August 2023

ପ୍ରଫେସର ସବିତା ପ୍ରଧାନ ହେଲେ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି

ଭୁବନେଶ୍ୱର: ପ୍ରଫେସର ସବିତା ପ୍ରଧାନ ହେଲେ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳପତି। ଶୁକ୍ରବାର ଦିନ ସାବିତା ପ୍ରଧାନଙ୍କୁ ପୁରୀ ସତ୍ୟବାଦୀଠାରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ନିଯୁକ୍ତି ଦେଲେ କୁଳାଧିପତି ତଥା ରାଜ୍ୟପାଳ ଗଣେଶୀ ଲାଲ୍। କୁଳପତି ଭାବେ ପ୍ରଫେସର ସବିତାଙ୍କୁ…

ଶକ୍ତ ଚାପୁଡ଼ା ପରେ ରେଳଧାରଣା ଉପରେ ପଡ଼ିଗଲେ ଯୁବକ, କିଛି କ୍ଷଣ ମଧ୍ୟରେ ଟ୍ରେନ୍‌ ଚକ ତଳେ ଚାଲିଗଲା ଜୀବନ

ମୁମ୍ବାଇର ସିୟନ ଷ୍ଟେସନରେ ଘଟିଛି ଅଭାବନୀୟ ଘଟଣା। ଅସଦାଚରଣ ଅଭିଯୋଗରୁ ଚାଲିଯାଇଛି ଜୀବନ। ଟ୍ରେନ ଲାଇନରେ ପଡ଼ି ୨୬ ବର୍ଷୀୟ ଜଣେ ଯୁବକ ଦିନେଶଙ୍କର ମୃତ୍ୟୁ ହୋଇଛି। ସିସିଟିଭିରେ କଏଦ ହୋଇଛି ଏହି ଭିଜୁଆଲ୍‌। ଏଥିରେ ଦିନେଶ ଧଳା ସାର୍ଟ ଓ…

ମାହାଙ୍ଗା ମିଷ୍ଟ୍ରି : ବ୍ୟାପକ ହେବ ତଦନ୍ତ- ଏସପି

କଟକ: ବହୁ ଚର୍ଚ୍ଚିତ ମାହାଙ୍ଗା ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଟକ ଗ୍ରାମାଞ୍ଚଳ ଏସପି । ତଦନ୍ତ ବ୍ୟାପକ ହେବ ବୋଲି କହିଛନ୍ତି ଏସପି ମିହିର ପଣ୍ଡା । ବିଭିନ୍ନ ଦିଗକୁ ନେଇ ତଦନ୍ତ ହେବ । ଏବଂ…

ସାମ୍ବାଦିକଙ୍କ ଘରେ ପଶି ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ

ପାଟନା: ବିହାରର ଅରରିୟାଠାରେ ଜଣେ ସାମ୍ବାଦିକଙ୍କୁ ଗୁଳି କରି ହତ୍ୟା କରାଯାଇଛି । ସାମ୍ବାଦିକଙ୍କ ନାଁ ବିମଳ କୁମାର ଯାଦବ । ବିମଳ ‘ଦୈନିକ ଜାଗରଣ’ର ସାମ୍ବାଦିକ ବୋଲି ଜଣାପଡିଛି । ଘଟଣା ଆଜି ସକାଳ ଘଟିଛି । ୪ ଜଣ…

ରେଳ ଧାରଣାରୁ ଜବତ ହେଲା ୧୦ କେଜିରୁ ଅଧିକ ଓଜନର ଲ୍ୟାଣ୍ଡମାଇନ୍

ସୁନ୍ଦରଗଡ଼: ଥମୁନି ମାଓ ହିଂସା। ନକ୍ସଲମାନଙ୍କ ହିଂସାକାଣ୍ଡ ଯୋଜନା ଯବାନମାନଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିଛି। ସୁନ୍ଦରଗଡ଼ କେ.ବଲାଙ୍ଗ ଥାନା ଅନ୍ତର୍ଗତ ଟୋପାଡିହିରେ ମାଓବାଦୀ ଏକ ବଡ଼ ଧରଣର ହିଂସାକାଣ୍ଡ ଘଟାଇବା ପାଇଁ ଷଡ଼ଯନ୍ତ୍ର କରିଥିଲେ। କିନ୍ତୁ ଏହି ଯୋଜନାକୁ ପଣ୍ଡ କରିଛନ୍ତି…

ହ୍ଵାଟ୍ସଆପ ରେ ଏଣିକି ପଠାଇ ପାରିବେ HD ଫଟୋ

ନୂଆଦିଲ୍ଲୀ: ବିଶ୍ଵର ଲୋକପ୍ରିୟ ମେସେଜିଂ ପ୍ଲାଟଫର୍ମ ହ୍ବାଟ୍ସଆପରେ ସେୟାର କରିହେବ ହାଇ କ୍ବାଲିଟି ଫଟୋ । ଆପରେ ଫଟୋ ସେୟାରିଂରେ ଉନ୍ନତି ଆଣିବା ପାଇଁ ହ୍ବାଟ୍ସଆପ ଏକ ନୂତନ ଫିଚର ଯୋଡିଛି, ଯାହା ସାହାଯ୍ୟରେ ଆପଣ HD ଫଟୋ ସେୟାର କରିପାରିବେ…

ଭିସ୍ତାରା ଫ୍ଲାଇଟରେ ବୋମା ଭୟ: ଦିଲ୍ଲୀ ବିମାନ ବନ୍ଦରରେ ଛାନଭିନ

ନୂଆଦିଲ୍ଲୀ: ଭିସ୍ତାରା ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ । ଏପରି ଧମକ ଶୁଣିବା ପରେ ଚାରିଆଡେ ଖେଳିଗଲା ହଇଚଇ । ଦିଲ୍ଲୀ ଏୟାରପୋର୍ଟରେ ଆଜି ଏପରି ଘଟଣା ଦେଖିବାକୁ ମିଳିଥିଲା । ଆଜି ସକାଳୁ ସକାଳୁ ଦିଲ୍ଲୀ-ପୁଣେ ଫ୍ଲାଇଟକୁ ବୋମାରେ…

ବନ୍ଦ ଘରୁ ମିଳିଲା ୨ ଯୁବକଙ୍କ ମୃତ ଦେହ

ବାଲିଅନ୍ତା: ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ଗାଁରେ ଖେଳି ଯାଇଛି ଚାଞ୍ଚଲ୍ୟ । ଏକ ବନ୍ଦ ଘରୁ ମିଳିଛି ଦୁଇ ଦୁଇଟି ମୃତ ଦେହ । ସକାଳୁ ସକାଳୁ ଗାଁରେ ପୋଲିସ ପହଞ୍ଚି ମୃତ ଦେହକୁ ଉଦ୍ଧାର କରିଛି । ଏହି ଘଟଣା…

ଭତ୍ତା ପାଇଁ ଟ୍ରଲିରେ ବୁହାହେଲେ ବୃଦ୍ଧା

ପାରଳାଖେମୁଣ୍ଡି: ଡିବିଟି ବ୍ୟବସ୍ଥା ବନ୍ଦ କରି ପୁଣି ହିତାଧିକାରୀଙ୍କ ହାତରେ ବାର୍ଦ୍ଧକ୍ୟ ଭତ୍ତା ଦେବାର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଯେଉଁ ହିତାଧିକାରୀ ଚାଲିବୁଲି ପାରୁନାହାନ୍ତି, ସେମାନଙ୍କୁ ଘରେ ଭତ୍ତା ଟଙ୍କା ଦିଆଯିବାର ବ୍ୟବସ୍ଥା ମଧ୍ୟ କରିଛନ୍ତି। ହେଲେ ଆଜି ଜଣେ…

ଦେଶର ପ୍ରଥମ 3D-ପ୍ରିଣ୍ଟେଡ୍‌ ପୋଷ୍ଟ ଅଫିସ୍ ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ବେଙ୍ଗାଲୁରୁ: କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବେଙ୍ଗାଲୁରୁରେ ଭାରତର ପ୍ରଥମ 3D ପ୍ରିଣ୍ଟେଡ୍‌ ପୋଷ୍ଟ ଅଫିସ୍ ଉଦଘାଟନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ ଗତ ନଅ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ଦେଶ ଅନେକ ନୂତନ ଜ୍ଞାନକୌଶଳ…