ଅଗଷ୍ଟ ୩ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ଦୁଇ ଶ୍ରେଣୀରେ ସ୍ପଷ୍ଟ ଆଡମିଶନ୍ ଅବଧି
ଭୁବନେଶ୍ୱର: ଯୁକ୍ତ ୨ ସ୍ପଟ୍ ଆଡମିଶନ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଖରାପ ପାଗକୁ ଦୃଷ୍ଟିରେ ରଖି ସରକାର ଦ୍ୱାଦଶ ସ୍ପଟ୍ ଆଡମିଶନ ଅବଧିକୁ ୩ ଅଗଷ୍ଟ ଯାଏ ବଢ଼ାଇଛନ୍ତି । ଏନେଇ ଉଚ୍ଚଶିକ୍ଷା ମାଧ୍ୟମିକ ପରିଷଦ ପକ୍ଷରୁ…