ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି: ନିନ୍ଦା କଲା ଓଡ଼ିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘ

ଭୁବନେଶ୍ବର: ସମଗ୍ର ଶିକ୍ଷା ନିୟମାବଳୀ ଅନୁଯାୟୀ ୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି ଦିଆଯିବ। ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ସଚିବ ଅଶ୍ୱଥି ଏସ୍। ସେ କହିଛନ୍ତି, ସମଗ୍ର ଶିକ୍ଷା ନିୟମାବଳୀ ଅନୁଯାୟୀ ୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି ଦିଆଯିବ।…

ଆରପାରିରେ ଷାଠିଏ ଦଶକର ନାୟିକା ଡକ୍ଟର ସୁଧାରାଣୀ ଜେନା

ଭୁବନେଶ୍ଵର: ଆରପାରିରେ ନାୟିକା ଡକ୍ଟର ସୁଧାରାଣୀ ଜେନା । ଷାଠିଏ ଦଶକର ଆଦ୍ୟ ଭାଗରେ ଓଡ଼ିଆ ଚଳଚ୍ଚିତ୍ରକୁ ନାୟିକା ଭାବରେ ପ୍ରବେଶ କରିଥିଲେ ସୁଧାରାଣୀ । ଅନେକ ଚଳଚ୍ଚିତ୍ରରେ ପାର୍ଶ୍ଵ ଚରିତ୍ର ଭାବରେ ଅଭିନୟ କରିଛନ୍ତି ସୁଧାରାଣୀ । ପରେ ୧୯୬୧…

ଏଣିକି ରାତିରେ ବି ଖୋଲା ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଏଣିତି ରାତିରେ ବି ଖୋଲା ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ। ଆଗକୁ ପର୍ଯ୍ୟଟକମାନେ ଦିନରେ ବୁଲିବା ସହ ରାତିରେ ବି ବୁଲି ପାରିବେ। ସେଣ୍ଟ୍ରାଲ ଜୁ’ ଅଥରିଟିରେ ଦାଖଲ କରାଯାଇଥିବା ମାଷ୍ଟର ପ୍ଲାନରେ ରହିଛି ଏହି…

୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏଡି) ପକ୍ଷରୁ ୭ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସନ୍ଧ୍ୟା ୬ଟା ସୁଦ୍ଧା କଟକ ସମେତ ୭ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଜଗତ୍ସିଂହପୁର, କେନ୍ଦ୍ରାପଡା, କଟକ, ବଲାଙ୍ଗୀର, କାଲାହାଣ୍ଡି, ଗଞ୍ଜାମ ଏବଂ ସୁନ୍ଦରଗଡର…

‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ବିରୁଦ୍ଧରେ ରାଜ୍ୟପାଳଙ୍କୁ ଫେରାଦ

ଭୁବନେଶ୍ୱର: ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଘୋଷଣା କରିଥିବା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ସମ୍ପୂର୍ଣ୍ଣ ଭାବେ ସମ୍ବିଧାନବିରୋଧୀ ବୋଲି ଦର୍ଶାଇ ରାଜୀବ ଗାନ୍ଧି ପଂଚାୟତିରାଜ ସଂଗଠନର ପଦାଧିକାରୀମାନେ ଗତକାଲି ରାଜ୍ୟପାଳଙ୍କ ନିକଟରେ ଫେରାଦ ହୋଇଛି । ଏହି…

ବିଜେପିର ହାଲ୍ଲାବୋଲ: ଡେଙ୍ଗୁ ସ୍ଥିତି ନେଇ BMC ଅଫିସ୍ ଘେରିଲା ବିଜେପି

ଭୁବନେଶ୍ଵର: ରାଜଧାନୀରେ ଡେଙ୍ଗୁ ସ୍ଥିତିକୁ ନେଇ ବିଜେପିର ହାଲ୍ଲାବୋଲ । ବିଏମସି ଅଫିସରେ ମଶା ଧୁଆଁ ଦେଲା ବିଜେପି । ଡେଙ୍ଗୁ ମୁକାବିଲାରେ ବିଫଳତା ଅଭିଯୋଗରେ ବିଏମସି ଅଫିସ୍ ଘେରାଉ । ମେୟର ଓ ବିଏମସି କମିଶନରଙ୍କ ବିରୋଧରେ ଗର୍ଜିଲା ବିଜେପି…

ଛାତ୍ରୀଙ୍କ ପାଇଁ ପରୀକ୍ଷା ଖାତାରେ ଉତ୍ତର ଲେଖି ବନ୍ଧା ହେଲେ ଅଧ୍ୟାପିକା

ଉଦଳା: ଛାତ୍ର ଛାତ୍ରୀଙ୍କୁ ପାଠ ପଢ଼ାଇ ସମାଜରେ ପ୍ରତିଷ୍ଠିତ କରାଇବା ହେଉଛି ଶିକ୍ଷକଙ୍କ ଦାୟିତ୍ବ । ସେମାନଙ୍କୁ ଉଚିତ ବାଟ ଦେଖାଇବା ହେଉଛି ସେମାନଙ୍କ କର୍ତ୍ତବ୍ୟ। ହେଲେ ଶିକ୍ଷକ ଯଦି ପିଲାଙ୍କୁ ଅବାଟରେ ନିଅନ୍ତି ତେବେ ଏ ସମାଜର ଗତି କୁଆଡ଼େ ହେବ…

ଯୁବତୀଙ୍କୁ ପ୍ରେମ ନିବେଦନ କରି ଫସିଲେ ଯୁବକ

କାମାକ୍ଷାନଗର: ଧରାପଡିଲେ ରୋଡ ରୋମିଓ । ରାସ୍ତାରେ ଯାଉଥିବା ଯୁବତୀଙ୍କୁ ପ୍ରେମ ନିବେଦନ କରି ଫସିଲେ ଯୁବକ । କଲେଜ ଛାତ୍ରୀଙ୍କୁ ରାସ୍ତାରେ ଅଟକାଇ ପ୍ରେମ ନିବେଦନ କରିବା ଯୁବକଙ୍କ ପାଇଁ ମହଙ୍ଗା ପଡିଛି । ଯୁବତୀଙ୍କୁ ଅଟାଇବା ସମୟରେ ଧରାପଡି…

ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲା: ଜେଲ ଗଲେ ନିଲମ୍ବିତ ବିଜେଡି ନେତା ଶରତ ନାୟକ ଓ ଖେଳ ଶିକ୍ଷକ

ବହୁଚର୍ଚ୍ଚିତ ମାହାଙ୍ଗା ନାବାଳିକା ମୃତ୍ୟୁ ମାମଲାରେ ଗିରଫ ପରେ ଜେଲ ଗଲେ ନିଲମ୍ବିତ ବିଜେଡି ନେତା ଶରତ ନାୟକ ଏବଂ ପିଇଟି ଶିକ୍ଷକ ଅନୁପମ ରାୟ। ଉଭୟଙ୍କୁ ପୋକସୋ କୋର୍ଟରେ ହାଜର କରିବା ପରେ ପାରାଦୀପ ଜେଲକୁ ପଠାଇ ଦିଆଯାଇଛି। ମାହାଙ୍ଗା…

ଆଇଟିଆଇ କ୍ୟାମ୍ପସରେ ହାତୀପଲ

କାମାକ୍ଷାନଗର: ଦିନକୁ ଦିନ ହାତୀଙ୍କ ଦୌରାତ୍ମ୍ୟ ବଢି ବଢି ଚାଲିଛି । କାମାକ୍ଷାନଗର ମହାବିରୋଡ ରେଞ୍ଜ ପରଜଙ୍ଗ ବ୍ଲକ କନ୍ଦରସିଂହା ଗାଁରେ ଥିବା ସରକାରୀ ଆଇଟିଆଇ କ୍ୟାମ୍ପସରେ ହାତୀ ପଲ ବୁଲୁଥିବା ଦେଖିବାକୁ ମିଳିଛି । ଯାହାର ଭିଜୁଆଲ ସିସି ଟିଭିରେ…