ରାଜଧାନୀରେ ଚିହ୍ନଟ ହେଲା ଡେଙ୍ଗୁର ୨ ନୂଆ ପ୍ରଜାତିର ଭୂତାଣୁ
ଭୁବନେଶ୍ଵର: ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ଯାହାକୁ ନେଇ ଆତଙ୍କିତ ହୋଇପଡି଼ଛନ୍ତି ଭୁବନେଶ୍ବରବାସୀ । ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରୁ , କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ନ ଥିବାରୁ…
