ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନରେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟୋନି ବ୍ଲେୟାର । ଏହି ଅବସରରେ ରାଜ୍ୟର ପ୍ରଗତି ସମ୍ପର୍କରେ ଆଲୋଚନା ହୋଇଥିଲା । ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଅଫ୍ ଗ୍ଲୋବାଲ…