ତିନି ଜଣ ଠକଙ୍କୁ ବିହାରରୁ ଗିରଫ କଲା କୋରାପୁଟ ପୋଲିସ

କୋରାପୁଟ: ଅନଲାଇନ୍ ଠକେଇ କରି ନିରୀହ ଲୋକଙ୍କ ଠାରୁ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗରେ କୋରାପୁଟର ଏକ ପୁଲିସ ଟିମ୍ ବିହାରରୁ ୩ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ହେଲେ ବିହାରର ନାବଡା ଜିଲ୍ଲା ଚକବାଇ ଗ୍ରାମର ଭୋଳା…

ଜି-୨୦ ବୈଠକ ପାଇଁ ପ୍ରସ୍ତୁତି ଜୋରଦାର: ବହୁସ୍ତରୀୟ ସୁରକ୍ଷା, ହୋଟେଲରେ ମୁତୟନ ହେବେ ଏଚ୍‌ଆଇଟି ସ୍କ୍ବାଡ୍‌

ନୂଆଦିଲ୍ଲୀ: ଆସନ୍ତା ସେପ୍ଟେମ୍ବର ୯ ଓ ୧୦ ତାରିଖରେ ଦିଲ୍ଲୀରେ ଜି-୨୦ ସମ୍ମିଳନୀ ହେବ। ସଦସ୍ୟ ଦେଶର ଶୀର୍ଷ ନେତାଙ୍କ ସହିତ ବହୁ ବିଶିଷ୍ଟ ବ୍ୟକ୍ତି ଏଥିରେ ଯୋଗଦେବେ। ଏଥିପାଇଁ ଦିଲ୍ଲୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଗୃହ ବ୍ୟାପାର ମନ୍ତ୍ରାଳୟ…

ଯାଜପୁରରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ସଚିବ

ଯାଜପୁର: ଯାଜପୁରରେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା। ତିନିଦିନିଆ ଗସ୍ତରେ ଯାଇ ପ୍ରଥମ ଦିନରେ ମିଶନ ଶକ୍ତି ମହିଳା ଓ ଜିଲ୍ଲାର କଲେଜ ଛାତ୍ରଛାତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ। କଲେଜର ରୂପାନ୍ତରଣ ସହ ଅଧ୍ୟାପକ ଅଧ୍ୟାପିକାଙ୍କ ସମସ୍ୟାର…

ପ୍ରଥମ ସୂର୍ଯ୍ୟ ଅଭିଯାନ ପାଇଁ ଇସ୍ରୋ ପ୍ରସ୍ତୁତ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: ସଫଳ ଚନ୍ଦ୍ର ଅଭିଯାନ ପରେ ଭାରତ ପ୍ରଥମ ସୂର୍ଯ୍ୟ ଅଭିଯାନ ‘ଆଦିତ୍ୟ-ଏଲ୧’ ପାଇଁ ପ୍ରସ୍ତୁତ ଅଛି। ଇସ୍ରୋ ସେପ୍ଟେମ୍ବର ୨ରେ ଆଦିତ୍ୟ-ଏଲ୍‌୧ ଲଞ୍ଚ କରିବାକୁ ଯାଉଛି। କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା (ସ୍ୱାଧୀନ ଦାୟିତ୍ୱ), ପିଏମ୍‌ଓ, କାର୍ମିକ, ଜନ…

ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ହେଉଛି ପବିତ୍ର ରକ୍ଷା ବନ୍ଧନ

ରାକ୍ଷୀ । ସୂତା ଖଣ୍ଡିଏ ନୁହେଁ ସେ ସଂପର୍କର ସେତୁ । ଯେତିକି ବିଶ୍ବାସ ଆଖିକୁ ସେତିକି ବିଶ୍ବାସ ରାକ୍ଷୀକୁ । ଚଳିତ ବର୍ଷ ପଞ୍ଜିକାରେ ଆଜି ରକ୍ଷା ବନ୍ଧନ ଓ ଆସନ୍ତାକାଲି ରାକ୍ଷୀ ପୂର୍ଣ୍ଣିମା ଉଲ୍ଲେଖ ରହିଛି । ଆଜି…

ଚନ୍ଦ୍ରପୃଷ୍ଠରୁ ମିଳିଲା ଅମ୍ଳଜାନ ଓ ସଲଫର୍ ସନ୍ଧାନ

ଜହ୍ନରୁ ଆସିଲା ବଡ଼ ଖବର । ଚନ୍ଦ୍ରପୃଷ୍ଠରୁ ମିଳିଲା ଅମ୍ଳଜାନ ଓ ସଲଫର୍ ସନ୍ଧାନ । ଦକ୍ଷିଣ ମେରୁରେ ଏଭଳି ଅନ୍ୟାନ୍ୟ ପଦାର୍ଥ ଖୋଜି ପାଇଛି ରୋଭର ପ୍ରଜ୍ଞାନ । ରୋଭରରେ ଲାଗିଥିବା ପେଲୋଡ୍ ଲେଜର ଇଣ୍ଡକଟେଡ୍ ବ୍ରେକଡାଉନ୍ ସ୍ପେକ୍ଟ୍ରୋସ୍କୋପି ବା…

ପିସିଏସ ଜ୍ୟୋତିଙ୍କ ଉପରେ ଲଗାଇଥିବା ଆରୋପ ଫେରାଇ ନେଲେ ସ୍ବାମୀ

ପ୍ରୟାଗରାଜ: ଏସ୍‌ଡିଏମ୍‌ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କର ସଫେଇକର୍ମୀ ସ୍ବାମୀ ଆଲୋକ ମୌର୍ଯ୍ୟଙ୍କ ମଧ୍ୟରେ ଚାଲିଥିବା ବିବାଦ କିଛି ଦିନ ତଳେ ଚର୍ଚ୍ଚାର ପ୍ରମୁଖ ବିଷୟ ପାଲଟିଥିଲା। ସେମାନଙ୍କ ମଧ୍ୟରେ ଚାଲିଥିବା ବିବାଦ ଛାଡ଼ପତ୍ର ପର୍ଯ୍ୟନ୍ତ ଯାଇ ମାମଲା ପାରିବାରିକ ଅଦାଲତରେ…

ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ସାମିଲ ହେବା ଦାବିକୁ ଖାରଜ କଲେ ପୃଥ୍ୱୀରାଜ

ଭୁବନେଶ୍ୱର: ବିଜେଡି ସାଂସଦ ସସ୍ମିତ ପାତ୍ର ପରୋକ୍ଷରେ ଇଙ୍ଗିତ କରିଛନ୍ତି ଯେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ସାମିଲ ହୋଇପାରନ୍ତି। ଆଉ ଦଳର ଏହି ପୂର୍ବତନ ବିଧାୟକଙ୍କୁ ସସ୍ମିତ ପାତ୍ର ପରୋକ୍ଷରେ ସମାଲୋଚନା କରିବାକୁ ଭୁଲି ନାହାନ୍ତି। ଏହାପରେ ମଙ୍ଗଳବାର ଓଡ଼ିଶାରେ…

ଗ୍ୟାସ ଟାଙ୍କି ଫାଟି ଯୁବତୀଙ୍କ ମୃତ୍ୟୁ

ଖୋର୍ଦ୍ଧା : ଖୋର୍ଦ୍ଧା ରାମଚଣ୍ଡୀ ଗ୍ରାମରେ ଗ୍ୟାସ ଟାଙ୍କି ଫାଟି ଜଣେ ଯୁବତୀ ମୃତ୍ୟୁ ବରଣ କରିଛନ୍ତି । ସଦର ଥାନା ଅଧିନ ରାମଚଣ୍ଡୀ ଗ୍ରାମର କାଳୁ ଚରଣ ବଳିଆରସିଂଙ୍କ ଝିଅ ସଂଘମିତ୍ରା ବଳିଆରସିଂ ରୋଷେଇ ଘରେ ରୋଷେଇ କରୁଥିବା ସମୟରେ ଅଚାନକ…

ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲା, ଆସନ୍ତା ୧୧ ତାରିଖରେ ବସିବ ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ

ହାଇକୋର୍ଟରେ ହାତୀ ମୃତ୍ୟୁ ମାମଲା। ହାତୀ ମୃତ୍ୟୁ ନେଇ ହାଇକୋର୍ଟରେ ବସିବ ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ। ହାତୀ ମୃତ୍ୟୁ ରୋକିବା ନେଇ ରାଜ୍ୟରେ ହୋଇଥିବା ପଲିସି ସମ୍ପର୍କରେ ଏହି ବୈଠକରେ ଜଣାଇବେ ଜଏଣ୍ଟ ଟାସ୍କଫୋର୍ସ । ଆସନ୍ତା ୧୧ ତାରିଖ ଅପରାହ୍ନ ସାଢେ…