ଆସନ୍ତାକାଲିଠୁ ପୁରୀବାସୀଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର
ପୁରୀ: କାଲିଠୁ ପୁରୀବାସୀଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର । ଏନେଇ ଗୁରୁତ୍ବପୂର୍ଣ୍ଣ ବୈଠକରେ ହୋଇଛି ନିଷ୍ପତ୍ତି । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ, ଏସପି, ପରିଚାଳନା କମିଟି ସଦସ୍ୟ ଓ ଛତିଶା ନିଯୋଗର ସବ କମିଟି ସଦସ୍ୟଙ୍କ ଉପସ୍ଥିତିରେ ହୋଇଥିବା…