ହାତ ଯୋଡ଼ିଲେ, ସାଂସଦଙ୍କ ନିଲମ୍ବନ ନିଷ୍ପତ୍ତିକୁ ରାଜ୍ୟସଭାରେ ବିରୋଧ କଲେ ଖଡଗେ

ନୂଆଦିଲ୍ଲୀ : ଲୋକସଭାରୁ କଂଗ୍ରେସ ସଂସଦୀୟ ଦଳ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ ନିଲମ୍ବିତ କରାଯିବା ପ୍ରସଙ୍ଗ ଆଜି ରାଜ୍ୟସଭାରେ ଉଠିଛି। କଂଗ୍ରେସ ସାଂସଦ ତଥା ରାଜ୍ୟସଭାର ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡଗେ ଆଜି ହାତ ଯୋଡ଼ି ଗୃହର ଅଧ୍ୟକ୍ଷ…

୨୦୨୪ରେ ବିଜେପି ବିହାରରୁ ସଫା ହୋଇଯିବ : ନୀତିଶ

ନୂଆଦିଲ୍ଲୀ : ଆସନ୍ତା ୨୦୨୪ ସାଧାରଣ ନିର୍ବାଚନରେ ବିଜେପି ବିହାରରୁ ସଂପୂର୍ଣ୍ଣ ଭାବେ ମୂଳପୋଛ ହୋଇଯିବ ବୋଲି ଦମ୍ଭୋକ୍ତି କରିଛନ୍ତି ରାଜ୍ୟର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ନୀତୀଶ କୁମାରଙ୍କ କହିବା କଥା ଯେ ବିରୋଧୀ ଦଳଗୁଡ଼ିକ ଏକାଠି ହୋଇ ଇଣ୍ଡିଆ ଗଠନ…

୧୮ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ନିମ୍ନ ଚାପ-ରେଖା ଆଜି (ଶୁକ୍ରବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି, ଏବଂ ଏହା ଆଜି ପଞ୍ଜାବର ଅମୃତସରରୁ ବାହାରି ଚଣ୍ଡିଗଡ, ବାହରିଚ, ମୁଜାଫରପୁର, ମଧ୍ୟଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ…

ନୱାବ ମଲିକଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ମୁମ୍ବାଇ : ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ନୱାବ ମଲିକଙ୍କୁ ବଡ଼ ଆଶ୍ୱସ୍ତି। ଆଜି ସୁପ୍ରିମକୋର୍ଟ ତାଙ୍କୁ ମେଡିକାଲ ଚିକିତ୍ସା ପାଇଁ ୨ ମାସର ଜାମିନ ଦେଇଛନ୍ତି। ପଳାତକ ଘୋଷିତ ଆତଙ୍କବାଦୀ ଦାଉଦ ଇବ୍ରାହିମ ସହ ଜଡ଼ିତ ଗୋଟିଏ…

୧୯ ବର୍ଷୀୟ ଯୁବକଙ୍କ ପେଟରୁ ବାହାରିଲା ୧୫ କେଜିର ଟ୍ୟୁମର

ପେଟରୁ ବାହାରିଲା ୧୫ କେଜି ଓଜନର ଟ୍ୟୁମର। ୬ ଘଣ୍ଟାର ଅସ୍ତ୍ରୋପଚାର ପରେ ୧୯ ବର୍ଷୀୟ ଯୁବକ ସୋହେଲ ଖାନଙ୍କ ପେଟରୁ ଏହି ଟ୍ୟୁମର ବାହାର କରିଛନ୍ତି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲର ଡାକ୍ତରୀ ଟିମ୍ । ସୋହେଲଙ୍କୁ ଜ୍ୱର ଲାଗି…

ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତିବର୍ଷ ଏକ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ କରାଯିବ, ଖର୍ଚ୍ଚ ହେବ ୩୮୫ କୋଟି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟରେ ୧୯ଟି ପ୍ରସ୍ତାବରେ ବାଜିଲା ମୋହର । ‘ନୂଆ’ ଓଡ଼ିଶା ଯୋଜନାକୁ ଅନୁମୋଦନ ମିଳିଛି । ନୂତନ ଉନ୍ନତ ଅଭିଳାଷ (NUA) ଓଡ଼ିଶା ଯୋଜନାରେ ରାଜ୍ୟରେ ଆସନ୍ତା ୩ ବର୍ଷ ମଧ୍ୟରେ ପ୍ରତିବର୍ଷ ଏକ ଲକ୍ଷ ଯୁବକଯୁବତୀଙ୍କୁ ଦକ୍ଷ…

ନୂଆ ବିଲ୍‌କୁ ନେଇ ବିବାଦ: ଆଡଭାନୀଙ୍କ ଚିଠି ଦେଖାଇ ବିଜେପିକୁ କାଉଣ୍ଟର କଲା କଂଗ୍ରେସ

ନୂଆଦିଲ୍ଲୀ : ଦେଶର ନିର୍ବାଚନ କମିଶନର ଓ ଅନ୍ୟ କମିଶନରମାନଙ୍କୁ ନିଯୁକ୍ତି ଦେବା ପାଇଁ ଗଠିତ କମିଟିରୁ ପ୍ରଧାନ ବିଚାରପତିଙ୍କୁ ବାଦ ଦେବାକୁ କେନ୍ଦ୍ର ସରକାର ବିଲ୍‌ ଆଣିଛନ୍ତି। ଏହି ବିଲ୍‌କୁ କଂଗ୍ରେସ ବିରୋଧ କରୁଥିବା ବେଳେ ବିଜେପି କିନ୍ତୁ ଏହାର…

ପୂର୍ବତନ ବିଧାୟକ ରାମମୂର୍ତ୍ତିଙ୍କୁ ଜାମିନ

କଟକ : ପୂର୍ବତନ ବିଧାୟକ ରାମମୂର୍ତ୍ତିଂକୁ ଆଶ୍ବସ୍ତି । ଜାମିନ ପ୍ରଦାନ କଲେ ହାଇକୋର୍ଟ । ପତ୍ନୀହତ୍ୟା ଅଭିଯୋଗରେ ଆଜୀବନ କାରାଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ଏଡିଜେ କୋର୍ଟ। ଏହାକୁ ଚାଲେଞ୍ଜ କରି ଅପିଲରେ ହାଇକୋର୍ଟ ଆସିଥିଲେ ରାମମୂର୍ତ୍ତି ଗମାଙ୍ଗ। ୧୯୯୫ ମସିହା ଅଗଷ୍ଟ…

ଆଲୁମିନିୟମ ରେଳ ୱାଗନ ଓ କୋଚ୍‍ ନିର୍ମାଣ ପାଇଁ ହିଣ୍ଡାଲକୋ-ଟେକ୍ସମାକୋ ଚୁକ୍ତିନାମା ସ୍ୱାକ୍ଷରିତ

ଭୁବନେଶ୍ୱର:   ବିଶ୍ୱର ସର୍ବବୃହତ ଆଲୁମିନିୟମ ରୋଲିଂ ଏବଂ ରିସାଇକ୍ଲିଂ କମ୍ପାନୀ ହିଣ୍ଡାଲ୍‍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ଏବଂ ଏକ ସ୍ପେଶାଲାଇଜଡ୍‍ ଇଞ୍ଜିନିୟରିଂ କମ୍ପାନୀ ଟେକ୍ସମାକୋ ରେଲ୍‍ ଆଣ୍ଡ୍‍ ଇଞ୍ଜିନିୟରିଂ ଲିମିଟେଡ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷର ହୋଇଛି ।   ବିଶ୍ୱ ଶ୍ରେଣୀର ଆଲୁମିନିୟମ ରେଳ ୱାଗନ…

ଅପରାଧିକ ଆଇନରେ ହେବ ବଡ଼ ପରିବର୍ତ୍ତନ: ହଟିବ ଦେଶଦ୍ରୋହ ଶବ୍ଦ, ଭିଡ଼ ହିଂସା ପାଇଁ ମିଳିବ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ : ବ୍ରିଟିଶ ଶାସନ ବେଳକୁ ପ୍ରଚଳିତ ଭାରତୀୟ ଅପରାଧିକ ଆଇନକୁ ବଦଳାଇବା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେଇଛନ୍ତି। ଏଥିପାଇଁ ଭାରତ ସରକାର ସଂସଦରେ ବ୍ରିଟିଶ ଅମଳର ଆଇନକୁ ବଦଳାଇବା ପାଇଁ ୩ଟି ବିଲ୍‌ ଆଗତ କରିଛନ୍ତି। ସରକାରଙ୍କ ଯୋଜନା…