August 2023

ଜି-୨୦ ଶିଖର ସମ୍ମିଳନୀ ପୂର୍ବରୁ ଦିଲ୍ଲୀରେ ଷ୍ଟେଶନରେ ଖଲିସ୍ତାନ ସମର୍ଥନ ଲେଖା

ନୂଆଦିଲ୍ଲୀ: ଜି -୨୦ ଶିଖର ସମ୍ମିଳନୀ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି ଯେଉଁଠାରେ ସାରା ବିଶ୍ୱରୁ ବହୁ ବିଦେଶୀ ଅତିଥି ଦିଲ୍ଲୀ ଗସ୍ତ କରିବାକୁ ଯାଉଛନ୍ତି। ଏହି ସମୟରେ ଅନେକ ଦେଶର ଜାତୀୟ ରାଷ୍ଟ୍ରପତି ମଧ୍ୟ…

‘ମୋ ସ୍କୁଲ’ ନାଁ ରେ ଫେକ୍‌ ୱେବ୍‌ସାଇଟ୍‌

ଭୁବନେଶ୍ୱର: ଠକେଇ କରିବାକୁ ‘ମୋ ସ୍କୁଲ ଅଭିଯାନ’ ନଁାରେ ଫେକ୍‌ ୱେବ୍‌ସାଇଟ୍‌ ଖୋଲିଥିଲେ। ଚାକିରି ଦେବା ନାଁରେ ବେକାର ଯୁବତୀଯୁବକଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିବା ଏକ ଗ୍ୟାଙ୍ଗକୁ ଭୁବନେଶ୍ୱର ସାଇବର ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ଧରିଛି। ଏଥିସହ…

ଭିଏଚ୍‌ପିର ଘୋଷଣା: ପ୍ରତି ଜିଲାରେ ବାହାରିବ ଜଳାଭିଷେକ ଯାତ୍ରା

ଚଣ୍ଡିଗଡ: ହରିୟାଣା ସରକାର ଅଗଷ୍ଟ ୨୮ରେ ପୁନର୍ବାର ଜଳାଭିଷେକ ଯାତ୍ରା କରିବାକୁ ଅନୁମତି ଦେଇନାହାଁନ୍ତି। ତେବେ କେତେକ ସଂଗଠନ ଏହି ଯାତ୍ରାକୁ ନେଇ ଜିଦ ଧରିଛନ୍ତି। ଅନ୍ୟପକ୍ଷରେ, ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ ବ୍ରିଜମଣ୍ଡଳ ଜଳାଭିଷେକ ଯାତ୍ରା ସମ୍ବନ୍ଧରେ…

ଜିଏଏ ସହ ସିୟୁଟିଏମ୍‌ର ରାଜିନାମା

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ସେଞ୍ଚୁରିଅନ୍‌ ୟୁନିଭର୍ସିଟି ଅଫ୍‌ ଟୋକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ୍‌) ଏବଂ ଓଡ଼ିଶା ସରକାରଙ୍କ ଗୋପାବନ୍ଧୁ ଏକାଡେମୀ ଅଫ୍‌ ଆଡ୍‌ମିନିଷ୍ଟ୍ରେଶନ (ଜିଏଏ) ଭୁବନେଶ୍ୱର ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷକରି ଏକାଡେମିକ୍‌,…

ନିଜ ଘରେ ଅଛନ୍ତି ଡାକ୍ତରଖାନାରୁ ନିଖୋଜ ଥିବା ମହିଳା ପୋଲିସ ଏସଆଇ

ବଲାଙ୍ଗିର: ହସପିଟାଲ ନୁହେଁ, ଘରେ ଅଛନ୍ତି ମହିଳା ଏସଆଇ । ବିଷ ପିଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ମହିଳା ପୋଲିସ ଏସଆଇ କାଜଲ ବାଗ ଘରକୁ ପଳାଇଛନ୍ତି । ସେ ତାଙ୍କ ପୈତୃକ ଘରେ ଅଛନ୍ତି । ଭବାନୀ ପାଟଣାସ୍ଥିତ ତାଙ୍କ…

ବିଜେଡି ନେତା କ୍ରୀତଦାସ ହୁଅ ନହେଲେ ଜେଲ୍‌ରେ ରୁହ: ବିଜୟ ପଟ୍ଟନାୟକ

ଭୁବନେଶ୍ବର: ଗତକାଲି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଗୋପାଳ ପାଣିଗ୍ରାହୀଙ୍କୁ ବିରୋଧ କରାଯାଇଥିଲା। ଏଥିଲାଗି ଯେଉଁ ହାଇ ଡ୍ରାମା ଦେଖିବାକୁ ମିଳିଲା, ତାକୁ ନେଇ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗଞ୍ଜାମରେ ଘଟିଥିବା ଘଟଣା…

ବରିଷ୍ଠ ଗୀତିକାର ଦେବ କୋହଲିଙ୍କର ଦେହାନ୍ତ

ମୁମ୍ବାଇ: ଆଉ ନାହାନ୍ତି ଭାରତୀୟ ସିନେମାର ଜଣାଶୁଣା ଗୀତିକାର ଦେବ କୋହଲି । ଦେବ କୋହଲିଙ୍କ ମୃତ୍ୟୁରେ ବଲିଉଡ୍‌ ଜଗତରେ ଶୋକର ଛାୟା ଖେଳିଯାଇଛି । ତେବେ ଦେବ କୋହଲିଙ୍କ ମୃତ୍ୟୁ ପଛର ପ୍ରକୃତ କାରଣ ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ…

୫-ଟି ସଚିବଙ୍କ ଗଜପତି ଗସ୍ତ: ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା

ପାରଳାଖେମୁଣ୍ଡି: ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଜନସାଧାରଣଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବା ଉପରେ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଏବଂ ଆଜି ସକାଳୁ ୫ଟି ସଚ୍ଚିବ ଭିକେ ପାଣ୍ଡିଆନଙ୍କ ଆକସ୍ମିକ ଗଜପତି ଗସ୍ତ ବେଳେ ଏହି…

ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର: ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରୁ ଚିକିତ୍ସିତ ହୋଇ ସେ ସୁସ୍ଥ ହୋଇଛନ୍ତି। ପ୍ରଣବ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ ବୋଲି ତାଙ୍କ ପତ୍ନୀ ସୂଚନା…

ମହାପ୍ରଭୁଙ୍କ ପାଇଁ ପ୍ରସ୍ତୁତ ଚାଲିଛି ରାଖି

ପୁରୀ: ଆଉ ୫ ଦିନ ପରେ ପବିତ୍ର ରକ୍ଷାବନ୍ଧନ। ମାନବଦେହୀ ମହାପ୍ରଭୁ ଶ୍ରୀଜଗନ୍ନାଥ ବି ଏହି ଲୀଳାଖେଳରେ ବାନ୍ଧି ହୋଇ ରହିଛନ୍ତି। ପବିତ୍ର ଗହ୍ମାପୂର୍ଣ୍ଣିମାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଡ଼ଠାକୁର ଶ୍ରୀବଳଭଦ୍ର ବି ସାନ ଭଉଣୀ ହାତରୁ ରାଖୀ ବାନ୍ଧିବେ। ଏଥିପାଇଁ…