ଗାଁକୁ ଫେରିଲା ହାଇଦ୍ରାବାଦରେ ଆତ୍ମହତ୍ୟା କରିଥିବା ଶ୍ରମିକଙ୍କ ମୃତଦେହ

ଫୁଲବାଣୀ: ଫିରିଙ୍ଗିଆ ବ୍ଲକ ଅଧିନରେ ଥିବା ରତଙ୍ଗ ପଞ୍ଚାୟତ ପୋଡାପଡା ଗାଁର ମୃତ ଭୋଲେଶ୍ୱର ମୁଖୀଙ୍କ ମୃତଦେହ ନିଜ ଗାଁ ପୋଡାପଡାରେ ପହଞ୍ଚିବା ପରେ ଶୋକାକୂଳ ପରିବେଶ ମଧ୍ୟରେ ଅନ୍ତିମ ସଂସ୍କାର କରାଯାଇଛି। ତେବେ ଗତ ତିନିବର୍ଷ ହେଲା ମୃତ ଶ୍ରମିକ…

ସୁଟିଂରେ ଷ୍ଟଣ୍ଟ ମାରିବା ବେଳେ ପ୍ରଖର ସ୍ରୋତରେ ବୁଡ଼ି ଗଲେ ଓଡ଼ିଆ ନାୟକ

କଟକ : ଷ୍ଟଣ୍ଟ ସୁଟିଂ ବେଳେ ଅଘଟଣ। କାଠଯୋଡ଼ି ନଦୀରେ ଓଡ଼ିଆ ସିନେମା ସୁଟିଂ ବେଳେ ବଡ଼ ବିପଦରୁ ବର୍ତ୍ତି ଗଲେ ନାୟକ ଶ୍ରେୟାନ ଓ ନାୟିକା ଭୁମିକା। ନରାଜ ପାଖାପାଖି ଏକ ବ୍ରିଜ ଉପରେ ନଦୀକୁ ଡେଇଁବାର ଦୃଶ୍ୟର ସୁଟିଂ ଚାଲିଥିଲା।…

ଆମାଜାନର ସିନିୟର ମ୍ୟାନେଜରଙ୍କୁ ଗୁଳି କରି ହତ୍ୟା

ଅନଲାଇନ୍‌ ସପିଂ ସାଇଟ୍‌ ଆମାଜାନର ଜଣେ ସିନିୟର ମ୍ୟାନେଜରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏପରି ସାଂଘାତିକ ଘଟଣା ଘଟିଛି। ଉକ୍ତ ସମୟରେ ସିନିୟର ମ୍ୟାନେଜରଙ୍କ ସହ ଥିବା ଆଉ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗତକାଲି ବିଳମ୍ବିତ…

ଜଙ୍ଗଲରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ବୌଦ୍ଧ: ଜଙ୍ଗଲରୁ ମୃତଦେହ ଉଦ୍ଧାର । ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ । ବୌଦ୍ଧ ଜିଲ୍ଲା ମନମୁଣ୍ଡା କୁମରକାନୀ ଖଲିଆମୁଣ୍ଡା ନାଳ ନିକଟ ଜଙ୍ଗଲରେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର। ତାଙ୍କୁ ହତ୍ୟା କରି କେହି ଜଙ୍ଗଲରେ ଫିଙ୍ଗି ଦେଇଛି। ଗ୍ରାମବାସୀ…

ଚୀନ୍ ନୂଆ ମ୍ୟାପ୍ ଜାରି କରିବା ପରେ ପୁରୁଣା କଥା ଦୋହରାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧି

ଚୀନ୍ ନୂଆ ମ୍ୟାପ୍ ଜାରି କରିବା ପରେ ପୁରୁଣା କଥା ଦୋହରାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧି। କହିଲେ ମୁଁ ବର୍ଷ ବର୍ଷ ଧରି ଏହା କହୁଛି। ଚୀନ୍ ଆମର ଇଞ୍ଚେ ଜମି ବି ନେଇ ନାହିଁ ବୋଲି କେନ୍ଦ୍ର ସରକାର ଯେଉଁ…

କାଉଡ଼ିଆଙ୍କୁ ଧକ୍କା ଦେଲା ବାଇକ, ୭ ବୋଲବୋମ ଭକ୍ତ ଆହତ

ବ୍ରହ୍ମପୁର: ବାଇକ ଧକ୍କାରେ ୭ ଜଣ ବୋଲ ବୋମ ଭକ୍ତ ଆହତ । ଗଞ୍ଜାମ ଜିଲ୍ଲା ନୂଆପଡା ପୋଲିସ ଫାଣ୍ଡି ପାଖ ଚାନ୍ଦପୁର ନିକଟରେ ବାଇକ ଧକ୍କାରେ ୭ ଜଣ ବୋଲବୋମ ଭକ୍ତ ଆହତ ହୋଇଛନ୍ତି । କାଉଡ଼ିଆମାନେ ମୌଳାଭଞ୍ଜଣା ନଦୀରୁ ପାଣି…

ବିହାରରେ କାଣ୍ଟଛାଣ୍ଟ ହେଲା ସ୍କୁଲ ଛୁଟି, କେନ୍ଦ୍ର- ରାଜ୍ୟ ମୁହାଁମୁହିଁ

ବିହାରରେ ସ୍କୁଲ ଛୁଟି ସଂଖ୍ୟା କମ କଲେ ରାଜ୍ୟ ସରକାର । ଆସନ୍ତା ୩ ମାସରେ ପଡ଼ିବାକୁ ଥିବା ୨୩ ଛୁଟିକୁ ହ୍ରାସ କରି ୧୧ କରି ଦିଆଯାଇଛି। ହେଲେ ଏହାକୁ ନେଇ ମୁହାଁମୁହିଁ ହୋଇଛନ୍ତି ରାଜ୍ୟ ଓ କେନ୍ଦ୍ର ସରକାର। ବିହାର…

ଅସ୍ତରଙ୍ଗରେ ନିଆରା ରକ୍ଷାବନ୍ଧନ: ଗଛରେ ରାକ୍ଷୀ ବାନ୍ଧି ପର୍ବ ପାଳିଲେ ମହିଳା

ଅସ୍ତରଙ୍ଗ: ରାକ୍ଷୀ । ସୂତା ଖଣ୍ଡିଏ ନୁହେଁ , ସେ ସଂପର୍କର ସେତୁ । ଯେତିକି ବିଶ୍ବାସ ଆଖିକୁ ସେତିକି ବିଶ୍ବାସ ରାକ୍ଷୀକୁ । ଚଳିତ ବର୍ଷ ପଞ୍ଜିକାରେ ଆଜି ରକ୍ଷା ବନ୍ଧନ ଓ ଆସନ୍ତାକାଲି ରାକ୍ଷୀ ପୂର୍ଣ୍ଣିମା ଉଲ୍ଲେଖ ରହିଛି…

୧୨ ମହଲା ଉପରୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ

ନିଜ ବିଲ୍ଡିଂର ୧୨ ମହଲା ଉପରୁ ତଳକୁ ଡେଇଁ ଜୀବନ ହାରିଲେ ଜଣେ ଦଶମ ଛାତ୍ରୀ। ଏପରି ଏକ ଚାଞ୍ଚଲ୍ୟକର ଘଟଣା ବାଙ୍ଗାଲୁରୁରେ ଘଟିଛି। ମୃତା ଛାତ୍ରୀଙ୍କ ନାମ ଜେସିକା ବୋଲି ଜଣାଯାଇଛି। ଜେସିକାଙ୍କ ପିତା ଜଣେ ସଫ୍ଟୱେୟାର ଇଞ୍ଜିନିୟର ହୋଇଥିବା ବେଳେ…

ବଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ଆଗୁଆ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର:  କଣ୍ଠଶିଳ୍ପୀ ସୌରୀନ୍ ଭଟ୍ଟଙ୍କ ବଢିଲା ଅଡୁଆ । ସୌରିନଙ୍କ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଅନ୍ତରୀଣ ସୁରକ୍ଷା ଅବଧି ଶେଷହେବା ପରେ ସେ ହାଇକୋର୍ଟରେ ପୁଣି ଜାମିନ୍ ଆବେଦନ କରିଥିଲେ । ହେଲେ ଆଗୁଆ ଜାମିନ୍ ଆବେଦନ…