ସିଦ୍ଧାନ୍ତ ମହାପାତ୍ରଙ୍କୁ ଏସ୍‌ଟିଏ ର ପ୍ରଶଂସା

ଭୁବନେଶ୍ୱର:ଓଲିଉଡର ଖ୍ୟାତନାମା ଅଭିନେତା ତଥା ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ରଙ୍କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସଟିଏ) ପକ୍ଷରୁ ପ୍ରଶଂସା କରାଯାଇଛି। ଗୋଲ୍ଡେନ ଆୱାରରେ ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର ପାଇଁ ତାଙ୍କୁ ପ୍ରଶଂସା କରାଯିବା ସହିତ ସିଦ୍ଧାନ୍ତ ଅନ୍ୟମାନଙ୍କ ପାଇଁ ରୋଲ୍‌ ମଡେଲ ବୋଲି…

ଘରେ ଶୋଇଥିଲେ ଶାଶୂ-ବୋହୂ: ଚଢିଗଲା ହାଇଓ୍ବା

କେନ୍ଦ୍ରାପଡ଼ା: ଆଜି ସକାଳେ କେନ୍ଦ୍ରାପଡ଼ା ଜିଲ୍ଲାର କୃଷ୍ଣନଗର ପଞ୍ଚାୟତର ବାଘୁଆ ଗାଁରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ରାସ୍ତାକଡ଼ ଘର ଉପରକୁ ଏକ ଚିପ୍ସ ବୋଝେଇ ହାଇୱା ମାଡ଼ିଯିବା ଫଳରେ ଘର ଭିତରେ ଥିବା ଶାଶୂ ଓ ବୋହୂ…

ବାଲେଶ୍ୱର ଏସ୍‌ପି ସାଗରିକା ନାଥଙ୍କ ବାପା-ମାଆଙ୍କୁ ଆକ୍ରମଣ

ଭୁବନେଶ୍ବର: ଆଇପିଏସ୍‌ଙ୍କ ବାପା-ମାଆଙ୍କୁ ଆକ୍ରମଣ। ପୂର୍ବତନ ଭୁବନେଶ୍ୱର ଟ୍ରାଫିକ ଡିସିପି ତଥା ବର୍ତ୍ତମାନର ବାଲେଶ୍ୱର ଏସ୍‌ପି ସାଗରିକା ନାଥଙ୍କ ପରିବାର ଉପରେ ଆକ୍ରମଣ ହୋଇଛି। ମିଳିଥିବା ସୂଚନା ଅନସାରେ ଗତକାଲି ରାତିରେ ସାଗରିକାଙ୍କ ବାପା-ମାଆ ଏକ କାର୍‌ରେ ଆମ୍ରି ହସ୍‌ପିଟାଲ ନିକଟରୁ…

ଠିକାଦାର ଭାଙ୍ଗିଦେଲେ କେଦାରଗୌରୀ ମନ୍ଦିର ପାଚେରୀ : ଏଏସଆଇ

ଭୁବନେଶ୍ବର: ଆଜି କେଦାରଗୌରୀ ମନ୍ଦିରର ଗୋଟିଏ ପାର୍ଶ୍ବ ପାଚେରୀ ଭାଙ୍ଗି ଦିଆଯାଇଛି। ବିନା ଅନୁମତିରେ କେଦାରଗୌୀ ମନ୍ଦିର ପାଚେରୀ ଭଙ୍ଗାଯାଇଛି ବୋଲି ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ (ଏଏସଆଇର) ଅଭିଯୋଗ କରାଯାଇଛି। ମନ୍ଦିର ସୁରକ୍ଷା କର୍ମୀଙ୍କ ବାରଣ ସତ୍ତ୍ବେ କେଦାରଗୌରୀ ମନ୍ଦିରର ପାଚେରୀକୁ…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ସତ୍ୟନଗର ଶ୍ମଶାନରେ ବିହାର ଓ ଝାଡ଼ଖଣ୍ଡର ୨ ମୃତଦେହର ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ମୃତ ଝାଡ଼ଖଣ୍ଡ ଓ ବିହାରର ଦୁଇ ଜଣ ବ୍ୟକ୍ତିଙ୍କ ମୃତଦେହ ଆଜି ଭୁବନେଶ୍ବରର ସତ୍ୟନଗରସ୍ଥିତ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ଝାଡଖଣ୍ଡର ମୃତକ ହେଲେ ଦିନେଶ ଯାଦବ ଓ ବିହାରର ମୃତକ ହେଲେ ସୁରେଶ ରାୟ…

ଲେବାନନ୍‌ ସୁଟ୍‌ଆଉଟ୍‌; ଫାଇନାଲ୍‌ରେ ଭାରତ

ବେଙ୍ଗାଲୁରୁ: ଲେବାନନ୍‌କୁ ସୁଟ୍ ଆଉଟ୍‌ କରି ଭାରତ ସାଫ୍‌ ଚାମ୍ପିୟନ୍‌ସିପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି। ସ୍ଥାନୀୟ କାନ୍ତୀରବା ଷ୍ଟାଡିୟମ୍‌ରେ ଶନିବାର ଖେଳାଯାଇଥିବା ରୋମାଞ୍ଚକର ସେମିଫାଇନାଲ୍‌ରେ ଭାରତ ୪-୨ ପେନାଲ୍‌ଟି ସୁଟ୍‌ଆଉଟ୍‌ରେ ଲେବାନନ୍‌କୁ ହରାଇଥିଲା। ଫାଇନାଲ୍‌ରେ ଭାରତର ମୁକାବିଲା ମଙ୍ଗଳବାର କୁଏତ୍‌ ସହିତ…

ସ୍ତ୍ରୀକୁ ହତ୍ୟା କରିବା ପରେ ଆତ୍ମହତ୍ୟା କଲେ ‘ସନ୍ଦେହୀ’ ସ୍ୱାମୀ ଅନାଥ ହୋଇଗଲେ ଶିଶୁ

ଅହମ୍ମଦାବାଦ: ସହରର ଗୋତ୍ରୀ ଅଞ୍ଚଳର ଏକ ଆବାସିକ କଲୋନୀରେ ଆପାର୍ଟମେଣ୍ଟର ଷଷ୍ଠ ମହଲାରୁ ଏକ ଦମ୍ପତିଙ୍କ ମୃତଦେହ ମିଳିବା ପରେ ଘଟଣାର ତଦନ୍ତ ଆରମ୍ଭ କରିଛି ଭଦୋଦରା ପୁଲିସ। ପୁଲିସ ସୂଚନା ଅନୁଯାୟୀ, ଆଶିଷ ମାନେ ତାଙ୍କ ପତ୍ନୀ ଆରତୀଙ୍କୁ ହତ୍ୟା…

ଦିଲ୍ଲୀରୁ ମଦ ବୋତଲ ଧରି ୟୁପି ଗଲେ ହେବ ଜେଲ୍‌

ନୂଆଦିଲ୍ଲୀ : ଦିଲ୍ଲୀ ମେଟ୍ରୋରେ ଠିପି ବନ୍ଦ ମଦ ବୋତଲ ଧରି ଯଦି କେହି ଉତ୍ତର ପ୍ରଦେଶର ନୋଏଡାରେ ପହଞ୍ଚିବେ, ତା’ହେଲେ ତାଙ୍କୁ ଜେଲଦଣ୍ଡ ଭୋଗିବାକୁ ପଡ଼ିପାରେ। ଏଥିସହ ମୋଟା ଅଙ୍କର ଜୋରିମାନା ମଧ୍ୟ ଲାଗୁ କରାଯାଇ ପାରେ ବୋଲି ଉତ୍ତର…

ସମାନ ନାଗରିକ ସଂହିତା ବିରୋଧରେ ମାୟାବତୀଙ୍କ ଦଳ ବହୁଜନ ସମାଜ ପାର୍ଟି(ବିଏସପି) ନାହିଁ

ଲକ୍ଷ୍ନୌ : ଦେଶରେ ୟୁନିଫର୍ମ ସିଭିଲ କୋଡ(ୟୁସିସି) ବା ସମାନ ନାଗରିକ ସଂହିତା ବିରୋଧରେ ମୟାବତୀଙ୍କ ଦଳ ବହୁଜନ ସମାଜ ପାର୍ଟି(ବିଏସପି) ନାହିଁ। ଆଜି ନିଜେ ମାୟାବତୀ କିନ୍ତୁ ରଖି ୟୁସିସି ଲାଗୁ କରିବା ସପକ୍ଷରେ ମତ ରଖିଛନ୍ତି। ସେ କହିଛନ୍ତି,…

ବାଇକ୍‌ ଆରୋହୀ ସ୍ବାମୀ-ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଦ୍ରୁତଗାମୀ ଟ୍ରକ୍‌

ଅନୁଗୋଳ: ୫୫ ନମ୍ବର ଜାତୀୟ ରାଜପଥରେ ଆଜି ଅପରାହ୍‌ଣରେ ପୁଣି ଏକ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଯାଇଛି। ଫଳରେ ଘଟଣାସ୍ଥଳରେ ହିଁ ସେମାନଙ୍କର ଜୀବନ ଚାଲି ଯାଇଛି। ମୃତକମାନେ ହେଲେ ଗୁରଙ୍ଗ ଦେହୁରୀସାହିର ଅକ୍ଷୟ…