ଯାଦବପୁର ୟୁନିଭର୍ସିଟି ଛାତ୍ର ଆତ୍ମହତ୍ୟା ଘଟଣା, ବନ୍ଧା ହେଲେ ଆଉ 2 ଛାତ୍ର
କୋଲକାତା : ଯାଦବପୁର ବିଶ୍ୱବିଦ୍ୟାଳୟ ଛାତ୍ର ଆତ୍ମହତ୍ୟା ଘଟଣାରେ ଆଉ ଦୁଇ ଜଣଙ୍କୁ ବାନ୍ଧିଲା ପୁଲିସ। ମୃତ ଛାତ୍ରଙ୍କୁ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗରେ ପୁଲିସ ଏ ଦୁହିଁଙ୍କୁ ବାନ୍ଧିଛି। ଏହି ମାମଲାରେ ପୂର୍ବରୁ ଜଣେ ପୁରାତନ ଛାତ୍ରଙ୍କୁ ବାନ୍ଧିଥିଲା ପୁଲିସ। ସୂଚନା…
