ମହିଳାଙ୍କୁ ପ୍ରଥମ ପାସେଞ୍ଜର ଭାବେ ବାରଣ କଲେ ବସ୍ ମାଲିକଙ୍କ ବିରୋଧରେ କଟିବ ଇ-ଚାଲାଣ
ଏଣିକି ମହିଳା ଯାତ୍ରୀଙ୍କୁ ଯଦି କୌଣସି ବସ କର୍ମଚାରୀ ପ୍ରଥମେ ପାସେଞ୍ଜର ଭାବେ ଉଠାଇବାକୁ ବାରଣ କରିବେ, ସଂପୃକ୍ତ ବସ୍ ମାଲିକ ଗଣିବେ ଜରିମାନା। ବସର ପ୍ରଥମ ଯାତ୍ରୀ ଭାବେ ମହିଳାଙ୍କୁ ବାରଣ ଅଭିଯୋଗ ମାମଲା ଉପରେ ଏଭଳି ଏକ ନିର୍ଦ୍ଦେଶନାମା…