ଗୌହାଟି ହାଇକୋର୍ଟରେ ହେବ ମଣିପୁର ହିଂସା ମାମଲାର ଶୁଣାଣି, ସୁପ୍ରିମକୋର୍ଟଙ୍କ ଆଦେଶ

ଗୌହାଟି: ମଣିପୁରରେ ହୋଇଥିବା ହିଂସାକାଣ୍ଡର ପ୍ରଭାବ ସମଗ୍ର ରାଜ୍ୟରେ ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ ହୋଇଥିବା ହିଂସାକୁ ନେଇ ସୁପ୍ରିମକୋର୍ଟରେ ଅନେକ ପିଟିସନ ଦାୟର ମଧ୍ୟ ହୋଇଛି। ଯେଉଁଥିପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ହିଂସା ସଂକ୍ରାନ୍ତ ମାମଲାର ଶୁଣାଣି ଗୌହାଟି…

୫୦ କେଜିର ଗଞ୍ଜେଇ ଜବତ ସହ ଜଣେ ଗିରଫ

ଯାଜପୁର: ଦିନକୁ ଦିନ ବଢିଚାଲିଛି ଗଞ୍ଜେଇ କାରବାର। ଯାଜପୁରରୁ କୋଲକାତା ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ। ୫୦ କେଜିର ଗଞ୍ଜେଇ ଜବତ ସହ ଜଣେ ଗିରଫ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ହେବା…

‘ଅଜିତ ଏନସିପି ନେତା’ ବୟାନ ପ୍ରସଙ୍ଗ: ଶରଦ ପାୱାରଙ୍କ ୟୁ-ଟର୍ଣ୍ଣ

ବିଜେପି ଓ ଶିବସେନା(ଏକନାଥ ସିନ୍ଦେ) ସହ ହାତ ମିଳାଇ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ହୋଇଥିବା ଅଜିତ ପାୱାରଙ୍କ ସମ୍ପର୍କରେ ଏନସିପି ସୁପ୍ରିମୋ ଶରଦ ପାୱାର ଦେଇଥିବା ବୟାନକୁ ନେଇ ଚର୍ଚ୍ଚା। ବିଜେପି ସହ ଅଜିତ ହାତ ମିଳାଇଥିଲେ ହେଁ ସେ ଏବେ…

ପାଣ୍ଡିଆନ ପ୍ରୋଜେକ୍ଟ ପାଇଁ ତାମିଲ ମହିଳା କରୁଛନ୍ତି ଜମି ହଡପ : ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ୱର: ସରକାରୀ ଅନାବାଦୀ ଜମି ଜବରଦଖଲ କରିନେଲେ । ଏଥିସହିତ ଛୋଟ ଜଙ୍ଗଲ ଜମି, ଗରିବ, ଅସହାୟଙ୍କ ଜମିକୁ ବି ଜବରଦଖଲ କରିନେଲେ । ଏହି ଜମିକୁ ନିଜ କବ୍ଜାକୁ ନେଇ ତାରବାଡ ଘେରାଇ ଦେଲେ । ଖାଲି ସେତିକି ନୁହେଁ, …

ବାହାନଗା ଟ୍ରେନ ଟ୍ରାଜେଡି ନେଇ ସିବିଆଇର ସାଙ୍ଘାତିକ ତଥ୍ୟ: ବିନା ଅନୁମତିରେ ଚାଲିଥିଲା ମରାମତି କାମ!

ଓଡ଼ିଶାର ବାଲେଶ୍ୱର ଅନ୍ତର୍ଗତ ବାହାନଗା ଟ୍ରେନ ଟ୍ରାଜେଡିକୁ ନେଇ ସାଂଘାତିକ ତଥ୍ୟ ଦେଇଛି ସିବିଆଇ। ଯେଉଁ ସ୍ଥାନରେ ଟ୍ରପିଲ ଟ୍ରେନ ଦୁର୍ଘଟଣା ଘଟିଥିଲା ଓ ୨୯୬ ଜଣଙ୍କ ଜୀବନ ଯାଇଥିଲା, ତା’ର ଅତି ନିକଟରେ ସମସ୍ତଙ୍କ ଜାଣତରେ ଗୋଟିଏ ଲେଭଲ କ୍ରସିଂର…

ଟୁଇଟରେ ବିଜେଡିକୁ ଜବାବ ମାଗିଲା ବିଜେପି

ଭୁବନେଶ୍ୱର:ଟୁଇଟରେ ଟାର୍ଗେଟ । ବିଜେଡିକୁ ଜବାବ ମାଗିଲା ବିଜେପି । ବିଜେପି ଓଡ଼ିଶା ମୁଖପାତ୍ର ତେଜେଶ୍ୱର ପରିଡା ବିଜେଡି ସାଂସଦଙ୍କୁ କରିଛନ୍ତି ଟାର୍ଗେଟ । ସାଂସଦ ସସ୍ମିତ ପାତ୍ର ଗତକାଲି ବିଜେପି ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟୁଇଟ କରି ଆକ୍ଷେପ କରିଥିଲେ…

ଦିଲ୍ଲୀ ସେବା ଆଇନର ପରୀକ୍ଷା କରିବେ ସୁପ୍ରିମକୋର୍ଟ, କେନ୍ଦ୍ରକୁ ନୋଟିସ

ଦେଶର ରାଜଧାନୀ ଦିଲ୍ଲୀର ପ୍ରଶାସନିକ ନିଯୁକ୍ତି ଓ ବଦଳି ଉପରେ ନିୟନ୍ତ୍ରଣ ରଖିବା ପାଇଁ କେନ୍ଦ୍ର ସରକାର ଆଣିଥିବା ଦିଲ୍ଲୀ ସର୍ଭିସ ଆଇନର ସମୀକ୍ଷା କରିବେ ସୁପ୍ରିମକୋର୍ଟ। ନିକଟରେ କେନ୍ଦ୍ର ସରକାର ଏ ସଂକ୍ରାନ୍ତ ବିଲ୍‌ ଲୋକସଭା ଓ ରାଜ୍ୟସଭାରେ ଉପସ୍ଥାପନ…

ଆସନ୍ତା ୨ ଦିନ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଦେଖା ଯାଇଛି। ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବଦ୍ରପାତ ହେବା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ…

ମୋଦିଙ୍କ ସହ ଜିନପିଙ୍ଗଙ୍କ ଆଲୋଚନା

ଭାରତର ଅନୁରୋଧକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ କଥାବାର୍ତ୍ତା କରିଥିବା ଦାବିକୁ ନୂଆଦିଲ୍ଲୀ ପକ୍ଷରୁ ଖଣ୍ଡନ କରାଯାଇଛି। ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୫ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ଦୁଇ ନେତା ଆଲୋଚନା କରନ୍ତୁ ବୋଲି ଭାରତ…

ବିଦ୍ୟୁତ ଆଘାତରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

ଯାଜପୁର: ପ୍ରକଳ୍ପ କାମ କରୁଥିବାବେଳେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ । କାମ କରୁଥିବାବେଳେ ବିଦ୍ୟୁତ ଆଘାତ ଯୋଗୁ ଉଭଙ୍କର ମୃତ୍ୟୁ ଘଟିଛି ।  ମୃତ ଦୁଇ ଶ୍ରମିକଙ୍କ ଘର ପଶ୍ଚିମବଙ୍ଗ ରାଜ୍ୟ ମାଲଦା ଥାନା ଅଞ୍ଚଳରେ । ପଶ୍ଚିମବଙ୍ଗ ରାଜ୍ୟ…