କଂଗ୍ରେସରୁ ସସପେଣ୍ଡ ପରେ ମୁହଁ ଖୋଲିଲେ ବିଧାୟକ ମହମ୍ମଦ ମୋକିମ୍‌

ଭୁବନେଶ୍ବର: ଓଡ଼ିଶା ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ବିରୋଧରେ ସ୍ବର ଉଠିଛି। କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ ଓ ପୂର୍ବତନ ବିଧାୟକ ଚିରଂଜୀବ ବିଶ୍ବାଳଙ୍କୁ ଶନିବାର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ନିଲମ୍ବନ ପରେ ପିସିସି ବିରୋଧରେ ଦଳର ନେତା…

ଜଗତସିଂହପୁରରେ ଶରତଙ୍କ କୁଶପୁତ୍ତଳିକା ଦାହ

ଜଗତସିଂହପୁର: ଦଳ ବିରୋଧୀ କାର୍ଯ୍ୟ ନେଇ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଭିଯୋଗ କ୍ରମେ ମହମ୍ମଦ ମୋକିମ୍ ଓ ଚିରଞ୍ଜୀବ ବିଶ୍ୱାଳଙ୍କୁ ଦଳ ନିଲମ୍ବିତ କରିଛି । ଶନିବାର ଦଳ ଉଭୟ ନେତାଙ୍କୁ କଂଗ୍ରେସରୁ ନିଲମ୍ବିତ କରିଥିବା ବେଳେ ରବିବାର କାର୍ଯ୍ୟାନୁଷ୍ଠାନକୁ ବିରୋଧ…

୩୯ ଲକ୍ଷ ହଡ଼ପ ଅଭିଯୋଗରେ ବନ୍ଧା ହେଲେ ଫ୍ଲିପକାର୍ଟର ୩ କର୍ମଚାରୀ

ବୌଦ୍ଧ: ଫ୍ଲିପ୍‌କାର୍ଟରେ ଚାକିରି କରି କୌଶଳକ୍ରମେ କମ୍ପାନିରୁ ୩୯ ଲକ୍ଷ ଟଙ୍କା ଠକେଇ କରିଥିବା ତିନି ଜଣ ଠକ ଅଧକାରୀଙ୍କୁ ବୌଦ୍ଧ ପୁଲିସ ଗରିଫ କରିବାରେ ସଫଳ ହୋଇଛି। ଏନେଇ ଏସପି ରାଜ୍ ପ୍ରସାଦ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।…

ଓଡ଼ିଶାର ୪୪ ପ୍ରତିଶତ ବିଧାୟକଙ୍କ ନାଁରେ ରହିଛି ଅପରାଧିକ ମାମଲା, ବିଜେଡିରେ ସର୍ବାଧିକ: ଏଡିଆର୍

ଭୁବନେଶ୍ୱର: ଓଡ଼ିଶାର ୪୪ ପ୍ରତିଶତ ବିଧାୟକଙ୍କ ନାଁରେ ଅପରାଧିକ ମାମଲା ରହିଛି । ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମ୍ସ (ADR) ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁସାରେ, ଓଡ଼ିଶାର ୧୪୫ ବିଧାୟକଙ୍କ ମଧ୍ୟରୁ ୬୪ ଜଣ ସେମାନଙ୍କ ନାଁରେ ଅପରାଧିକ ମାମଲା ଥିବା ସତ୍ୟପାଠ…

ପୁରୀ ସମୁଦ୍ରରେ ବୁଡ଼ିଯାଉଥି ବେଳେ ପର୍ଯ୍ୟଟକଙ୍କୁ ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ : ପୁରୀ ସମୁଦ୍ରରେ ଆଜି ବୁଡ଼ିଯାଉଥି ବେଳେ ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଛି । ସୂଚନା ଅନୁଯାୟୀ ପୁରୀ ସମୁଦ୍ରର ୭ ନମ୍ବର ସେକ୍ଟରରେ ଆଜି ଅପରାହ୍ନରେ ଉକ୍ତ ପର୍ଯ୍ୟଟକ ଗାଧୋଉଥିଲେ । ହଠାତ୍‌ ସେ ଲହଡିରେ ଭାସିଯାଇ ବୁଡ଼ି ଯାଉଥିବା…

ସୃଷ୍ଟି ହେଲା ଲଘୁଚାପ, ୫ ଦିନ ପ୍ରବଳ ବର୍ଷିବ, ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ସୃଷ୍ଟି ହେଲା ଲଘୁଚାପ । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର ଓଡ଼ିଶା-ପାର୍ଶ୍ୱବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଓ ଝାଡଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ…

ଦାଦାବଟି ପାଇଁ ବୋମାମାଡ଼ ଘଟଣା, ଗ୍ୟାଙ୍ଗ ମୁଖ୍ୟ ସହ ୫ ଗିରଫ

ପୁରୀ: ଆକ୍ସନ ମୋଡରେ ପୁରୀ ପୋଲିସ । ବୋମାମାଡ଼ର ୨୪ ଘଣ୍ଟାରେ ପୁରୀ ପୋଲିସ ବୋମାମାଡ଼ କରିଥିବା ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି । ଗ୍ୟାଙ୍ଗର ମୁଖ୍ୟ ରାଜା ମଲ୍ଲିକଙ୍କ ସହ ୫ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ସେମାନଙ୍କ ଠାରୁ…

CGL ପ୍ରଶ୍ନପତ୍ର ଡିଲ ବେଳେ ପୋଲିସର ରେଡ: ୧୦ ଦଲାଲ ଗିରଫ

ଜଳେଶ୍ୱର: ଷ୍ଟାଫ ସିଲେକ୍ସନ କମିଶନ ଦ୍ୱାରା ଆୟୋଜିତ କମ୍ବାଇନ ଗ୍ରାଜୁଏଟ ଲେଭଲ ପ୍ରଶ୍ନପତ୍ର ଡିଲ ବେଳେ ଚଢ଼ାଉ । ସାଇବର ପୋଲିସ ଓ ତାଳସୀରରେ ମେରାଇନ ପୋଲିସର ୨୦ ଜଣିଆ ଟିମ ଦୀଘାର ଏକ ଘରୋଇ ହୋଟେଲରେ ଚଢାଉ କରିଥିଲା ।…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ଆର୍‌ଡି ଜୁନିୟର କଲେଜ

ଭୁବନେଶ୍ୱର: ୟୁନିଟ ୯ ବାଳିକା ସ୍କୁଲରେ ଚାଲିବ ରମାଦେବୀ ଜୁନିୟର କଲେଜ। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ ଉଠିଯିବ ରମାଦେବୀ ଜୁନିୟର କଲେଜ। ବିଶ୍ୱବିଦ୍ୟାଳୟ କୁଳପତିଙ୍କ ଅନୁରୋଧ କ୍ରମେ ଏପରି ନିଷ୍ପତ୍ତି ନିଆଯାଇଛି। ଏନେଇ ଗଣଶିକ୍ଷା ବିଭାଗ ସ୍ୱତନ୍ତ୍ର ସଚିବଙ୍କୁ ଚିଠି ଲେଖି…

ବିଜେପିରେ ମିଶିଲେ ଚିଲିକାର ବିଜେଡି ନେତା ଓ ଶତାଧିକ କର୍ମୀ

ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି ବିଜେପିର ମିଶ୍ରଣ ପର୍ବ। ରାଜ୍ୟ ସଭାପତି ମନମୋହନ ସାମଲ, ରାଷ୍ଟ୍ରୀୟ ମୁଖପାତ୍ର ଡା.ସମ୍ବିତ ପାତ୍ର, ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି…