ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ସ୍ୱାମୀ, ମେୟରଙ୍କୁ ନିଲମ୍ବନ କଲେ ରାଜସ୍ଥାନ ସରକାର

ଜୟପୁର : ରାଜସ୍ଥାନର ଜୟପୁର ହେରିଟେଜ ମହାନଗର ନିଗମର ମେୟର ମୁନେଶ ଗୁର୍ଜରଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି। ଶନିବାର ତାଙ୍କ ସ୍ୱାମୀ ସୁଶୀଲ ଗୁର୍ଜର ଏକ ଜମିକୁ ଲିଜ୍‌ରେ ଦେବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୨ ଲକ୍ଷ ଟଙ୍କା ଲାଞ୍ଚ…

ୟୁପିରେ ଦୁଇ ନାବାଳକଙ୍କୁ ଅମାନବୀୟ ନିର୍ଯାତନା

ଲକ୍ଷ୍ନୌ : ଉତ୍ତର ପ୍ରଦେଶରେ ଘଟିଛି ଅତ୍ୟନ୍ତ ଭୟଙ୍କର ଘଟଣା। ରାଜ୍ୟର ସିଦ୍ଧାର୍ଥ ନଗରରେ ଦୁଇ ଜଣ ନାବାଳକଙ୍କୁ ଦିଆଯାଇଛି ଅମାନବୀୟ ନିର୍ଯାତନା। ସେମାନଙ୍କୁ ବଳପୂର୍ବକ କିଛି ଲୋକ ପରିସ୍ରା ପିଆଇଛନ୍ତି। ନିବସ୍ତ୍ର କରି କଞ୍ଚା ଲଙ୍କାକୁ ସେମାନଙ୍କ ମଳ ଦ୍ୱାରାରେ…

ହୀରାକୁଦକୁ କମିଛି ଜଳ ପ୍ରବେଶ, ଆଉ ଖୋଲିବନି ଗେଟ୍

ସମ୍ବଲପୁର: ହୀରାକୁଦକୁ କମିଛି ଜଳ ପ୍ରବେଶ । ଯେତିକି ପ୍ରବେଶ କରୁଛି ସେତିକି ବାହାରୁଛି । ଏବେ ୨୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ଆଗକୁ ଜଳ ପ୍ରବେଶ ଆହୁରି କମିବ । ଉପରମୁଣ୍ଡ ଓ ତଳମୁଣ୍ଡରେ…

୫୦୮ ରେଳ ଷ୍ଟେସନର ହେବ ପୁନର୍ବିକାଶ, ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ରେଳ ଯାତ୍ରାକୁ ନିରାପଦ କରିବା ପାଇଁ କେନ୍ଦ୍ର ସରକାରଙ୍କ ନୂଆ ପଦକ୍ଷେପ। ଦେଶର 508 ରେଳ ଷ୍ଟେସନର ହେବ ପୁନର୍ବିକାଶ। ଏଥିପାଇଁ ଆଜି ଭିଡିଓ କନଫେରେନ୍ସିଂ ମାଧ୍ୟମରେ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଅମୃତ ଭାରତ ଯୋଜନା…

କେମିତି ହେଲା ଲେଡି ବାର୍ କର୍ମଚାରୀଙ୍କ ମୃତ୍ୟୁ? ବଢୁଛି ସସପେନ୍ସ

ଭୁବନେଶ୍ବର: ଭୁବନେଶ୍ବରରେ ଲେଡି ବାର୍ କର୍ମଚାରୀଙ୍କ ମୃତ୍ୟୁକୁ ନେଇ ବଢୁଛି ସସପେନ୍ସ । କେମିତି ହେଲା ମୃତ୍ୟୁ? ଆତ୍ମହତ୍ୟା ନା ହତ୍ୟା ? ଅସ୍ପଷ୍ଟ ରହିଛି ମୃତ୍ୟୁର କାରଣ । ଗତକାଲି ଲକ୍ଷ୍ମୀସାଗର କଟକ ରୋଡ୍ ଦୀପାଳି ବାରେର ଥିବା ଲଜ…

ପୁରୀ ମୁଖ୍ୟ କେନାଲରେ ୨୦ ଫୁଟର ଘାଇ, ଗାଁରେ ପଶିଲା ପାଣି

ବାଲିପାଟଣା: ବାଳକାଟୀ-ପୁରୀ ମୁଖ୍ୟ କେନାଲରେ ୨୦ ଫୁଟର ଘାଇ । ବାଳକାଟିଠାରେ ଦକ୍ଷିଣ ପାର୍ଶ୍ଵ ବନ୍ଧରେ ଥିବା ସାଇଫୋନ ପାଖରେ ଘାଇ ସୃଷ୍ଟି ହୋଇଛି । ଓଭର ଫ୍ଲୋ ଯୋଗୁ ରାତିରେ ବନ୍ଧ ଭାଙ୍ଗିଯାଇଥିଲା । ବାଳକାଟି କଲେଜ ପଡ଼ିଆରେ ପାଣି…

ଦୁଇ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଇଞ୍ଜିନିୟର ଗିରଫ

ନୟାଗଡ: ଭୁବନେଶ୍ୱରରେ ଜଣେ ବ୍ୟବସାୟୀଙ୍କ ଠାରୁ ୨ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ଜଣେ ସଫ୍ଟଓ୍ୱୟାର ଇଞ୍ଜିନିୟରଙ୍କୁ ଗିରଫ କରିଛି ସାଇବର ପୋଲିସ। ମିଳିଥିବା ସୂଚନା ଅନୁଯାୟୀ, ନୟାଗଡ଼ ରଥଗଡାସାହିର ସିଦ୍ଧାର୍ଥ ପାଣିଗ୍ରାହୀ ଓରଫ ସାଗର କମ୍ପ୍ୟୁଟର ସାଇନ୍ସରେ ଇଞ୍ଜିନିୟରିଂ…

ଦୁଇ ଏନଏଚ ପ୍ରକଳ୍ପର ଉଦ୍‌ଘାଟନ କଲେ ଅମିତ ଶାହ-ନବୀନ ପଟ୍ଟନାୟକ

ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ସାରା ଦେଶକୁ ମାର୍ଗଦର୍ଶନ କରିଛି: ଅମିତ ଶାହ ନୂଆ ଓଡ଼ିଶା ଗଠନ ଦିଗରେ ଆମେ ଆଗେଇ ଚାଲିଛୁ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଲୋକସେବା ଭବନରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର…

ପଥର ମାଫିଆଙ୍କ ଆକ୍ରମଣରେ ଆରଆଇଙ୍କ ଫାଟିଲା ମୁଣ୍ଡ

ଉଦଳା : ଆରଆଇଙ୍କ ମୁଣ୍ଡ ଫଟାଇଲେ ମାଫିଆ । ମୟୁରଭଞ୍ଜ ଜିଲା ଖୁଣ୍ଟା ତହସିଲ ଅଧୀନ ସପଞ୍ଚୁଆ ପଞ୍ଚାୟତର ସୁବର୍ଣ୍ଣମଞ୍ଜରୀ ଗ୍ରାମ ନିକଟରେ ଶନିବାର କାର୍ଯ୍ୟରତ ବଡପଥରା ରାଜସ୍ୱ ନିରୀକ୍ଷକଙ୍କୁ ପଥର ମାଫିଆ ମାଡ ମାରି ମୁଣ୍ଡ ଫଟାଇ ଦେଇଥିବା ଜଣାପଡ଼ିଛି। ତାଙ୍କୁ…

ଛାତ ଉପରୁ ବିବାହିତା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଜଳେଶ୍ୱର: ଘରର ଛାତ ଉପରୁ ବିବାହିତା ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର। ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ଜୟନଗର ଗ୍ରାମରେ ଘଟିଛି ଏପରି ଅଭାବନୀୟ ଘଟଣା। ତେବେ ଏହି ହତ୍ଯା ନା ଆତ୍ମହତ୍ଯା କାରଣ ଅସ୍ପଷ୍ଟ ରହିଛି। ମୃତକ ହେଲେ ସ୍ତ୍ରୀ…