୮ଟି ନୂଆ ଗ୍ରୀଡ ସବ୍ଷ୍ଟେସନ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୨.୨ ଲକ୍ଷ ଲୋକ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ରାଜ୍ୟର ୮ଟି ଜିଲ୍ଲାରେ ୮ଟି ଗ୍ରୀଡ ସବଷ୍ଟେସନ ଲୋକାର୍ପିତ କରିଛନ୍ତି । ଏହିସବୁ ସ୍ଥାନ ଗୁଡିକ ହେଲା ଅନୁଗୁଳର ମେରାମୁଣ୍ଡଳି, ଖୋର୍ଦ୍ଧାର କଣ୍ଟାବାଡ, କୋରାପୁଟର ବୋରିଗୁମା, ଝାରସୁଗୁଡାର ଲଖନପୁର, ସୁନ୍ଦରଗଡର କୁମାରମୁଣ୍ଡା, ସମ୍ବଲପୁରର…