ମୁଜାଫରପୁର ଜିଲାରେ ଫ୍ରିଜ ବିସ୍ଫୋରଣ: ଜିଅନ୍ତା ଜଳିଗଲେ ନଣନ୍ଦ-ଭାଉଜ

ପାଟ୍‌ନା: ମୁଜାଫରପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଫ୍ରିଜ୍‌ ବିସ୍ଫୋରଣ ହୋଇ ନଣନ୍ଦ ଏବଂ ଭାଉଜଙ୍କ ମୃତ୍ୟୁ ଘଟିଛି। ଜିଲାର ଦେଓରିଆ ଥାନା ଅନ୍ତର୍ଗତ ଡୁମରୀ ପରମାନନ୍ଦପୁର ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଫ୍ରିଜ୍‌ ବିସ୍ଫୋରଣ ହୋଇ ଘରେ ନିଆଁ…

କ୍ରିପ୍ଟୋ କରେନ୍ସି ସ୍କାମ୍ ମାମଲା: ୩ ଅଭିଯୁକ୍ତଙ୍କ ନାଁରେ ଲୁକଆଉଟ ସର୍କୁଲାର

ଭୁବନେଶ୍ବର: କ୍ରିପ୍ଟୋ ପୁଞ୍ଜି ନିବେଶ ନାଁରେ ହଜାର କୋଟିରୁ ଉର୍ଦ୍ଧ୍ବ ଠକେଇ ମାମଲା  । ୩ ଜଣଙ୍କ ନାଁରେ ଲୁକ ଆଉଟ ସର୍କୁଲାର୍ ଜାରି କରିଛି ଇଓଡବ୍ଲୁ  । ଅଭିଯୁକ୍ତ ମାନେ ହେଲେ ରାଜସ୍ଥାନ ହନୁମାନଗଡର କ୍ରିଷ୍ଣା କୁମାର, ଗଙ୍ଗାନଗରର ଅନିଲ…

ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ରାକ୍ଷୀ ଉପହାର

ଭୋପାଳ: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ନିର୍ବାଚନ ବର୍ଷରେ ପ୍ରିୟ ଭଉଣୀମାନଙ୍କ ପାଇଁ ଉପହାରର ବାକ୍ସ ଖୋଲିଛନ୍ତି। ମୁଖ୍ୟମନ୍ତ୍ରୀ ରବିବାର ତାଙ୍କ ସରକାରଙ୍କ ‘ଲାଡଲି ବେହନା’ ଯୋଜନା ଅଧୀନରେ ଆୟୋଜିତ ଏକ ସମ୍ମିଳନୀରେ ଘୋଷଣା କରିଛନ୍ତି ଯେ ଶ୍ରାବଣ…

ସୌମ୍ୟଙ୍କୁ ଅନୁଭବ ପଟ୍ଟନାୟକଙ୍କ ଚ୍ୟାଲେଞ୍ଜ: ପ୍ରମାଣ ଦେଲେ ରାଜନୀତି ଛାଡିଦେବି

ଭୁବନେଶ୍ୱର: ବିଜେଡି ବିଧାୟକ ସୌମ୍ୟ ପଟ୍ଟନାୟକଙ୍କ ସମ୍ପାଦକୀୟକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଉଠିଛି। କିଛିଦିନର ବ୍ୟବଧାନ ପରେ ପୁଣି ଥରେ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ତଥା ସମ୍ବାଦ ସଂପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ। ରାଜ୍ୟର ପ୍ରମୁଖ ଗଣମାଧ୍ୟମଠାରୁ ଆରମ୍ଭ କରି…

ମୁମ୍ବାଇର ଗାଲାକ୍ସି ହୋଟେଲରେ ଲାଗିଲା ନିଆଁ, ୮ ଗୁରୁତର, ୩ ମୃତ

ମୁମ୍ବାଇ: ଦେଶର ଆର୍ଥିକ ରାଜଧାନି ମୁମ୍ବାଇର ସାନ୍ତାକ୍ରୁଜ ଅଞ୍ଚଳରେ ସ୍ଥିତ ଗାଲାକ୍ସି ହୋଟେଲରେ ଭିଷଣ ନିଆଁ ଲାଗିଛି। ଏହା ଜଣାପଡିବା ପରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ଦେଖା ଦେଇଥିଲା। ଏହି ଅଗ୍ନିକାଣ୍ଡ ଫଳରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି…

ସରକାରୀ କ୍ବାର୍ଟର୍ସରୁ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି ।  କାର୍ଯ୍ୟରତ ଜଣେ କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ତାହା ପୁଣି ତାଙ୍କ ସରକାରୀ କ୍ବାର୍ଟର୍ସରୁ । ମୃତ କନେଷ୍ଟବଳ କେନ୍ଦୁଝରର ତୋଫାନ କୁମାର ପାତ୍ର ବୋଲି…

‘ଆମର ବିଶ୍ୱାସ ବିକାଶର ପବନ ଏବେ ଚନ୍ଦ୍ରରେ ପହଞ୍ଚିଛି’ : ନଡ୍ଡା

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଦିନିକିଆ ଗସ୍ତରେ ରବିବାର ହରିଦ୍ୱାରରେ ପହଞ୍ଚିଛନ୍ତି। ଏହି ସମୟରେ ସେ ହରିଦ୍ୱାରରେ ଦେବ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ବସୁଧୈବ କୁଟୁମ୍ବକମ ବ୍ୟାଖ୍ୟାନ ଶୃଙ୍ଖଳାରେ ସମ୍ବୋଧନ କରିଛନ୍ତି। ଏହି ସମ୍ବୋଧନ ସମୟରେ ସେ…

ହାଇୱା ଧକ୍କାରେ ୨ କିନ୍ନର ମୃତ

ସୁନ୍ଦରଗଡ: ହାଇୱା ଧକ୍କାରେ ଦୁଇ କିନ୍ନର ମୃତ। ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ୧୪୩ ନମ୍ବର ଜାତୀୟ ରାଜପଥ ରଜାମୁଣ୍ଡା ବାଇପାସ ନିକଟରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ରାତିରେ ଦୁଇ କିନ୍ନର ରଥ କିଷାନ ଓ ରାଜା…

ମୁମ୍ବାଇରେ ହେବାକୁ ଥିବା ତୃତୀୟ ବୈଠକରେ ବଢିବକି ବିରୋଧୀ ମେଣ୍ଟର ସଂଖ୍ୟା

ନୂଆଦିଲ୍ଲୀ: ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଅଗାମୀ ବୈଠକ ମୁମ୍ବାଇରେ ହେବାକୁ ଯାଉଛି। ଅଗଷ୍ଟ ୩୧ରେ ଏହି ବୈଠକ ଅନୁଷ୍ଠିତ ହେବ। ଜୁନ ୨୩ରେ ପାଟନାରେ ‘ଇଣ୍ଡିଆ’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ମୋଟ ୧୫ ଟି ଦଳ ମିଳିତ ମଞ୍ଚରେ…

ଗୋଲ୍ଡେନ ବାବାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କଲା ଇଡି

ଭୁବନେଶ୍ୱର: ବିଭିନ୍ନ ଠକେଇ ମାମଲାରେ ଫେରାର ଥିବା ଗୋଲ୍ଡେନ ବାବା ଓରଫ ଜ୍ୟୋତିରଞ୍ଜନ ବେଉରାଙ୍କ ୧.୫୩ କୋଟି ସମ୍ପତ୍ତି ସଂଲଗ୍ନ କରିଛି (ଆଟାଚ) ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ତେବେ ଏହାପୂର୍ବରୁ ବାବାଙ୍କ ୪ଟି ଦାମୀ କାର୍‌ ଓ ୨ରୁ ଊର୍ଦ୍ଧ୍ୱ ବିଳାସମୟ…