ଚନ୍ଦ୍ରପୃଷ୍ଠରେ ମାଟିର ତାପମାତ୍ରା ମାପିଲା ଚନ୍ଦ୍ରଯାନ-3
ଚନ୍ଦ୍ରରେ ଅନୁସନ୍ଧାନ ଆରମ୍ଭ କରିଦେଇଛି ଚନ୍ଦ୍ରଯାନ-3। ଦକ୍ଷିଣ ମେରୁରେ ସଫ୍ଟ ଲ୍ୟାଣ୍ଡିଂ ପରେ ଇସ୍ରୋକୁ ପଠାଉଛି ନୂଆ ନୂଆ ତଥ୍ୟ। ଏହିପରିପ୍ରେକ୍ଷୀରେ ଲ୍ୟାଣ୍ଡର ବିକ୍ରମରେ ଲାଗିଥିବା ChaSTE ପେଲୋଡ୍ ଚନ୍ଦ୍ରପୃଷ୍ଠରୁ ପଠାଇଛି ଆଉ ଏକ ସୂଚନା। ସେଠାରେ ମାଟିର ତାପମାତ୍ରା କେତେ ରହେ ତା'ର…
