ଆମାଜନ ମ୍ୟାନେଜରଙ୍କୁ ଫାୟାରିଂ ମାମଲା; ୨ ଯୁବକ ଗିରଫ
ଅନଲାଇନ୍ ସପିଂ ସାଇଟ୍ ଆମାଜନ ମ୍ୟାନେଜରଙ୍କୁ ଗୁଳି ମାରି ହତ୍ୟା କରିବା ଘଟଣାରେ ପୁଲିସ୍ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଯୁବକଦ୍ୱୟ ହେଲେ ମହମ୍ମଦ ସମୀର ଓ ବିଲାଲ ଗାନି । ଉଭୟଙ୍କୁ ୧୮ ବର୍ଷ ବୋଲି ପୁଲିସ୍ ସୂଚନା ଦେଇଛି।…
ଅନଲାଇନ୍ ସପିଂ ସାଇଟ୍ ଆମାଜନ ମ୍ୟାନେଜରଙ୍କୁ ଗୁଳି ମାରି ହତ୍ୟା କରିବା ଘଟଣାରେ ପୁଲିସ୍ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଯୁବକଦ୍ୱୟ ହେଲେ ମହମ୍ମଦ ସମୀର ଓ ବିଲାଲ ଗାନି । ଉଭୟଙ୍କୁ ୧୮ ବର୍ଷ ବୋଲି ପୁଲିସ୍ ସୂଚନା ଦେଇଛି।…
ଭୁବନେଶ୍ଵର: ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରୀନ ଭଟ୍ଟ। ସୌରିନଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ କରିବା ପରେ ତାଙ୍କୁ ଗିରଫ କରିବା ପାଇଁ ଚେଷ୍ଟା କରୁଛି କମିଶନରେଟ ପୋଲିସ। ସେଥିପାଇଁ ସ୍ୱତନ୍ତ୍ର ଟିମ ଗଠନ କରିବ କମିଶନରେଟ ପୋଲିସ। ଏ…
ସଂସଦର ବିଶେଷ ଅଧିବେଶନ ଡକାଯାଇଛି। ଏହି ଅଧିବେଶନ ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ଚାଲିବ। ଏହି ବିଶେଷ ଅଧିବେଶନରେ ମୋଟ ୫ଟି ବୈଠକ ହେବ। କୁହାଯାଉଛି କି, ଅମୃତକାଳ ମଧ୍ୟରେ ଏହି ଅଧିବେଶନ ଡକାଯାଇଛି। ସଂସଦୀୟ କାର୍ଯ୍ୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ…
ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ଯୋଗୁଁ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲା ଗୁଡିକରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର…
ମାତ୍ର ୭ ମିନିଟରେ ହେବ କ୍ୟାନ୍ସର ଚିକିତ୍ସା । ଏଭଳି କିଛି ଚମତ୍କାରୀ ଇଞ୍ଜେକ୍ସନ ତିଆରି କରିଛନ୍ତି ଇଂଲଣ୍ଡର ଅନୁସନ୍ଧାନକାରୀ ଟିମ । ଏହି ଇଞ୍ଜେକ୍ସନ ଦ୍ୱାରା ଲକ୍ଷ ଲକ୍ଷ କ୍ୟାନ୍ସର ରୋଗୀ ନିଜ ରୋଗରୁ ମୁକ୍ତି ପାଇ ପାରିବେ ।…
କଟକ: ୭ ଜନ୍ମର ସାଥୀ ହେବେ ବୋଲି ପ୍ରତିଶ୍ରୁତି ଦେଇ ବିବହ ବନ୍ଧନରେ ଆବଦ୍ଧ ହୋଇଥିଲେ । କଥା ରଖିଲେ । ଏକାଠି ଜିଇଁଲେ, ଏକାଠି ମୃତ୍ୟୁକୁ ଆଦରି ନେଲେ । କିନ୍ତୁ ୭ ଜନ୍ମ ପାଇଁ ନୁହେଁ, ୭ ମାସ…
ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ଜଣେ ବୈଜ୍ଞାନିକ ବେଙ୍ଗାଲୁରୁ ରାସ୍ତାରେ ଅଭଦ୍ରାମୀର ଶିକାର ହୋଇଛନ୍ତି। ବୈଜ୍ଞାନିକ ଜଣକ ହେଲେ ଆଶିଷ ଲାମ୍ବା। ଆଶିଷ ଅଫିସ୍ ଯାଉଥିବା ବେଳେ ଜଣେ ସ୍କୁଟର ଚାଳକ ତାଙ୍କୁ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲେ। ଏହି…
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷ ଉପ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା । ଉପ ନିର୍ବାଚନ ବାତିଲ ସୁଚନା ପାଇବା ପରେ ଉତେଜନା ସୃଷ୍ଟି ହୋଇଛି । ମୁହାଁମୁହିଁ ହୋଇଛନ୍ତି ବିଜେଡି ଦୁଇ ଗୋଷ୍ଠୀ । ଦାଣ୍ଡରେ ପଡିଛି…
ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗର ଏକ ଆବାସିକ କୋଠାରେ ଭୟାବହ ଅଗ୍ନିକାଣ୍ଡ। 63ରୁ ଅଧିକ ଲୋକ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା। ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। 40ରୁ ଅଧିକ ଗୁରୁତରଙ୍କୁ ଉଦ୍ଧାର କରି…
ପୁରୀ: ଆଜି ଶ୍ରୀମନ୍ଦିରରେ ପାଳନ ହୋଇଛି ରକ୍ଷା ବନ୍ଧନ ଓ ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି । ମହାବାହୁଙ୍କ ବାହୁରେ ରାକ୍ଷୀ ବାନ୍ଧିଛନ୍ତି ଭଉଣୀ ସୁଭଦ୍ରା । ସ୍ନେହ ଓ ବିଶ୍ୱାସର ଏହି ପର୍ବରେ ପାଟରା ବିଶୋୟୀ ସେବକଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା…