ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ୫ଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର କାର୍ଯ୍ୟରତ ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟବୀମା ପରିମାଣକୁ ୨ଲକ୍ଷ ଟଙ୍କାରୁ ୫ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ଏହି ସୁବିଧା ରାଜ୍ୟର ୮୭୧୭ଜଣ ସାମ୍ବାଦିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ମିଳିବ…