August 2023

କଟକ ରୋଡରେ ଥିବା ଦୀପାଳି ବାର ଲଜର ୨୦୫ ନମ୍ବର ରୁମକୁ ସିଲ କଲା ପୋଲିସ

ଭୁବନେଶ୍ବର: କଟକ ରୋଡରେ ଥିବା ଦୀପାଳି ବାର ଲଜର ୨୦୫ନମ୍ବର ରୁମକୁ ସିଲ କଲା ପୋଲିସ । ଆଜି ଜେରା ହେବେ ଶୁଭଲକ୍ଷ୍ମୀଂକ ପୁରୁଷ ବଂଧୁ ଅନିଲ । ଦୀପାଳି ବାରରେ ଶୁଭଲକ୍ଷ୍ମୀ ସାହୁ ଡେଥ୍ ସସପେନ୍ସ ଉପରୁ କେବେ ହଟିବ…

ଡାକ୍ତରଖାନାରେ ମୃତ ଘୋଷିତ ବିଜେପି ନେତା ଅନ୍ତିମ ସଂସ୍କାର ପୂର୍ବରୁ ଜିଇ ଉଠିଲେ

ଆଗ୍ରା/ ନୂଆଦିଲ୍ଲୀ: ବିଜେପି ନେତା ମହେଶ ବାଘେଲ ଦୀର୍ଘ ଦିନ ଧରି ରୋଗରେ ପୀଡ଼ିତ ରହିବା ସହ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇ ଜୀବନ- ମୃତ୍ୟୁ ସହ ସଂଘର୍ଷ କରୁଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ ଅଚଳ…

ନବୀନ ସରକାରଙ୍କୁ ଆପ୍‌ର ଟାର୍ଗେଟ, ଫିରିଙ୍ଗିଆ ଥାନା ପୋଡ଼ିର ବିଚାର ବିଭାଗୀୟ ତଦନ୍ତ ପାଇଁ ଦାବି

ଭୁବନେଶ୍ୱର: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ପୋଡ଼ି ଘଟଣାରେ ଏପର୍ଯ୍ୟନ୍ତ ୧୯ଜଣ ଗିରଫ ହୋଇଥିବା ବେଳେ ଫିରିଙ୍ଗିଆ ଥାନା ପୋଡ଼ିବା ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ଆପ୍ ପକ୍ଷରୁ ଦାବି କରାଯାଇଛି। ଆପ୍ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରି…

ଟମାଟୋ କ୍ଷେତରେ ସିସିଟିଭି କ୍ୟାମେରା

ମୁମ୍ବାଇ : ଟମାଟୋ ଦର ଦେଶରେ ଏବେ ଆକାଶଛୁଆଁ ହୋଇଯାଇଛି । ଏହାଫଳରେ ଚାଷୀମାନେ ମାଲାମାଲ ହୋଇଯାଉଛନ୍ତି । ତେବେ ଚୋରମାନେ ବି ପରିସ୍ଥିତିରେ ଫାଇଦା ନେଇ ଚାଷୀଙ୍କ ଟମାଟୋ ଫସଲ ଚୋରି କରିନେଉଛନ୍ତି । ଏହାଦ୍ବାରା ଚାଷୀମାନେ କ୍ଷତି ସହୁଛନ୍ତି…

ପୋଲିସକୁ ବନ୍ଧୁକ ଦେଖାଇ ଫେରାର ମାରୁଥିବା ୩ ଅଭିଯୁକ୍ତ ଗରିଫ

ସୁବର୍ଣ୍ଣପୁର: ପୋଲିସକୁ ବନ୍ଧୁକ ଦେଖାଇ ଫେରାର ମାରୁଥିବା ୩ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହେଲା ସୋନପୁର ପୋଲିସ। ସୋମବାର ସନ୍ଧ୍ୟାରେ ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ମନୁମୁଣ୍ଡା ପଟୁ ଆସୁଥିବା ଏକ ହୁଣ୍ଡାଇ ଭର୍ଣ୍ଣା କାରକୁ ସନ୍ଦେହରେ ଅଟକାଇବାକୁ ଚେଷ୍ଟା…

କଟକରେ 5T ସଚିବଙ୍କ ବଡ଼ ଘୋଷଣା : ବ୍ୟାଙ୍କ ନୁହେଁ, ଏଣିକି ନିଜ ପଞ୍ଚାୟତରେ ମିଳିବ ମଧୁବାବୁ ଭତ୍ତା

କଟକ : କଟକ ଜିଲ୍ଲା ଗସ୍ତରେ ଫାଇଭ ଟି ସଚିବ ଭି. କେ ପାଣ୍ଡିଆନ୍ । ଆଜି ପ୍ରଥମେ ସେ ଆଠଗଡ଼ ମିନି ଷ୍ଟାଡିୟମରେ ପହଞ୍ଚି ସାଧାରଣ ଜନତାଙ୍କୁ ଭେଟି ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ନିଜ ସମ୍ବୋଧନରେ…

ନିଜର ପୁରୁଣା ବଙ୍ଗଳା ଫେରିପାଇଲେ ରାହୁଲ ଗାନ୍ଧି, କହିଲେ- ପୂରା ଦେଶ ମୋ ଘର

ନୂଆଦିଲ୍ଲୀ : ସାଂସଦ ପଦ ଫେରି ପାଇବାର ଦିନକ ପରେ ରାହୁଲ ଗାନ୍ଧିଙ୍କୁ ଆଜି ଆଉ ଏକ ବଡ଼ ଖବର ମିଳିଛି। ସେ ପୂର୍ବରୁ ଦିଲ୍ଲୀ ସ୍ଥିତ ଯେଉଁ ସରକାରୀ ବଙ୍ଗଳାରେ ରହୁଥିଲେ, ଏବେ ତାଙ୍କୁ ପୁଣିଥରେ ସେଠାରେ ରହିବାକୁ ସରକାର…

ଆସିଲା ଶୁଭଲକ୍ଷ୍ମୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ, ଭିସେରା ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର: ହୋଟେଲ୍ ରୁମରେ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ମିଳିବା ଘଟଣା । ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ଯୁବତୀଙ୍କ ମୃତ୍ୟୁ ହୋଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି । ତେବେ ଯୁବତୀ ଜଣଙ୍କ ନିୟମିତ ନିଶା ଦ୍ରବ୍ୟ…

ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ସମନ୍‌

ନୂଆଦିଲ୍ଲୀ : ଗୋଟିଏ ପଟେ ମୋଦି ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ଚାଲିଥିବା ବେଳେ ଅନ୍ୟପଟେ ବିରୋଧୀ ମେଣ୍ଟରେ ଥିବା ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ହାଜର ହେବାକୁ ସମନ କରିଛି। ଗୋଟିଏ ମନି ଲଣ୍ଡରିଂ ମାମଲାରେ…

X ବ୍ଲୁ ଟିକ୍‌ ଧାରୀଙ୍କୁ ମିଳିଲା ଲକ୍ଷାଧିକ ଟଙ୍କା

ନୂଆଦିଲ୍ଲୀ : ମାଲେମାଲ ହୋଇଛନ୍ତି X ବ୍ଲୁ ଟିକ ଧାରୀ। ପୂର୍ବରୁ ଏହା ଟ୍ୱିଟର୍‌ର ନାଁରେ ପରିଚିତ ଥିଲା। କିଛି ଦିନ ତଳେ ସଂସ୍ଥାର ମାଲିକ ଏଲନ ମସ୍କ ଟ୍ୱିଟର ନାଁକୁ ବଦଳାଇ X କରିଥିଲେ। ଏବେ Xର ବ୍ଲୁ ଟିକଧାରୀଙ୍କୁ…