ବେଜିଂରେ ପ୍ରବଳ ବର୍ଷା, ୩୩ ମୃତ
ବେଜିଂ : ବେଜିଂରେ ପ୍ରବଳ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ବର୍ଷାଜନିତ ବିଭିନ୍ନ କାରଣ ପାଇଁ ୩୩ ଜଣଙ୍କ ମୃତ୍ୟୁ ହୋଇଯାଇଛି ଏବଂ ୧୮ ଜଣ ଏବେ ବି ନିଖୋଜ ଅଛନ୍ତି। ଚୀନ୍ ରାଜଧାନୀ ବେଜିଂରେ ଗତ କିଛି ସପ୍ତାହ ଧରି…
ବେଜିଂ : ବେଜିଂରେ ପ୍ରବଳ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ବର୍ଷାଜନିତ ବିଭିନ୍ନ କାରଣ ପାଇଁ ୩୩ ଜଣଙ୍କ ମୃତ୍ୟୁ ହୋଇଯାଇଛି ଏବଂ ୧୮ ଜଣ ଏବେ ବି ନିଖୋଜ ଅଛନ୍ତି। ଚୀନ୍ ରାଜଧାନୀ ବେଜିଂରେ ଗତ କିଛି ସପ୍ତାହ ଧରି…
ଶିମିଳିପାଳ ଅଭୟାରଣ୍ୟରେ ଶିକାର ଓ ବନ୍ଧୁକ କାରବାରରେ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ। ଏଭଳି ବେଆଇନ୍ କାର୍ଯ୍ୟକଳାପକୁ ମୂଳପୋଛ କରିଦିଆଯିବ ବୋଲି ଚେତାବନୀ ଦେଇଛନ୍ତି ପୁଲିସ ଡିଜି ସୁନୀଲ ବଂଶଲ। ମୟୂରଭଂଜ ପୁଲିସ ପକ୍ଷରୁ ବଡ଼ ଧରଣର ସର୍ଚ୍ଚ…
ସମ୍ବଲପୁର: ବାପାକୁ ଫାଶୀ, ପୁଅକୁ ଆଜୀବନ ଜେଲ୍ । ଲପଡ଼ା ଗାଁରେ ତିନିଜଣଙ୍କୁ ହତ୍ୟା ମାମଲାରେ ସମ୍ବଲପୁର ଜିଲ୍ଲା କୋର୍ଟ ବାପାଙ୍କୁ ମୃତ୍ୟୁ ଦଣ୍ଡାଦେଶ ଦେଇଥିବା ବେଳେ ପୁଅକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି । ୨୦୨୦ ମହୁଲପାଲି ଥାନା ଲପଡ଼ା ଗାଁରେ ତିନିଜଣଙ୍କୁ…
କଟକ: ୨୪ ଘଣ୍ଟା ପରେ ବି ମହାନଦୀରୁ ମିଳୁନି ଦୁଇ ନିଖୋଜ ଛାତ୍ରଙ୍କ ପତ୍ତା। ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ଏନଡିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ବାହିନୀ ଟିମ୍। କଟକ ନରାଜ ନିକଟରେ ମହାନଦୀର ଅଥଳ ଜଳରାଶିରେ ଚାଲିଛି ଦୁଇ ଛାତ୍ରଙ୍କ ଖୋଜାଖୋଜି। ତେବେ…
କୋର୍ଟରେ ଗୋପାଳ ଦାସ। ଝାରସୁଗୁଡ଼ା ADJ କୋର୍ଟରେ ହାଜର ହେଲା ଗୋପାଳ ଦାସ। କଡ଼ା ସୁରକ୍ଷା ମଧ୍ୟରେ କଟକ ଚୌଦ୍ବାର ଜେଲ୍ ରୁ ଝାରସୁଗୁଡ଼ା ଅଣାଯାଇଥିଲା। ନବ ଦାସ ହତ୍ୟା ମାମଲାରେ ଗୋପାଳ ବିରୋଧରେ ଚାର୍ଜଫ୍ରେମ ଦାଖଲ ହୋଇନି। ଗୋପାଳ ପକ୍ଷରୁ…
ନୂଆଦିଲ୍ଲୀରେ ଓଡ଼ିଶା କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲାକୁମାରଂକୁ ଭେଟିଲେ ଶିଶିର ଗମାଙ୍ଗ । ଆଜି ସକାଳେ ତାଙ୍କୁ ଭେଟି ଆଲୋଚନା କରିଛନ୍ତି । ଶିଶିର ଗମାଙ୍ଗ କଂଗ୍ରେସରେ ମିଶିବା ନେଇ କଥାବାର୍ତ୍ତା କରିଛନ୍ତି । ଏନେଇ ଶିଶିର ଗମାଙ୍ଗଙ୍କ ପ୍ରତିକ୍ରିୟାରେ କହିଛନ୍ତି,…
ଭୁବନେଶ୍ୱର: ବାର ଗର୍ଲ ଶୁଭଲକ୍ଷ୍ମୀ ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ । ଏପଟେ ଶୁଭଲକ୍ଷ୍ମୀର କଲ ଡିଟେଲ୍ସ ପୋଲିସର ହସ୍ତଗତ ହୋଇଥିବାବେଳେ ୨ୟ ବୟଫ୍ରେଣ୍ଡକୁ ଥାନାକୁ ଡାକି ଜେରା କରିଛି। ଶୁଭଲକ୍ଷ୍ମୀର ମୃତ୍ୟୁକୁ ନେଇ ପୋଲିସ ଅଡୁଆ ଜାଲରେ ଛନ୍ଦି ହୋଇପଡିଥିବାବେଳେ…
ଆଠଗଡ: ନିର୍ବାଚନ ସରିବାର ଦୀର୍ଘ ଦିନ ପରେ ବି ଥମିନି ତାତି। ରାଜନୈତିକ ଶତ୍ରୁତାକୁ ନେଇ ଦୁଇ ଗୋଷ୍ଠି ମୁହାଁମୁହିଁ ହୋଇଥିବା ବେଳେ ଗାଁରେ ଫୁଟିଲା ବୋମା, ବୁଲିଲା ଖଣ୍ଡା। ନିର୍ବାଚନୀ ରାଗ ଶୁଝାଇବାକୁ ଯାଇ ଗାଁର କିଛି ଯୁବକ ଏକ…
କଟକ: ଆଶା ଆଶଙ୍କାରେ ASO ଆବେଦନକାରୀ। ASO ସାନି ଚୟନ ପ୍ରକ୍ରିୟା ଉପରେ ସ୍ଥଗିତାଦେଶ। ସାନି ଚୟନ ପ୍ରକ୍ରିୟାର ଅଗ୍ରଗତି ଉପରେ ହାଇକୋର୍ଟଙ୍କ ରୋକ। ଜଣିକିଆ ଖଣ୍ଡପୀଠଙ୍କ ରାୟ ଉପରେ ରହିତାଦେଶ। ଜବାବ ଦାଖଲ କରିବାକୁ ଓପିଏସସିକୁ ନିର୍ଦ୍ଦେଶ ରହିଛି । ସେପ୍ଟେମ୍ବର…
ଯାଜପୁର: ବିଜେଡି ନେତା ତଥା ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଜନ୍ମଦିନ ବିଦ୍ୟାଳୟରେ ପାଳନକୁ ନେଇ ବିବାଦ ତେଜୁଛି । ଆଉ ବିବାଦ ଭିତରେ ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରିଛନ୍ତି । ଅଗଷ୍ଟ ୯ରେ ଧର୍ମଶାଳାରେ…