ସମ୍ବଲପୁରରେ ବର୍ଷେ ପାଇଁ ସମସ୍ତ ଧାର୍ମିକ ଶୋଭାଯାତ୍ରା ବନ୍ଦ
ସମ୍ବଲପୁରରେ ବର୍ଷେ ପାଇଁ ସମସ୍ତ ଧାର୍ମିକ ଶୋଭାଯାତ୍ରାକୁ ବନ୍ଦ କରାଯାଇଛି। ଶାନ୍ତି କମିଟି ବୈଠକରେ ହୋଇଛି ଏହି ନିଷ୍ପତ୍ତି। ସମ୍ବଲପୁର ଏସପି ମୁକେଶ ଭାମୁ ଏହି ସୂଚନା ଦେଇଛନ୍ତି। ସମ୍ବଲପୁର ସହରରେ ହନୁମାନ ଜୟନ୍ତୀ ଓ ମହରମ ଅବସରରେ ବିଶାଳ ଶୋଭାଯାତ୍ରାର ଆୟୋଜନ…