ଟ୍ରମ୍ପଙ୍କ ମଗଶଟ୍‌ ଫଟୋ ଦେଖି ବାଇଡେନ କହିଲେ- ହ୍ୟାଣ୍ଡସମ୍‌ ବ୍ୟକ୍ତି

ଗତ ନିର୍ବାଚନ ରେଜଲ୍ଟ ହେରଫେର ମାମଲାରେ ଗତ ଗୁରୁବାର ଡୋନାଲ୍ଡ ଟ୍ରମ୍ପ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କୁ ଗିରଫ କରାଯାଇଥିଲା। ଏହାପରେ ୨୦ ମିନିଟ୍‌ରେ ତାଙ୍କୁ ଜାମିନ ବି ମିଳି ଯାଇଥିଲା । ମାତ୍ର ଆଇନଗତ ପ୍ରକ୍ରିୟା ଅନୁଯାୟୀ, ଟ୍ରମ୍ପଙ୍କ ମଗଶଟ୍‌…

ବିଧାୟକଙ୍କୁ ଫାଇଭ ଟି ସଚିବଙ୍କ ସମାଲୋଚନା, ପିସିସି ସଭାପତି କହିଲେ ନିନ୍ଦନୀୟ

ଭୁବନେଶ୍ୱର: ଜଣେ ସରକାରୀ କର୍ମଚାରୀ ହୋଇ ନିର୍ବାଚିତ ପ୍ରତିନିଧିଙ୍କ ବିରୋଧରେ ବୟାନ ଦେବା ନିନ୍ଦନୀୟ। ପିସିସି ସଭାପତି ଫାଇଭ ଟି ସଚିବ ଭେ କେ ପାଣ୍ଡିଆନ ଗଂଜାମ ଗସ୍ତ ବେଳେ ପରୋକ୍ଷରେ ଗୋପାଳ ବିଧାୟକଙ୍କୁ ବିଶ୍ବାସଘାତକଙ୍କୁ ମା ତାରିଣୀ କ୍ଷମା ଦେବେନି…

ବେରିଆ ଫୁଟବଲ ଷ୍ଟାଡିୟମରେ ଦଳାଚକଟା; ୧୨ ମୃତ, ୮୦ ଆହତ

ନୂଆଦିଲ୍ଲୀ: ମେଡାଗାସ୍କାର ରାଜଧାନୀ ଅଣ୍ଟାନାନାରିଭୋରେ ଅଘଟଣ । ବେରିଆ ଷ୍ଟାଡିୟମରେ ଦଳାଚକଟାରେ ପ୍ରାୟ ୧୨ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି । ସେହିପରି ଏଥିରେ ୮୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।…

ପଥର ତଳେ ଚାପି ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟଣା: ୫୦ ହଜାର ଲେଖାଏଁ କ୍ଷତି ପୂରଣ ପ୍ରଦାନ

ମୋହନା: ମୋହନା ବନ୍ଧାଗୁଡାରେ ପଥର ବ୍ଲାଷ୍ଟିଂ ବେଳେ ପଥର ତଳେ ଚାପି ହୋଇ ଦୁଇ ଜଣ ମୃତ ଘଟଣା। ମୃତକ ପରିବାରକୁ ୫୦ ହଜାର ଲେଖାଏଁ କ୍ଷତି ପୂରଣ ପ୍ରଦାନ କଲା ଜ଼ିଲ୍ଲା ପ୍ରଶାସନ । ଏନେଇ ସୂଚନା ଦେଲେ ଗଜପତି ଉପ…

ଚନ୍ଦ୍ରପୃଷ୍ଠରେ ୨ଟି ନାଁ ତ୍ରିରଙ୍ଗା ପଏଣ୍ଟ ଓ ଶିବଶକ୍ତି: ଗୋଟିଏ ସଫଳତାର ପ୍ରେରଣା, ଅନ୍ୟଟି ସଫଳତା

ନୂଆଦିଲ୍ଲୀ: ଜହ୍ନରେ ଯେଉଁ ସ୍ଥାନରେ ଚନ୍ଦ୍ରଯାନ ତାର ପ୍ରଥମ ପାଦ ରଖିଥିଲା ତାର ନାମକରଣ କରାଯାଇଛି । ନାମକରଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏହି ସ୍ଥାନର ନାମ ଶିବଶକ୍ତି ରଖାଗଲା ବୋଲି ପ୍ରଧାନମନ୍ତ୍ରୀ ନିଜେ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ…

ପୁଣି ନଂ୧ ରେ ନବୀନ, ଲୋକପ୍ରିୟତାର ଶୀର୍ଷରେ ମୁଖ୍ୟମନ୍ତ୍ରୀ

ପୁଣି ଏକ ସର୍ଭେ । ପୁଣି ନବୀନ ନମ୍ବର ୱାନ । ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବରେ ପ୍ରଥମ ପସନ୍ଦ ନବୀନ ପଟ୍ଟନାୟକ । ନିଜ ରାଜ୍ୟରେ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟତା ବଜାୟ ରଖିଛନ୍ତି । ଇଣ୍ଡିଆ ଟୁଡେର ମୁଡ୍ ଅଫ…

ଗୋପାଳପୁରରେ ପ୍ରତିଷ୍ଠା ହେବ ରାଜ୍ୟର ପ୍ରଥମ ଗ୍ରୀନ ହାଇଡ୍ରୋଜେନ ଓ ଆମୋନିଆ ପ୍ଲାଣ୍ଟ

ଗୋପାଳପୁର: ଗୋପାଳପୁରରେ ପ୍ରତିଷ୍ଠା ହେବ ରାଜ୍ୟର ପ୍ରଥମ ଗ୍ରୀନ ହାଇଡ୍ରୋଜେନ୍ ଓ ଆମୋନିଆ ପ୍ଲାଣ୍ଟ। ଟାଟା ଷ୍ଟିଲ୍ ସ୍ପେଶାଲ ଇକୋନୋମିକ ଜୋନ୍ ଶିଳ୍ପ ପାର୍କରେ ଏହି ଗ୍ରୀନ ହାଇଡ୍ରୋଜେନ ପ୍ଲାଣ୍ଟ ପ୍ରତିଷ୍ଠା ହେବ । ଦେଶର ପ୍ରମୁଖ ଅକ୍ଷୟ ଶକ୍ତି କମ୍ପାନୀ ଏସିଏମଇ…

ସ୍କୁଲ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ପରେ ଏବେ ଜଳଖିଆ ବ୍ୟବସ୍ଥା କଲେ ତାମିଲନାଡୁ ସରକାର

ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ କେ ଷ୍ଟାଲିନ ଶୁକ୍ରବାର ଦିନ ରାଜ୍ୟରେ ମାଗଣା ଜଳଖିଆ ଯୋଜନାର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସମସ୍ତ ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପାଇଁ ଏହି ଯୋଜନା ଆରମ୍ଭ କରାଯାଇଛି। ଏକ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଜଳଖିଆ ଦେଇ…

ମାଙ୍କଡ ଦଳ ଆକ୍ରମଣ ଭୟରେ ମା’ ଆଖି ଆଗରେ ଚାଲି ଗଲା ଝିଅର ଜୀବନ

ହିନ୍ଦୋଳ: ମାଙ୍କଡ ଦଳ ଆକ୍ରମଣ ଭୟରେ ମା’ ଆଖି ଆଗରେ ଚାଲି ଗଲା ଝିଅର ଜୀବନ । ଏଭଳି ଅଘଟଣ ଘଟିଛି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ କଳିଙ୍ଗା ଗ୍ରାମପଞ୍ଚାୟତ ପାଳଚକଡା ଗ୍ରାମରେ । ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ିଗଲେ ମା…

ଜାତୀୟ ସ୍ମାର୍ଟ ସିଟି ପୁରସ୍କାର: ପୁଣି ବାଜି ମାରିଲା ଇନ୍ଦୋର

ନୂଆଦିଲ୍ଲୀ: “ଜାତୀୟ ସ୍ମାର୍ଟ ସିଟି ପୁରସ୍କାର” ଶ୍ରେଣୀରେ ଶୁକ୍ରବାର ଇନ୍ଦୋର ଶ୍ରେଷ୍ଠ ବାଜି ମାରିଛି। ଏହାପରେ ସୁରଟ ଏବଂ ଆଗ୍ରା ରହିଛି। କେନ୍ଦ୍ର ଗୃହ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ଶୁକ୍ରବାର ଦିନ ୨୦୨୨ ପାଇଁ ଇଣ୍ଡିଆ ସ୍ମାର୍ଟ ସିଟି ପୁରସ୍କାର…