ବିପଦ ସଂକେତ ଉପରେ ବୈତରଣୀ, ଜନବସତିକୁ ବନ୍ୟାପାଣି ମାଡ଼ିଯିବା ଆଶଙ୍କା
ଭଦ୍ରକ : ବୈତରଣୀ ନଦୀରେ ଆସିଲା ଚଳିତ ବର୍ଷର ଦ୍ବିତୀୟ ବନ୍ୟା ଜଳ । ଆଖୁଆପଦାଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ଥିବା ବେଳେ ଏବେ ଜଳସ୍ତର ୧୭.୮୫ ମିଟର ରହିଛି। ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ଫୁଲୁଛି…
ଭଦ୍ରକ : ବୈତରଣୀ ନଦୀରେ ଆସିଲା ଚଳିତ ବର୍ଷର ଦ୍ବିତୀୟ ବନ୍ୟା ଜଳ । ଆଖୁଆପଦାଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ଥିବା ବେଳେ ଏବେ ଜଳସ୍ତର ୧୭.୮୫ ମିଟର ରହିଛି। ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ଫୁଲୁଛି…
ବାରାଣସୀ: ଉତ୍ତର ପ୍ରଦେଶର ବାରାଣସୀସ୍ଥିତ ରୁଦ୍ରାକ୍ଷ ଆନ୍ତର୍ଜାତିକ ସହଯୋଗ ଓ କନଭେନ୍ସନ ସେଣ୍ଟରରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୱାଇ-୨୦ ଶିଖର ସମ୍ମିଳନୀ । ଏହାକୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଓ କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା…
ଦିଲ୍ଲୀ: ଶକ୍ତିଶାଳୀ ଭୂକମ୍ପରେ ଥରିଲା କଲମ୍ବିଆ ମାଟି । କଲମ୍ବିଆ ରାଜଧାନୀ ବଗୋଟାରେ ଭୂମିକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଯାହାର ତୀବ୍ରତା ୬.୩ ରେକର୍ଡ କରାଯାଇଛି । ଗତକାଲି ରାତି ୧୨ ଟା ସମୟରେ ଭୂମିକମ୍ପ ହୋଇଥିଲା …
କାଲିମେଳା : ମାଲକାନଗିରିରେ ଥମୁନି ଧଳା ଜହର କାରବାର । ପୋଲିସ କବଜାରେ ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ । ଧଳା ଜହର କାରବାର ମାମଲାରେ ଗିରଫ ୬ ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି । ଅଭିଯୁକ୍ତଙ୍କ ଠାରୁ ୧.୬ ଗ୍ରାମର ବ୍ରାଉନସୁଗାର,…
କଟକ: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି । ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ଦାୟର ଜନସ୍ୱାର୍ଥ ମାମଲାକୁ ଅଗ୍ରାହ୍ୟ କରିଛନ୍ତି । ଏ ନେଇ ଜନସ୍ବାର୍ଥ ମାମଲା ଦାୟର କରିଥିଲେ…
ଭୁବନେଶ୍ବର: ଭୁବନେଶ୍ବରରେ ଉଦଘାଟନ ହେଲା ପ୍ରଥମ ସିଏନଜି ବା ପ୍ରାକୃତିକ ଗ୍ଯାସ ଆଧାରିତ ଶବଦାହ କେନ୍ଦ୍ର। ଏଣିକି ଆଉ କାଠ ଦରକାର ହେବନି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସାଂସଦ ଅପରାଜିତ ଷଡଙ୍ଗୀ ଏହି ଶବାଦାହ କେନ୍ଦ୍ରକୁ ଉଦଘାଟନ କରିଛନ୍ତି।…
ମୟୁରଭଞ୍ଜ: ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ। ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ଓଟି ରୁମରେ ଅଗ୍ନିକାଣ୍ଡ। ଖବର ପାଇଁ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇଥିଲେ। ପ୍ରାୟ ଅଧଘଣ୍ଟାର ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାକୁ…
ପାଟନା: ବଢିଲା ଲାଲୁ ଯାଦବଙ୍କ ସମସମ୍ୟା। ଗୋଖାଦ୍ୟ ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ଜାମିନ ରଦ୍ଦ କରିବାକୁ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ସିବିଆଇ। ଲାଲୁଙ୍କ ଜାମିନକୁ ରଦ୍ଦ କରିବା ପାଇଁ ସିବିଆଇ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲା ଏବଂ…
ଭୁବନେଶ୍ୱର: ସୂଚନା ଅଧିକାର କର୍ମୀ ଭାବେ ନିଜକୁ ପରିଚୟ ଦେଇ ଲୋକଙ୍କୁ ଠକୁଥିବା ଠକକୁ ଧରିଲା କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଠକ କିଶୋର ମିଶ୍ରଙ୍କୁ କୋରାପୁଟରୁ ଗିରଫ କରାଯାଇଛି । ସେ ନିଜକୁ ଜଣେ ସୂଚନା ଅଧିକାର କର୍ମୀ ବୋଲି କହିବା…
ଲୋକସଭା ନିର୍ବାଚନ ୨୦୨୪କୁ ନେଇ ସମସ୍ତ ଦଳ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୟୁପି କଂଗ୍ରେସର ନୂତନ ଅଧ୍ୟକ୍ଷ ଅଜୟ ରାୟ କହିଛନ୍ତି ଯେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ଆମେଠିରୁ ନିର୍ବାଚନ ଲଢ଼ିବେ।…