ଗୁଜରାଟ : ଲୋକସଭା ନିର୍ବାଚନ ପାଇଁ ବିଜେପି ବିରୋଧରେ ମେଣ୍ଟ କରିବେ ଆପ୍-କଂଗ୍ରେସ

ଗାନ୍ଧିନଗର : ଲୋକସଭା ନିର୍ବାଚନକୁ ଆଉ ମାତ୍ର କିଛି ମାସ ବାକି ଥିବା ବେଳେ ଉଭୟ ବିରୋଧୀ ଓ ଶାସକ ଦଳ ଛୋଟ ଛୋଟ ଦଳ ସହ ମେଣ୍ଟ କରୁଛନ୍ତି। ଗୁଜରାଟ ଲୋକସଭା ନିର୍ବାଚନକୁ ନେଇ ଆମ୍ ଆଦମୀ ପାର୍ଟି ଏକ…

ଯୁବତୀଙ୍କୁ ଯୌନ ଶୋଷଣ ମାମଲାରେ କଟକ ମହିଳା ଥାନାରେ ହାଜର ହେଲେ ସୌରିନ ଭଟ୍ଟ

କଟକ: ମହିଳା ଥାନାରେ ସୌରିନ ଭଟ୍ଟ । ଯୁବତୀଙ୍କୁ ଯୌନ ଶୋଷଣ ମାମଲାରେ କଟକ ମହିଳା ଥାନାରେ ହାଜର ହୋଇଛନ୍ତି କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ହାଜର ହୋଇଛନ୍ତି ସୌରିନ। ପୀଡିତା ଯୁବତୀଙ୍କ ଏତଲା ଆଧାରରେ ଅଧିକ ପଚରାଉଚରା…

କମୁଛି ହୀରାକୁଦ ଜଳସ୍ତର: ଟଳିଲା ବନ୍ୟା ବିପଦ

ସମ୍ବଲପୁର ; କମୁଛି ହୀରାକୁଦ ଜଳସ୍ତର । ହୀରାକୁଦ ଜଳଭଣ୍ଡାରରେ ବର୍ତ୍ତମାନ ୨୦ଟି ଗେଟ ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଳସ୍ତର ୬୨୦ ଫୁଟ ତଳକୁ ଖସିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାରକୁ ୧ଲକ୍ଷ ୭୫ହଜାର କ୍ୟସେକ ଜଳ ପ୍ରବେଶ…

ସୀମାଙ୍କୁ ଫିଲ୍ମ ଅଫର୍‌ ଦେଇଥିବା ନିର୍ଦ୍ଦେଶକଙ୍କୁ ମିଳିଲା ହତ୍ୟା ଧମକ

ନୂଅ‌ାଦିଲ୍ଲୀ: ଉଦୟପୁରରେ ଟେଲର କହ୍ନେୟାଲାଲ୍‌ଙ୍କ ହତ୍ୟା କାହାଣୀ ଉପରେ ନିର୍ମିତ ଏକ ଫିଲ୍ମରେ ପାକିସ୍ତାନରୁ ଭାରତ ଆସିଥିବା ସୀମା ହାଇଦରଙ୍କୁ କାମ କରିବାକୁ ପ୍ରତିଶ୍ରୁତି ଦେଇଥିବା ପ୍ରଯୋଜକ ଅମିତି ଜାନୀଙ୍କୁ ହତ୍ୟା ଧମକ ମିଳିଛି। ତାଙ୍କୁ ଏହି ଧମକ ଏକ ହ୍ବାଟ୍‌ସଆମ୍‌…

ଵଲାଙ୍ଗିର ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ 5T ସଚିବ

ବଲାଙ୍ଗିର ଗସ୍ତର ଦ୍ବିତୀୟ ଦିନରେ ଵଲାଙ୍ଗିର ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି 5T ସଚିବ ଭିକେପାଣ୍ଡିଆନ। ପ୍ରଥମେ ଵଲାଙ୍ଗିର ସମଲେଶ୍ବରୀ ମନ୍ଦିରରେ ପହଞ୍ଚି ମାଆ ସମଲେଶ୍ବରୀଂକୁ ଦର୍ଶନ କରିଛନ୍ତି । ମନ୍ଦିରର ଉନ୍ନତି ନେଇ ସେବାୟତ ଓ ମନ୍ଦିର କମିଟି…

ଲୋକସଭାରେ ଗୃହୀତ ହେଲା ଡାଟା ସୁରକ୍ଷା ବିଲ୍, ଏହା କାହିଁକି ଗୁରୁତ୍ବପୂର୍ଣ୍ଣ ଜାଣନ୍ତୁ

ନୂଆଦିଲ୍ଲୀ: ବିରୋଧୀଙ୍କ କୋଳାହଳ ଭିତରେ ସୋମବାର ଲୋକସଭାରେ ‘ଡିଜିଟାଲ ପର୍ସନାଲ ଡାଟା ପ୍ରୋଟେକ୍ସନ ବିଲ୍, ୨୦୨୩’ ଗୃହୀତ ହୋଇଛି, ଯେଉଁଥିରେ ବ୍ୟକ୍ତିଗତ ଡାଟାକୁ ଗଚ୍ଛିତ ରଖୁଥିବା ଦେଉଥିବା ସଂସ୍ଥାଗୁଡ଼ିକ ଉପରେ କେତେକ ସାଧାରଣ ଏବଂ କେତେକ କ୍ଷେତ୍ରରେ ସ୍ୱତନ୍ତ୍ର ଦାୟିତ୍ୱ ଲାଗୁ…

ବନ୍ଧା ହେଲା ଖୋର୍ଦ୍ଧାର ଗ୍ୟାଙ୍ଗ ଲିଡର ସଞ୍ଜୟ ଖୁଣ୍ଟିଆ, ବଡ଼ ଧରଣ ଅଘଟଣ ଘଟଇବା ପାଇଁ କରୁଥିଲେ ମସୁଧା

ଭୁବନେଶ୍ୱର:ଏକ ଦୁର୍ଦ୍ଦାନ୍ତ ଅପରାଧୀ ଗ୍ୟାଙ୍ଗକୁ ଧରିଛି କମିଶନରେଟ ପୋଲିସ । ଏହି ଗ୍ୟାଙ୍ଗ ଏକ ବଡ ଧରଣର ଅପରାଧିକ କାଣ୍ଡ କରିବାକୁ ଯାଉଥିବାବେଳେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇଁ ପୋଲିସ ଏମାନଙ୍କୁ ଧରିଛି । ଗ୍ୟାଙ୍ଗର ମୁଖ୍ୟ ସଞ୍ଜୟ ଖୁଣ୍ଟିଆ ଓ…

ସାଳନ୍ଦୀର ପ୍ରଖର ସ୍ରୋତରେ ଭାସିଗଲେ ୨ କାଉଡିଆ

ଖଇରା: ଭାସିଗଲେ କାଉଡିଆ । ଶ୍ରାବଣ ସୋମବାରରେ ଆସିଛି ଏପରି ଦୁଃଖଦ ଖବର । ଶ୍ରାବଣ ସୋମବାରରେ ମହାଦେବଙ୍କ ମୁଣ୍ଡରେ ପାଣି ଢାଳିବା ପାଇଁ ଯାଇ ନଦୀର ପ୍ରଖର ସ୍ରୋତରେ ଭାସିଗଲେ। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ବରଦା…

ପୋଖରୀରୁ ଉଦ୍ଧାର ହେଲା ଗୃହରକ୍ଷୀଙ୍କ ମୃତଦେହ

ସୋରଡା : ଗଞ୍ଜାମ ଜିଲ୍ଲା ବଡଗଡ ଥାନା ନିକଟ ପୋଖରୀରୁ ଉଦ୍ଧାର ହୋଇଛି ଗୃହରକ୍ଷୀଙ୍କ ମୃତଦେହ । ମୃତକ ହେଲେ ବଡଗଡ ଗ୍ରାମର ବଳରାମ ଦାସ। ସେ ଏକ ସପ୍ତାହ ହେଲା ଥାନାକୁ ଆସୁ ନଥିଲେ। କିନ୍ତୁ ଆଜି ସକାଳୁ ଗୃହରଖିଙ୍କ ମୃତ…

ୟୁନିୟନ ବ୍ୟାଙ୍କରୁ ଲୁଟ୍ ମାମଲା: ପଶ୍ଚିମବଙ୍ଗରୁ ଧରାହେଲା ମାଷ୍ଟରମାଇଣ୍ଡ

ବାଲେଶ୍ୱର: ଚନ୍ଦନେଶ୍ୱରରେ ଥିବା ୟୁନିୟନ ବ୍ୟାଙ୍କରୁ ଲୁଟ୍ ମାମଲାରେ ବାଲେଶ୍ୱର ପୁଲିସକୁ ବଡ଼ ସଫଳତା ମିଳିଛି। ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳରୁ ମାଷ୍ଟରମାଇଣ୍ଡକୁ ଗିରଫ କରିଛି ପୁଲିସ। ଏଥିସହ ୮୫୪ ଗ୍ରାମ୍ ସୁନା ଜବତ କରାଯାଇଛି। ପୂର୍ବରୁ ଏହି ଘଟଣାରେ ୬ଜଣଙ୍କୁ…