟା ବା ମୃତ୍ୟୁ ହୋଇନି ବରଂ ଭାରତୀୟ ଗୁଇନ୍ଦା ଏଜେନ୍ସିମାନେ ଯୋଜନା କରି ହତ୍ୟା…

ବିଜେବି କଲେଜରେ ମୁହାଁମୁହିଁ ହେଲେ ଦୁଇ ଗୋଷ୍ଠୀ

ଭୁବନେଶ୍ୱର: ପୁଣି ଅଶାନ୍ତ ହେଲା ବିଜେବି କଲେଜ । ମୁହାଁମୁହିଁ ହେଲେ ଦୁଇ ଗୋଷ୍ଠୀ । ନିଜ ଗୋଷ୍ଠୀରେ ସାମିଲ କରିବାକୁ ବିଜୁ ଛାତ୍ର ଜନତା ଦଳର ଛାତ୍ରନେତା ମାଡ ମାରିଥିବା ଅଭିଯୋଗ ହୋଇଛି । ଏହି ମାମଲା ଥାନାରେ ପହଞ୍ଚିଛି ।…

ଚୋର ଧରାଇ ଦେବାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର : ବର୍ଷକ ତଳର ରାଗ ସୁଝାଇଲେ ଦୁର୍ବୃତ୍ତ । ଚୋର ଧରାଇ ଦେବାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ଚନ୍ଦ୍ରଶେଖରପୁର ଥାନା ପୋଲିସ । ଏହାସହ ଆକ୍ରମଣର ସିସିଟିଭି ଫୁଟେଜ ସାମ୍ନାକୁ ଆସିଛି…