ବାହାନଗା ଟ୍ରେନ ଟ୍ରାଜେଡି: ୩ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ
ବାଲେଶ୍ୱର: ବାଲେଶ୍ବର ଜିଲ୍ଲା ବାହାନଗା ଟ୍ରେନ୍ ଦୁର୍ଘଟଣା ମାମଲାରେ ତିନି ଜଣ ରେଳ କର୍ମଚାରୀଙ୍କୁ ଗିରଫ କଲା ସିବିଆଇ। ମିଳିଥିବା ସୂଚନା ମୁତାବକ ସିନିୟର ସେକ୍ସନ ଇଂଜିନିୟର ଅରୁଣ କୁମାର ମହନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମୀର ଖାନ ଓ ଟେକନିସିଆନ…